-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||      ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   (09-Nov-2026)       ||      ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   (09-Nov-2026)       ||      *ଡାବୁଗାଁ ବ୍ଲକରେ ପୁଣି ଅପପୃଷ୍ଟିର ଶିକାର ହେଲେ ଚେରଚେଟିଆ ଗୁଡାର ୫ ବର୍ଷର ଅନାଥ ଝିଅ ପ୍ରତିମା ଭତ୍ରା*   (09-Nov-2026)       ||      ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||      ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (08-Nov-2026)       ||     

HOME   ଜିଲ୍ଲା

ଭୀମଗୁଡା ଠାରେ ପନକା ସମାଜର ଜିଲ୍ଲାସ୍ତରୀୟ ବୈଠକ ଅନୁଷ୍ଠିତ

17-Feb-2025



ନବରଙ୍ଗପର ( ମିହିର ଶଙ୍କର ପାତ୍ର)
 ଧୋଡ୍ରା ନିକଟସ୍ତ ଭିମାଗୁଡା ଠାରେ ଶ୍ରୀ ଯୁକ୍ତ ସୁବାସ ପନକାଙ୍କ ସଭାପତିତ୍ବ ରେ ନଵରଙ୍ଗପୁର ଜିଲ୍ଲାର ପନକା ସମାଜର  ଗୋଟିଏ ଜିଲ୍ଲା ସ୍ତରୀୟ  କାର୍ଯ୍ୟ କାରିଣୀ ବୈଠକ
ଅନୁଷ୍ଠିତ ହୋଇଯାଇଛି  ଏଥିରେ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଥିଲେ ଜିଲ୍ଲା ଜନଜାତି ବିକାଶ ପରିଷଦର ଜିଲ୍ଲା ସଭାପତି ଶ୍ରୀଯୁକ୍ତ ଦଲସାଏ ସମରଥ,କଷାଗୁମୁଡା ଵ୍ଳକର ଶ୍ରୀ ଯୁକ୍ତ ଧନଜିତ୍ ସମରଥ, ଝରିଗାଁ ଵ୍ଳକର ଶ୍ରୀଯୁକ୍ତ ବନସିଂ ଧର ପନକା, ଲକ୍ଷ୍ମୀ ନାରାୟଣ ସୁନା, ଝାରସେମଲାରୁ ଶ୍ରୀଯୁକ୍ତ କମଲ ସାଏ ପନକା,ପତିରାମ ପନକା,ଵେଲଝରିରୁ ଶ୍ରୀଚୈତନ୍ୟ ପନକା, ଝାଡ଼ାଗୁଡାରୁ ଶ୍ରୀଜଗଦିଶ ମାନିକପୁରି,  ଅତିଥି ମାନେ  ସମାଜର ଶିକ୍ଷା,କୁଶସ୍କାର , ବାଲ୍ୟ ବିବାହ,ମଦ୍ୟ ପାନରୁ ଦୁର, ଅନ୍ଧ ବିଶ୍ବାସର ଦୂରିକରଣ, ପୁଅକୁ ୨୨ବର୍ଷ ଓ ଝିଅଙ୍କୁ ୧୮ବର୍ଷ ହେଲେ ସେମାନଙ୍କୁ ନିଜ ସମାଜରେ ବିବାହ କରିବା, ସରକାରଙ୍କର ଯୋଜନା ଗୁଡିକ ଯେପରିକି ନିଜଜାତିରେ ପାଇବା ବିଷୟରେ ପୁଙ୍ଖାନୁପୁଙ୍ଖ ଭାବରେ ଆଲୋଚନା କରିଥିଲେ। ଜିଲ୍ଲାର ପ୍ରତ୍ୟେକ ବ୍ଳକ ମଧ୍ୟରୁ ଉମରକୋଟ ଵ୍ଳକ ଵିରସାଡିରୁ ଶ୍ରୀ ସୁକଚାଦ୍ ପନକା,ଡାବୁଗାଁ ଵ୍ଳକରୁ ହରିନାଥ ଦାସ୍,କଷାଗୁମୁଣ୍ଡା ଵ୍ଳକ ଵାଲେଙ୍ଗାରୁ ଧନପତି ସମରଥ,ଖାଣ୍ଡାପୁରିରୁ ସଭା ସିଂ ମିରିଗାନୀ, ପାପଡାହାଣ୍ଡି ଵ୍ଳକର ଛାଲିପିଟାଡଙ୍ଗରାରୁ ଶ୍ରୀ ଦେଵ ମିରିଗାନି, ଝରିଗାଁ ଵ୍ଳକଏକାମ୍ଭାରୁ ଶ୍ରୀପୂର୍ଣ୍ଣପନକା,କରମରିରୁ ଜଗଦିଶ ପନକା, ଡାବୁଗାଁଵ୍ଳକ ଡଙ୍ଗରିଗୁଡାରୁ  ଭରତ କୁମାର ନାୟକ, ଝରିଗାଁ ଵ୍ଳକର କେରେଣ୍ଡିମାଲରୁ  ଶ୍ରୀ ଚୈନ ନାୟକ, ନଵରଙ୍ଗପୁର ଵ୍ଳକର ମନ୍ତ୍ରୀଗୁଡାରୁ ଶ୍ରୀରନର ପନକା,ସମେତ  ୧୦ ଗୋଟି ଵ୍ଳକର ନାୟକ,ପଇକ,ସମରଥ ଓ ସମାଜର ମୁଖ୍ୟ ମାନେ ପ୍ରାୟ ଏକ ଶହରୁ ଉର୍ଦ୍ଧ୍ବ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026
  ଜିଲ୍ଲା  
ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   09-Nov-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ   09-Nov-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ   09-Nov-2026
  ଜିଲ୍ଲା  
ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   09-Nov-2026
  ଜିଲ୍ଲା  
ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   09-Nov-2026
  ଜିଲ୍ଲା  
*ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   09-Nov-2026
  ଜିଲ୍ଲା  
ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   09-Nov-2026
  ଜିଲ୍ଲା  
ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   09-Nov-2026
  ଜିଲ୍ଲା  
କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   09-Nov-2026

You Might Also Like