-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||     

HOME   ଜିଲ୍ଲା

ଫ୍ରେଣ୍ଡସ କ୍ଳବ ଦ୍ୱିତୀୟ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ: ଗ୍ରାଣ୍ଡ ଫାଇନାଲରେ ୟଙ୍ଗ ଉତ୍କଳ କ୍ଲବ କଟକ ବନାମ ଦୋସ୍ତି ବ୍ରଦର୍ସ ସୁନ୍ଦରଗଡ଼ ମଧ୍ୟରେ ଫୁଟବଲ ମ୍ୟାଚ ଅନୁଷ୍ଠିତ

16-Feb-2025



ବଲାଙ୍ଗିର(ପ୍ରେରଣା ଖବର)- ବଲାଙ୍ଗିର  ସୁଦୂର ପ୍ରସାରି ଅନୁଷ୍ଠାନ ଫ୍ରେଣ୍ଡସ କ୍ଳବ ପକ୍ଷରୁ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ ସପ୍ତମ ତଥା ଉଦଯାପନୀ ଦିବସ ଦିନରେ ସହର ସ୍ଥିତ ପୃଥ୍ୱୀରାଜ ହାଇସ୍କୁଲ ଖେଳ ପଡିଆରେ ୟଙ୍ଗ  ଉତ୍କଲ କଟକ ବନାମ ଦୋସ୍ତି ବ୍ରଦର୍ସ ସୁନ୍ଦରଗଡ ମଧ୍ୟରେ ଫାଇନାଲ ଫୁଟବଲ ଖେଳ ଅନୁଷ୍ଠିତ ହୋଇଯାଇଛି l  ଅନୁଷ୍ଠାନର ସଭାପତି ଲୋଟସ ଷଡ଼ଙ୍ଗୀଙ୍କସଭାପତିତ୍ବରେମୁଖ୍ୟଅତିଥି ଭାବରେ ବଲାଙ୍ଗୀର ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଋଷିକେଶ ଡି ଖୀଲାରି ସମ୍ମାନିତ ଅତିଥି ଭାବରେ ପଦ୍ମଶ୍ରୀ ଡ଼କ୍ଟର ଜିତେନ୍ଦ୍ର ହରିପାଳ, ବରିଷ୍ଟ ରାଜନେତା ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଙ୍କ ପ୍ରତିନିଧି ଗୋପାଳଜୀ ପାଣିଗ୍ରାହୀ, ସମାଜସେବୀ ନିହାଲ ସିଂ, ପଶ୍ଚିମ ଓଡିଶାର ସୁନାମଧନ୍ୟ କଳାକାର ରୁକୁ ସୁନା ଏବଂ ବିନ୍ଦୁ ମଲ୍ଲିକ ସମେତ ସମ୍ପାଦକ ଜଗନ୍ନାଥ ମିଶ୍ର ଓ ରଂଜିତ ବେହେରା ଏବଂ ଆକାଶ ମିଶ୍ର ମଞ୍ଚାସିନ ଥିଲେ l ଅତିଥିମାନଙ୍କୁ ଅନୁଷ୍ଠାନର କର୍ମକର୍ତା ଉପଢୌକନ ଦେଇ ସମ୍ମାନିତ କରିଥିଲେ l ଅନୁଷ୍ଠାନର କୋଡିନେଟର ମନୋଜ କୁମାର ମିଶ୍ର ଏବଂ ମଧୁ ବନଛୋର ଟିମ ମାନଙ୍କୁ କୋଡିନେଟ କରିଥିଲେ l ଆଜିର ଉଦଯାପନୀ ଦିବସର ଖେଳରେ ପୂର୍ବତନ ଫୁଟବଲ ଖେଳାଳି ସୋମନାଥ ମାଝୀ, ଅପ ଦୁଲ୍ଲୁ ମୁଜ୍ଜିପ, ସୁରକ୍ଷା କମିଟି ର ଆବାହକ କିଶୋର ଦଣ୍ଡସେନା, ସଂଯୋଜକ ଲକ୍ଷ୍ମୀ ନାରାୟଣ ସ୍ୱାଇଁ, କୈଳାଶ ମିଶ୍ର, ରାଜୁ ସାହୁ ଓ ଗୋବିନ୍ଦ ଚନ୍ଦ୍ର ଶତପଥୀ ଙ୍କୁ ଅତିଥିମାନଙ୍କ ଦ୍ୱାରା ସମ୍ମାନୀତ କରାଯାଇଥିଲା l ମ୍ୟାଚ କମିଶନର ଭାବରେ ଶରତ କୁମାର ନନ୍ଦ ଦାୟିତ୍ୱ ତୁଲାଇଥିବା ବେଳେ ଦେବାଶିଷ ବାଗ ,ସଞ୍ଜନ କୁଦେଇ, ସୁଦର୍ଶନ ସେଟ, ଦୋଳ ଗୋବିନ୍ଦ ମୁଣ୍ଡା, ଜ୍ୟୋତି ରଞ୍ଜନ ମହାନନ୍ଦ ଖେଳକୁ ପରିଚଳନା କରିଥିଲେ l ୟଙ୍ଗ ଉତ୍କଳ କ୍ଲବ କଟକ ଦଳ ଦୋସ୍ତି ବ୍ରଦର୍ସ ସୁନ୍ଦରଗଡ଼ ଦଳକୁ ସଂଘର୍ଷ ପୂର୍ଣ୍ଣ ଖେଳରେ 5/3 ଗୋଲ ରେ ପରାସ୍ତ କରି ୟଙ୍ଗ ଉତ୍କଳ କ୍ଳବ କଟକ ଦଳ ଚମ୍ପିୟାନ ହୋଇଥିଲା l  ମେନ ଅପ ଦି ମ୍ୟାଚ ଭାବରେ କଟକ ଦଳର ଖେଳାଳୀ ଦିନବନ୍ଧୁ ଦାସ ଓ ମ୍ୟାନ ଅପ ଦି ସିରିଜ ଭାବରେ ସୁନ୍ଦରଗଡ଼ ଦଳର ଖେଳାଳୀ ଶକ୍ତି କିଷାନ କୁ ଟ୍ରଫି ଦେଇ ସମ୍ମାନିତ କରାଯାଇଥିଲା | l ଶାନ୍ତନୁ ମିଶ୍ର, ଡା.ସିଦ୍ଧେଶ୍ୱର ମିଶ୍ର, ଗରୁଡ଼ଧ୍ୱଜ ସାଏ,  ଶୁଭ୍ରାଂଶୁ ଶେଖର ଅମାତ,ପବିତ୍ର ଖୁଣ୍ଟିଆ, ପୂର୍ଣ୍ଣ ଚନ୍ଦ୍ର ତ୍ରିପାଠୀ, ଦେବେନ୍ଦ୍ର ପାତ୍ର, ଟିକୁ ପରିଚ୍ଛା,ମନୋଜ ଦୀପ, ପ୍ରଦୀପ ସିଂହ, ସନ୍ତୋଷ ପାଢ଼ୀ, କିଶୋର ଦଣ୍ଡସେନା, ଲଷ୍ମୀ ନାରାୟଣ ସ୍ୱାଇଁ, ରାମ ନାଏକ, ଅରୋ ରଞ୍ଜନ ମହାପାତ୍ର, ବଦ୍ରି ମିଶ୍ର, ସୋମନାଥ ମିଶ୍ର, ଗୋବିନ୍ଦ ଶତପଥୀ, କମ୍ଭୁ ତ୍ରିପାଠୀ, ସୋନୁ ପଟ୍ଟନାୟକ, ମୁନା ପାଳ, ନିତ୍ୟା ପଧାନ, ରମା ମିଶ୍ର, ଇନ୍ଦ୍ର ନନ୍ଦ, ପୃଥ୍ୱୀରାଜ ବରାଡ଼, ନିଶାର କାନ୍ତ ନାଗ, ରାଜୁ ସାହୁ, ପ୍ରଦୀପ ସାହୁ,ସନତ ତ୍ରିପାଠୀ, ସୂର୍ଯ୍ୟ ମେହେର, ମଣ୍ଟୁ ମିଶ୍ର, ପିଣ୍ଟୁ ପୁରୋହିତ, ଶଙ୍କର ନାଗ, ଲବ ବାରିକ, ଅରୁଣ ପ୍ରଧାନ, ଅନିଲ ପଣ୍ଡା ପ୍ରମୁଖ ସହଯୋଗ କରିଥିଲେ l ପରି ଶେଷରେ କ୍ଲବର ସମ୍ପାଦକ ଜଗନ୍ନାଥ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026

You Might Also Like