-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||     

HOME   ରାଜ୍ୟ

ଆଶୁକବି ଡଃ ହେମନ୍ତ କୁମାର ଦାଶଙ୍କୁ ରାଜ୍ୟ ସ୍ତରୀୟ ସେବାରତ୍ନ ସମ୍ମାନ ପ୍ରଦାନ

17-Feb-2025



ତୁଷୁରା (ପଞ୍ଚାନନ ନାଏକ)  ଶ୍ରୀଚନ୍ଦନ ସାହିତ୍ୟ ସଂସ୍କୃତି ଏକାଡେ଼ମୀ କଟକର ୪୮ତମ ରାଜ୍ୟ ସ୍ତରୀୟ କବିତା ପାଠୋତ୍ସବ, ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା ପର୍ବ କଟକ ସ୍ଥିତ କର୍ମବୀର ଗୌରୀଶଙ୍କର ରାୟ ଟାଉନ ହଲ  ଠାରେ ବିଶିଷ୍ଟ ସାହିତ୍ୟିକ ବୈକୁଣ୍ଠନାଥ ସତପଥୀଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ସିନେ ଅଭିନେତା, ନିର୍ଦ୍ଦେଶକ ତଥା ପ୍ରଡ୍ଯୁସର ଡଃ ପ୍ରଦ୍ୟୁମ୍ନ ଲେଙ୍କା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ପୂଜ୍ୟପୂଜା ସଂଗଠନର ସଂପାଦକ ରାଜ କିଶୋର ଦାଶ ଯୋଗ ଦେଇଥିଲେ । ମୁଖ୍ୟ ବକ୍ତାଭାବେ ଅଧ୍ଯାପକ ଡଃ ଭାଗବତ ପ୍ରସାଦ ଲେଙ୍କା ଯୋଗ ଦେଇଥିଲେ। ଅନୁଷ୍ଠାନର ସଭାପତି ଆର୍ଯ୍ୟକବି ପଣ୍ତିତ ଡଃ ପ୍ରମୋଦ କୁମାର ମିଶ୍ର ଆଶୀର୍ବଚନ ପ୍ରଦାନ କରିଥିଲେ ଓ ପ୍ରତିଷ୍ଠାତା ସଂପାଦକ କବି ସାରଥୀ ଡଃ ଶ୍ରୀଚନ୍ଦନ ମହାପାତ୍ର ବାର୍ଷିକ ବିବରଣୀ ଉପସ୍ଥାପନା କରିଥିଲେ। ଏହି ଅବସରରେ ଓଡିଶାର ୩୦ଟି ଜିଲ୍ଲାରୁ ଆସିଥିବା କବି, କଳାକାରମାନଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ। ଏହି କ୍ରମରେ ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ତୁଷୁରା ସହରର ବିଶିଷ୍ଟ ସାହିତ୍ୟିକ ଆଶୁକବି ଡଃ ହେମନ୍ତ କୁମାର ଦାଶଙ୍କୁ ଅନୁଷ୍ଠାନ ତରଫରୁ 'ରାଜ୍ଯ ସ୍ତରୀୟ ସେବାରତ୍ନ ସମ୍ମାନ' ରେ ସମ୍ମାନିତ କରିଥିଲେ । ଡଃ ଦାଶ ଏକାଧାରରେ ଜଣେ ବିଶିଷ୍ଟ କବି, ବାଗ୍ମୀ, ଗାଳ୍ପିକ, ପ୍ରାବନ୍ଧିକ, ସମାଜସେବୀ ଓ ଜଣେ ଆଦର୍ଶ ଶିକ୍ଷକ ଅଟନ୍ତି। ଏ ଖବରଟି ପ୍ରସାରିତ ହେବା ପରେ ତାଙ୍କର ଶୁଭେଚ୍ଛୁ ମାନଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି ଓ ଶୁଭେଚ୍ଛାର ସୁଅ ଛୁଟୁଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026

You Might Also Like