-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||     

HOME   ଜିଲ୍ଲା

ତୃତୀୟ ଲିପୁ ମେମୋରିଆଲ ଭେଟେରାନ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ ରେ ଏମସିଏଲ୍ ବୁର୍ଲା ବିଜୟୀ

16-Feb-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ସୁରେଶ୍ଵରୀ ଫୁଟବଲ୍ ଏକାଡେମୀ ଦ୍ଵାରା ସୋନପୁର କଲେଜ ପଡିଆରେ ଆୟୋଜିତ  ଏକଦିବସୀୟ ଅଲ୍ ଓଡ଼ିଶା ତୃତୀୟ ଭେଟେରାନ୍ ଫୁଟବଲ୍ ଟୂର୍ଣାମେଣ୍ଟ ରେ  ଏମସିଏଲ୍ ବୁର୍ଲା ବିଜୟୀ ହୋଇଛନ୍ତି ଓ ରନର୍ସଅପ୍ ଭାବରେ ସମ୍ବଲପୁର ଦଳ ରହିଛନ୍ତି। ଏକଦିବସୀୟ ଏହି ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚ ସୋନପୁର ର ଏସ୍ଏନ୍ଏଫ୍ଏଓ ପିଏଫ୍ ସି ପାଟଣାଗଡ଼ ମଧ୍ୟରେ ଅନୁଷ୍ଠିତ ହୋଇଥିବା ବେଳେ  ପରବର୍ତ୍ତୀ ମ୍ୟାଚ୍ ବୁର୍ଲା ଏମ୍ ସି ଏଫ୍ ଓ ବଲାଙ୍ଗୀର, ବରଗଡ଼ ସମ୍ବଲପୁର, ରେଢ଼ାଖୋଲ  ଓ ଆୟୋଜକ ସୁରେଶ୍ଵରୀ ଫୁଟବଲ୍ ଏକାଡେମୀ ସୋନପୁର ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ତେବେ ଫାଇନାଲ ମ୍ୟାଚ ସମ୍ବଲପୁର ଓ ଏମସି ଏଫ୍ ବୁର୍ଲା ମଧ୍ୟରେ ହୋଇଥିବା ବେଳେ ଖେଳ ଅମିମାଂସିତ ରହି ପରେ ପେନାଲଟି ସୁଟ୍ ମାଧ୍ୟମରେ ବୁର୍ଲା ଏମ୍ ସି ଏଫ୍ ଦଳ ବିଜୟୀ  ହୋଇ ଥିଲା। ଆଜିର ଏହି ଉଦଯାପନୀ ଉତ୍ସବ ରେ ସୁରେଶ୍ଵରୀ ଫୁଟବଲ୍ ଏକାଡେମୀ ର ସଭାପତି ନିଶାନ୍ତ ମହାନ୍ତି ଅଧ୍ୟକ୍ଷତା କରିଥିବାବେଳେ ମୁଖ୍ୟ ଅତିଥିଭାବେ ଯୁବନେତା ତଥା କଳା ପଥର ଏମ୍ ପି ଏସ୍  ଅରବିନ୍ଦ ବାରିକ ଓ ଅନ୍ୟତମ ଅତିଥି ଭାବରେ ପୋଲିସ୍ ଆର୍ ଆଇ କାହ୍ନୁ ଚରଣ ମାରାଣ୍ଡି, ବିବେକାନନ୍ଦ ମହାନ୍ତି, ଶ୍ରୀବତ୍ସ ମଲ୍ଲିକ, ଦିଲ୍ଲୀପ ପାତ୍ର, କୁମୁଦ ମେହେର, ଗଣେଶ ମେହେର ପ୍ରମୁଖ ଯୋଗଦେଇ ବିଜୟୀ ଦଳଙ୍କୁ ଉତ୍ସାହିତ କରିଥିଲେ । ବେଷ୍ଟ ଗୋଲ କିପର ଓ ବେଷ୍ଟ ଡିଫେଣ୍ଡର ଓ ହିରୋ ଅଫ୍ ଦି ମ୍ୟାଚ  ର ପୁରସ୍କାର  ବୁର୍ଲା ଦଳକୁ ପ୍ରଦାନ କରାଯାଇଥିବାବେଳେ , ବେଷ୍ଟ ମିଡ ବିଲଡର ଭାବରେ ସମ୍ବଲପୁର ର ଖେଳାଳି ଙ୍କୁ ପ୍ରଦାନ କରିଥିଲେ। ଏହି ସମସ୍ତ ମ୍ୟାଚକୁ ରେଫରୀ ଭାବରେ ସୁଦାମ ଜଗଦଲା, ଦୁର୍ଗାପ୍ରସାଦ ମାଝୀ, ସିଦ୍ଧାର୍ଥ ପାତ୍ର,ଜଗତ ଜଗଦଲା  ପରିଚାଳନା କରିଥିବା ବେଳେ ଅଭିମନ୍ୟୁ ବଗର୍ତ୍ତି ପ୍ରତ୍ୟକ୍ଷ ଧାରା ବିବରଣୀ ପ୍ରଦାନ କରିଥିଲେ। ପ୍ରିୟବ୍ରତ ସାହୁ ଧନ୍ୟବାଦ ପ୍ରଦାନ କରିଥିବା ବେଳେ ହରିହର ପଟ୍ଟନାୟକ , ଶରତ ମହାପାତ୍ର,ସଞ୍ଜୟ ସାହୁ , ସୁବ୍ରତ ସେଠୀ, ଜ୍ୟୋତିର୍ମୟ ମିଶ୍ର,ସୁରଟିଦୀପ, ଦେବାଶିଷ ପଟ୍ଟନାୟକ ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026

You Might Also Like