-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମପରାୟଣା ମହିଳା କ୍ଷୀରୋଦ୍ରୀ ଯୋଶୀଙ୍କ ପରଲୋକ   (20-Jun-2026)       ||      *ସୁବର୍ଣ୍ଣପୁର ଠାରେ ସହରାଞ୍ଚଳ ଜନ ସଂପର୍କ ଓ ନାଗରିକ ଭାଗିଦାରୀ କାର୍ଯ୍ଯ କ୍ରମ*-   (20-Jun-2026)       ||      ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   (20-Jun-2026)       ||      ବଲାଙ୍ଗୀର ସହରର ବେହେରାପାଲି, କରଙ୍ଗାକଟା ଓ ନରସିଂ ବନ୍ଧ ପୁନରୁଦ୍ଧାର କାର୍ଯ୍ୟ ପରିଦର୍ଶନ କଲେ ଜିଲ୍ଲାପାଳ    (20-Jun-2026)       ||      ଶୀତଳ ଷଷ୍ଠୀରେ ମାନବସେବାର ଅନନ୍ୟ ଦୃଷ୍ଟାନ୍ତ: ଜିଲ୍ଲା ଜୁନିଅର ରେଡ଼କ୍ରସ ପକ୍ଷରୁ ହଜାର ହଜାର ଶ୍ରଦ୍ଧାଳୁଙ୍କୁ ଦହିପଣା ବଣ୍ଟନ    (20-Jun-2026)       ||      ଶିଶୁ ଶ୍ରମ ନିରାକରଣ ସଚେତନତା କାର୍ଯକ୍ରମ-୨୦୨୬ ଅନୁଷ୍ଠିତ   (20-Jun-2026)       ||      *ବାଘ ଛାଲ ଚାରା ଚାଲାଣ ବେଳେ ବାଘ ଛାଲ ସହ ଅମଳାଭାଟା ଚର୍ଚ୍ଚର ପାଷ୍ଟର ଗିରଫ...* ଡାବୁଗାଁ ବନ ବିଭାଗକୁ ବଡ଼ ସଫଲତା   (20-Jun-2026)       ||      ବିଜେଡି ନେତାଙ୍କ ଘରେ ଫୁଟିଲା ଗୁଳି, ଦୁବୃର୍ତ୍ତ ଫେରାର।   (20-Jun-2026)       ||      ଗାଧୋଇବାକୁ ଯାଇ ବୁଡ଼ି ଗଲେ ଯୁବକ ।   (20-Jun-2026)       ||      ରାଜ୍ୟ ସରକାର ଙ୍କ ୨ବର୍ଷ ପୂର୍ତ୍ତି ଉପଲକ୍ଷେ ସଫଳତା ର ବିବରଣୀ ଦେଲେ ମୁଖ୍ୟ ସଚେତକ   (20-Jun-2026)       ||      *ଡାବୁଗାଁରେ ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ*   (20-Jun-2026)       ||      Km   (20-Jun-2026)       ||      ଧାନ ଚୋରି ଅଭିଯୋଗରେ ଦୁଇ ଜଣ ଅଟକ ,   (20-Jun-2026)       ||      *ପ୍ରତ୍ୟାବର୍ତ୍ତନ ଶୋଭାଯାତ୍ରା ରେ ବାହୁଡ଼ିଲେ ଯୁଗଳ ମୂର୍ତ୍ତି*-   (20-Jun-2026)       ||      ବରପାଲି ବ୍ଲକରେ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଞ୍ଚାୟତ ସ୍ତରୀୟ ସମ୍ମିଳନୀ ।   (20-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   (20-Jun-2026)       ||      କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ    (20-Jun-2026)       ||      ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   (20-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||     

HOME   ଜିଲ୍ଲା

ଆଶୁତୋଷ ଠାକୁର ପ୍ରଜ୍ଞାପ୍ରାଣ ସମ୍ମାନରେ ସମ୍ମାନୀତ

17-Feb-2025



କଟକ:(ପ୍ରେରଣା )-କଟକର କର୍ମବୀର ଗୌରୀଶଙ୍କର ଟାଉନହଲ ଠାରେ ଶ୍ରୀଚନ୍ଦନ ସାହିତ୍ୟ ସଂସ୍କୃତି ଏକାଡେମୀ ଆନୁକୁଲ୍ୟରେ ଅନୁଷ୍ଠିତ ହୋଇଥିବା କବିତା ପାଠୋତ୍ସବ , ସଙ୍କଳନ ଉନ୍ମୋଚନ ଏବଂ ସାରସ୍ଵତ ସମ୍ବର୍ଦ୍ଧନା ସମାରୋହ ୨୦୨୫‌‌ ରେ ମୁଖ୍ୟ ଅତିଥି ବିଶିଷ୍ଟ ସିନେ ଅଭିନେତା , ନିର୍ଦ୍ଦେଶକ ତଥା ପ୍ରଡୁସର ଡ଼ା ପ୍ରଦ୍ୟୁମ୍ନ ଲେଙ୍କା ମହୋଦୟଙ୍କ ହାତରୁ ବଲାଙ୍ଗିର ଜିଲ୍ଲା ବେଲପଡ଼ା  ବ୍ଲକ ମଣ୍ଡଳ ଗାଁ ର ଯୁବକବି ଆଶୁତୋଷ ଠାକୁରଙ୍କୁ ରାଜ୍ୟ ସ୍ତରୀୟ "ପ୍ରଜ୍ଞାପ୍ରାଣ ସମ୍ମାନ " ରେ ସମ୍ମାନିତ କରାଯାଇଛି। ଭାଷା ସାହିତ୍ୟ କ୍ଷେତ୍ରରେ ଅବଦାନ ଓ ନିରନ୍ତର ସାମାଜିକ ମୂଲ୍ୟବୋଧ ଭରା କବିତା, ଗଳ୍ପ, ପ୍ରବନ୍ଧ ଅନେକ ପତ୍ର ପତ୍ରିକାରେ ପ୍ରକାଶିତ ହୋଇ ଆସୁଛି। ତାଙ୍କର ସ୍ଵ ରଚିତ କବିତା ସଙ୍କଳନ "ଦେଖ୍ ଦୁନିଆଁର ଚଲନ୍ " ଓ ତାଙ୍କର କଲା ସଂକୃତି ର ପ୍ରଚାର ପ୍ରସାର you tube chennal "Mahani laha " ମଧ୍ୟ ଏକ ମୁଖ୍ୟ ମାଧ୍ୟମ  ହୋଇ ଆସିଛି ।ମଞ୍ଚରେ ଉପସ୍ଥିତ ସଭିଙ୍କୁ ଶ୍ରୀ ଠାକୁର ତାଙ୍କର ପୁସ୍ତକ ପ୍ରଦାନ କରିଥିଲେ। ପାଠକ ହିଁ ଶ୍ରେଷ୍ଠ ଗୁରୁ ବଲି କବି ନିଜ ମନ୍ତବ୍ୟରେ ପ୍ରକାଶ କରିଛନ୍ତି । ଅନୁଷ୍ଠାନର ପ୍ରାଣ ପ୍ରତିଷ୍ଠାତା କବି ସାରଥୀ ଡ. ଶ୍ରୀଚନ୍ଦନ ମହାପାତ୍ରଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଇଛନ୍ତି । ଏହି ଖବର ଶୁଣି ଅଞ୍ଚଳରେ ଖୁସିର ଲହରୀ ଖେଳି ଯାଇଛି। ଶୁଭେଛୁ ମାନେ କବି ଶ୍ରୀ ଠାକୁରଙ୍କୁ ଶୁଭେଚ୍ଛା ଓ ଶୁଭ କାମନା ଜଣାଇଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷୀରୋଦ୍ରୀ ଯୋଶୀଙ୍କ ପରଲୋକ   20-Jun-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ସହରାଞ୍ଚଳ ଜନ ସଂପର୍କ ଓ ନାଗରିକ ଭାଗିଦାରୀ କାର୍ଯ୍ଯ କ୍ରମ*-   20-Jun-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   20-Jun-2026
  ଜିଲ୍ଲା  
ବଲାଙ୍ଗୀର ସହରର ବେହେରାପାଲି, କରଙ୍ଗାକଟା ଓ ନରସିଂ ବନ୍ଧ ପୁନରୁଦ୍ଧାର କାର୍ଯ୍ୟ ପରିଦର୍ଶନ କଲେ ଜିଲ୍ଲାପାଳ   20-Jun-2026
  ରାଜ୍ୟ  
ଶୀତଳ ଷଷ୍ଠୀରେ ମାନବସେବାର ଅନନ୍ୟ ଦୃଷ୍ଟାନ୍ତ: ଜିଲ୍ଲା ଜୁନିଅର ରେଡ଼କ୍ରସ ପକ୍ଷରୁ ହଜାର ହଜାର ଶ୍ରଦ୍ଧାଳୁଙ୍କୁ ଦହିପଣା ବଣ୍ଟନ   20-Jun-2026
  ଜିଲ୍ଲା  
ଶିଶୁ ଶ୍ରମ ନିରାକରଣ ସଚେତନତା କାର୍ଯକ୍ରମ-୨୦୨୬ ଅନୁଷ୍ଠିତ   20-Jun-2026
  ଜିଲ୍ଲା  
*ବାଘ ଛାଲ ଚାରା ଚାଲାଣ ବେଳେ ବାଘ ଛାଲ ସହ ଅମଳାଭାଟା ଚର୍ଚ୍ଚର ପାଷ୍ଟର ଗିରଫ...* ଡାବୁଗାଁ ବନ ବିଭାଗକୁ ବଡ଼ ସଫଲତା   20-Jun-2026
  ଜିଲ୍ଲା  
ବିଜେଡି ନେତାଙ୍କ ଘରେ ଫୁଟିଲା ଗୁଳି, ଦୁବୃର୍ତ୍ତ ଫେରାର।   20-Jun-2026
  ଜିଲ୍ଲା  
ଗାଧୋଇବାକୁ ଯାଇ ବୁଡ଼ି ଗଲେ ଯୁବକ ।   20-Jun-2026
  ଜିଲ୍ଲା  
ରାଜ୍ୟ ସରକାର ଙ୍କ ୨ବର୍ଷ ପୂର୍ତ୍ତି ଉପଲକ୍ଷେ ସଫଳତା ର ବିବରଣୀ ଦେଲେ ମୁଖ୍ୟ ସଚେତକ   20-Jun-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ*   20-Jun-2026
Km   20-Jun-2026

You Might Also Like