-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||     

HOME   ରାଜ୍ୟ

ବାଲିଗୁଡା : ଗୋଟିଏ ରାତ୍ର ରେ ତିନୋଟି ସ୍ଥାନରୁ ସିରିଜ ଚୋରୀ

16-Feb-2025



ବାଲିଗୁଡା(ସୁଶୀଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଟାଉନରେ ଗୋଟିଏ ରାତ୍ରରେ ତିନୋଟି ସ୍ଥାନରୁ ସିରିଜ ଚୋରୀ ହୋଇଥିବା ଜଣାପଡିଛି l ଘଟଣାରୁ ପ୍ରକାଶ ଯେ, ଶନିବାର ମଧ୍ୟ ରାତ୍ର ପରେ ପରେ ବାଲିଗୁଡା ଟାଉନ ର ତହସିଲଦାରଙ୍କ କ୍ୱାଟର ସମ୍ମୁଖରେ ଥିବା ଗିରିଜା ମେଡ଼ିସିନ ଷ୍ଟୋର ର କୌଣସି ଦୁର୍ବୁତ୍ତ ତାଲା ଭାଙ୍ଗି ଦୋକାନରେ ପଶି ନଗଦ ୭/୮ ହଜାର ଟଙ୍କା ଓ କିଛି ଖୁଚୁରା ପଇସା ଚୋରୀ କରି ନେଇଥିବା ବେଳେ ନୁଆସାହି କଳ୍ପନା ଛକ ନିକଟରେ

ଥିବା ବିଶ୍ଵମ୍ବର ପାତ୍ର ଙ୍କ ହୋଟେଲ ରୁ କିଛି ପଇସା ପତ୍ର ଓ ଜିନିଷ ପତ୍ର ଏବଂ ଅମିତ ଇଲେକ୍ଟ୍ରିକାଲ ଦୋକାନର କାଠ ପଟା ଭାଙ୍ଗି କିଛି ଇଲେକ୍ଟ୍ରି ଜିନିଷ ଚୋରୀ କରି ନେଇଥିବା ଜଣା ପଡିଛି l ଖବର ପାଇ ବାଲିଗୁଡା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରି ତଦନ୍ତ ଜାରୀ ରଖିଛି l ଖୋଦ ବାଲିଗୁଡା ଟାଉନ ରେ ଦିନ ହେଉ କିମ୍ବା ରାତି ହେଉ ପାଟ୍ରୋଲିଂ ବ୍ୟବସ୍ଥା କୁ କଡାକଡି କରୁନଥିବାରୁ ଚୋରୀ, ରାହାଜାନି ସହ ଛୋଟ ବଡ଼ ଦୁର୍ଘଟଣା ମାନ ବୃଦ୍ଧି ପାଉଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଉଛି l ଏଥି ପ୍ରତି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ଦୃଷ୍ଟି ଦେଇ ପାଟ୍ରୋଲିଂ ବ୍ୟବସ୍ଥାକୁ କଡାକଡି କରିବାକୁ ବୁଦ୍ଧିଜୀବୀ ମହଲରେ ଦାବୀ ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026

You Might Also Like