-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||     

HOME   ଜିଲ୍ଲା

ଗିରଫ ହେଉ ନାହାନ୍ତି ଅଭିଯୁକ୍ତ ଅଧ୍ୟାପକ ଓ ଅଧ୍ୟକ୍ଷ    ପ୍ରତିବାଦରେ ଥାନା ଘେରିଲା ବରୀ ବିଜେଡି  

17-Feb-2025



ଯାଜପୁର, ବରୀ ବ୍ଲକ ବାଲିଆ ସ୍ଥିତ ଅଭିମନ୍ୟୁ ସାମନ୍ତସିଂହାର ମହାବିଦ୍ୟାଳୟର ଜନୈକ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଅଭିଯୁକ୍ତ ଅଧ୍ୟାପକ ଓ ଅଧ୍ୟକ୍ଷ ଏବେବି ଫେରାର ଅଛନ୍ତି । ଉଭୟ ଅଭିଯୁକ୍ତଙ୍କୁ ବରୀ ପୋଲିସ ଗିରଫ କରିବାରେ ସକ୍ଷମ ହୋଇନାହିଁ । ଏ ନେଇ ପୂର୍ବରୁ ବରୀ ବିଜେଡି ପକ୍ଷରୁ ବରୀ ଥାନା ଘେରାଉ କରାଯାଇଥିଲା । ଆଜି ପୁନର୍ବାର ବିଧାୟକ ବିଶ୍ୱରଞ୍ଜନ ମଲ୍ଲିକଙ୍କ ନେତୃତ୍ୱରେ ବରୀ ଥାନା ଘେରାଉ କରାଯାଇଥିଲା । ବିଧାୟକଙ୍କ ସହିତ ବିଜେଡି ବ୍ଲକ ସଭାପତି କେଦାର ସାମଲ, ଜିଲ୍ଲା ପରିଷଦ ସଭ୍ୟ ଅଶୋକ ସାମଲ, ଦିଲ୍ଲୀପ ମହାନ୍ତି  ପ୍ରମୁଖ ଶତାଧିକ ବିଜେଡି ନେତା ଓ କର୍ମୀ ଯୋଗଦେଇଥିଲେ । ଯାଜପୁର ଅତିରିକ୍ତ ଏସପି ଶୀତିକଣ୍ଠ କାନୁନଗୋ ବରୀ ଥାନାରେ ଉପସ୍ଥିତ ରହି ଆଲୋଚନା କରିଥିଲେ ।

(ରଞ୍ଜିତ ମହାନ୍ତିଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026
  ଜିଲ୍ଲା  
ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   08-Aug-2026

You Might Also Like