-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||     

HOME   ଜିଲ୍ଲା

ସିଙ୍ଗଝରକୁ ନୂତନବ୍ଲକ ମାନ୍ୟତା ଦାବିରେ ଏକ ସାଧାରଣ ବୈଠକ।

17-Feb-2025



ସିନାପାଲି (ଚିନ୍ତାମଣି ନେତାମ )
ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ସିଙ୍ଗଝରକୁ ନୂତନବ୍ଲକ ମାନ୍ୟତା ଦାବି ନେଇ ସ୍ଥାନୀୟ ଲୋକଙ୍କ ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବିଭିନ୍ନ ପଞ୍ଚାୟତ ରୁ ଜନପ୍ରତିନିଧି, ବୁଦ୍ଧିଜୀବୀ,ସମାଜସେବୀ, ଶିକ୍ଷାବିତ ତଥା ଯୁବକ ବହୁ ସଂଖ୍ୟକ ସାମିଲ ହୋଇଥିଲେ। ବରିଷ୍ଠ ନାଗରିକ  ଶ୍ରୀଯୁକ୍ତ ଲକ୍ଷପତି ନାଗ ଉକ୍ତ ସଭାରେ ସଭାପତିତ୍ୱ କରିଥିବା ବେଳେ ସରପଞ୍ଚ ଶ୍ରୀଯୁକ୍ତ କହଲସିଂ ବାଗ ସଭା ପରିଚାଳନା କରିଥିଲେ। ଉପସ୍ଥିତ ବ୍ୟକ୍ତି ବିଶେଷ ନିଜନିଜ ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ।ସିଙ୍ଗଝର ଗ୍ରାମରେ ରାଜସ୍ବ କାର୍ଯ୍ୟାଳୟ, ଷ୍ଟେଟ ବ୍ୟାଙ୍କ, ପ୍ରାଣୀ ଚିକିତ୍ସାଳୟ, ପ୍ରାଥମିକ ଚିକିତ୍ସାଳୟ  ଏପରି ଅନେକ  ଅଫିସ ରହିଛି।ଏହି ଗାଁ ଉପରେ ଅନେକ ଗ୍ରାମ ପଂଚାୟତ  ନିର୍ଭଳ ଶିଳ ଯଥା, କୁଷୁମଜୋର ପଂଚାୟତ, ଝାରବନ୍ଧ, ନୂଆପଡା,ଭରୁଆ ମୁଣ୍ଡା , ଲିଟିଗୁଡା, କରଣ ବାହେଲି ଓ ଗୋଡାଲ ସମେତ ଅନେକ ପଂଚାୟତ ଏହି  ଗାଁ ରେ  ନିର୍ଭର ଶିଳ  କରିଥାନ୍ତି।  ,ଜିଲ୍ଲା ତଥା ରାଜ୍ୟ ସରକାରଙ୍କ ନିକଟରେ ଉକ୍ତ ଦାବିକୁ ପହଞ୍ଚାଇବା ନେଇ ଏକ କମିଟି ଗଠନ କରାଯାଇଥିଲା ।  ସେହିଭଳି ଉପଦେଷ୍ଟା ଭାବରେ ସ୍ଥାନୀୟ ଅନେକ ବରିଷ୍ଠ ଶିକ୍ଷାବିତ, ବୁଦ୍ଧିଜୀବୀ ସମସ୍ତେ ଉପସ୍ଥିତ ଥିଲେ ।ବୈଠକରେ ପୂର୍ଵତନ ସରପଞ୍ଚ ଶ୍ରୀଯୁକ୍ତ କୁଞ୍ଜଳସିଂ ମାଝୀ,ପୂର୍ବତନ ସମିତି ସଭ୍ୟ ଜାମୁଲାଲ ସା, ଯୁଗେଶ୍ୱର ବାଗ,ବରିଷ୍ଠ ନାଗରିକ ଧରଣୀଧର ମାଝୀ,ଯୀଶୁରାମ ବୈଠାରୁ,ଶ୍ୟାମନିଆଲ, ଭବାନୀ ଶଙ୍କର ବୈଠାରୁ,ଧରମସିଂ ବୈଠାରୁ,ଲଷ୍ମୀକାନ୍ତ ବୈଠାରୁ,କ୍ଷୀରସିନ୍ଧୁ ନାଗ,ମକରଧ୍ଵଜ ବୈଠାରୁ,ଶଶିଭୂଷଣ ବୈଠାରୁ  ଓ ଚୁଣାମଣି ମାଝୀ  ପ୍ରମୁଖ  ଉପସ୍ଥିତ ଥିଲେ ।ଶେଷରେ ଅଶୋକ ନାଏକ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026

You Might Also Like