-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||     

HOME   ଜିଲ୍ଲା

ସାତକମା ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ  ହୀରକ ଜୟନ୍ତୀ: ଯୋଗଦେଲେ କ୍ୟାବିନେଟ୍ ମନ୍ତ୍ରୀ ରବି ନାଏକ, ବଡ଼ ହେବା ସହିତ ଭଲ ମଣିଷ ହୁଅ

16-Feb-2025



କୁଚିଣ୍ଡା(ସିଲୁ ସୁନାନୀ):କୁଚିଣ୍ଡା ଉପଖଣ୍ଡର ସ୍ବାଧିନତା ସଂଗ୍ରାମର ପୀଠ ସ୍ଥଳ  ସାତକମା ଗ୍ରାମର ସର୍ବ ପୁରାତନ ଶିକ୍ଷାନୁଷ୍ଠାନ ସାତକମା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ହୀରକ ଜୟନ୍ତି ମହୋତ୍ସବ ଆଜି ଉଦଯାପିତ ହୋଇ ଯାଇଛି ।  ହୀରକ ଜୟନ୍ତି କମିଟିର ସଭାପତି ସୁବାସ ଚନ୍ଦ୍ର ନାୟକଙ୍କ  ସଭାପତିତ୍ବରେ ଆୟୋଜିତ ଉଦଯାପନ ଅଧିବେଶନରେ ମୁଖ୍ୟ ଅତିଥି ଭାବରେ   କ୍ୟାବିନେଟ ମନ୍ତ୍ରୀ,ଗ୍ରାମ୍ୟ ଉନ୍ନୟନ ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବି ନାରାୟଣ ନାଏକ ଯୋଗ ଦେଇ ଏହି ସ୍କୁଲକୁ ଚଳିତ ବର୍ଷରୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟର ରୂପ ଦେବାକୁ ଘୋଷଣା କରିଥିଲେ । ଏଥିରେ ମୁଖ୍ୟ ବକ୍ତା ପଦ୍ମଶ୍ରୀ ମିତ୍ରଭାନୁ ଗୌନ୍ତିଆ  ଭାଷଣ ଦେଇ କଠୋର ଅଧ୍ୟବସାୟ କରି ବଡ଼ ସହିତ ଭଲ ମଣିଷ ହେବାକୁ ଆହ୍ବାନ ଦେଇଥିଲେ । ସମ୍ମାନିତ ଅତିଥି ଭାବରେ ଅନଗୁଳ ବଜିରାଉତ୍ ଛାତ୍ର ବାସ ର ସମ୍ପାଦକ ଇଞ୍ଜିନିୟର ଧନେଶ୍ଵର ସାହୁ , ଏକଲବ୍ୟ ଆଦର୍ଶ ବିଦ୍ୟାଳୟ ର ଅଧ୍ୟକ୍ଷ ଡ଼. ଜ୍ୟୋତ୍ସ୍ନା ପ୍ରିୟା ବେହେରା, ଅରଡାବାହାଲ ସରକାରୀ କଲେଜ ଅଧ୍ୟକ୍ଷ ରଞ୍ଜନ ନାଏକ,ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ପ୍ରଧାନ ପଣ୍ଡିତ ଶ୍ୟାମ ସୁନ୍ଦର ପଣ୍ଡା ପ୍ରମୁଖ ଯୋଗଦେଇ ଭଲ ମଣିଷ ହେବାକୁ ସାଧନା ହିଁ ଆମର ଲକ୍ଷ୍ୟ ହେଉ ବୋଲି କାମନା କରିଥିଲେ ।ଏହି ଅବସରରେ ମିତ୍ରଭାନୁ ଗ୍ରନ୍ଥାବଳୀ ଦୁଇଟା ଖଣ୍ଡ କୁ ଅତିଥି ଗଣ ଲୋକାର୍ପଣ କରିଥିଲେ ।।ପ୍ରଧାନ ଶିକ୍ଷକ  ସୁରଭି ନାଏକ ବିବରଣୀ ପାଠ କରିଥିବା ବେଳେ ଅଧ୍ୟାପକ କୃଷ୍ଣଚନ୍ଦ୍ର ପୂଜାରୀ ସଂଯୋଜନା କରିଥିଲେ ।ଶେଷରେ କୋଶଳେଶ୍ୱର କରସେଲ ଧନ୍ୟବାଦ୍ ପ୍ରଦାନ କରିଥିଲେ । ଅଲୁମିନି ସଭାପତି ସୁବାସ ନାୟକ ଙ୍କ ସଭାପତିତ୍ବରେ ଆୟୋଜିତ ଉଦଘାଟନୀ ଅଧିବେଶନରେ ମଧ୍ୟ ବ୍ଲକ ଅଧ୍ୟକ୍ଷ  ଭୁବନେଶ୍ୱର କିସାନ ମୁଖ୍ୟ ଅତିଥି ,ବ୍ଲକ ଶିକ୍ଷା ଧିକରୀ  ସୁଶ୍ରୀ ଗୀତ ପ୍ରଧାନ ମୁଖ୍ୟ ବକ୍ତା , ହାଇ ସ୍କୁଲ ପ୍ରଧାନ ଶିକ୍ଷକ ଦ୍ବୟ ଭବାନୀ ନାଏକ,, କରୁଣା ମୟୀ ଧନ୍ଵର୍, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଶିକ୍ଷକ ସତେଶ୍ଵରି ସିଂ, ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ କୃତି ପ୍ରତି ଯୋଗୀ ଙ୍କୁ ପୁରସ୍କୃତ କରିଥିଲେ । ଏହା ପୂର୍ବରୁ ଅବସର ପ୍ରାପ୍ତ ଶିକ୍ଷକ ଓ ଅନ୍ୟ ଶିକ୍ଷକ ମାନଙ୍କୁ  ପୁରାତନ ଛାତ୍ର ଛାତ୍ରୀ ଗୀତର ତାଳେ ତାଳେ ଗୁରୁ ପୂଜନ କରିଥିଲେ । ଜମିଦାତା,ଉଦ୍ୟୋକ୍ତା ଓ କୃତି ଦୁଇ ପୁରାତନ ଛାତ୍ରୀ  ଓ  ପୂର୍ବତନ ଶିକ୍ଷକ ମାନଙ୍କୁ ଉଭୟ ଅଧିବେଶନର ଅତିଥି ଗଣ ସମ୍ମାନିତ କରିଥିଲେ । ଆକର୍ଷଣୀୟ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ପରିବେଷଣ କରା ଯାଇଥିଲା ।ଅନନ୍ତ ପଟେଲ ଧନ୍ୟବାଦ୍ ଅର୍ପଣ କରିଥିଲେ । ଏହା ପରେ ସାତକମା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ବିଭିନ୍ନ ପ୍ରକାରର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା 
(ସମ୍ବଲପୁର କୁଚିଣ୍ଡାରୁ ସିଲୁ ସୁନାନୀଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026

You Might Also Like