-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||     

HOME   ବାଣିଜ୍ୟ

ଫେବ୍ରୁଆରି ୧ରେ କେନ୍ଦ୍ର ବଜେଟ୍, ଦିନ ୧୧ରେ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ

15-Jan-2021



ନୂଆଦିଲ୍ଲୀ (ପ୍ରେରଣା ଖବର): ଜାନୁଆରି ୨୯ ତାରିଖରେ ସଂସଦର ବଜେଟ୍ ଅଧିବେଶନ ଆରମ୍ଭ ହେବ । ୨୯ ତାରିଖ ଦିନ ୧୧ଟା ସମୟରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ । ଫେବ୍ରୁଆରି ୧ ତାରିଖ ଦିନ ୧୧ଟା ସମୟରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବର୍ଷ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ବଜେଟ ଉପସ୍ଥାପନ କରିବେ । କରୋନା ମହାମାରୀକୁ ନେଇ ଦେଶର ଅର୍ଥନୀତି ମାନ୍ଦାବସ୍ଥା ଦେଇ ଗତିକରୁଥିବାବେଳେ ଏହି ବଜେଟର ଗୁରୁତ୍ବ ବଢିଯାଇଛି । ଦେଶର ଅର୍ଥନୀତିକୁ ପୁଣି ଥରେ ଅଭିବୃଦ୍ଧି ପଥକୁ ଫେରାଇ ଆଣିବା ଦିଗରେ ଅର୍ଥମନ୍ତ୍ରୀ ଉଦ୍ୟମ କରିବେ । ଚଳିତ ବର୍ଷ ବଜେଟ୍ ବହି ବା ଦଲିଲ ଛପା ହେବ ନାହିଁ। କେନ୍ଦ୍ର ସରକାର ଏଭଳି ନିଷ୍ପତ୍ତି ନେଇଥିବା ଚର୍ଚ୍ଚା ହେଉଛି । ଏଥିପାଇଁ ସଂସଦର ଉଭୟ ଗୃହରୁ ସରକାର ଅନୁମତି ଆଣିଛନ୍ତି। ୧୯୪୭ ପରେ ପ୍ରଥମ ଥର ଲାଗି ବଜେଟ୍ ସମ୍ପୂର୍ଣ୍ଣ କାଗଜବିହୀନ ରହିବ। ସାଂସଦମାନଙ୍କୁ ବଜେଟ୍‌ କାଗଜପତ୍ର ଇଲେକ୍ଟ୍ରୋନିକ୍ସ ମାଧ୍ୟମରେ ପଠାଯିବ। କମ୍ପ୍ୟୁଟର ଭାଷାରେ ତାହାକୁ ବଜେଟ୍‌ର ସଫ୍ଟ କପି କୁହାଯାଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026

You Might Also Like