-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||     

HOME   ଜିଲ୍ଲା

*୧୬ତମ ସର୍ବଭାରତୀୟ ରାମ ଧୂନ୍ କ୍ଳବ୍ ଫୁଟବଲ ଚାମ୍ପିଅନସିପ୍ ଉଦଘାଟିତ** *ସଡନ୍ ଡେଥ ଗୋଲ୍ ରେ କଟକ ମା ମଙ୍ଗଳା କ୍ଳବ୍ ବିଜୟୀ*-

17-Feb-2025



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ ) ସୋନପୁର ରାମଧୂନ କ୍ଲବ ଆନୁକୂଲ୍ୟରେ  ୧୬ତମ ସର୍ବ ଭାରତୀୟ ରାମଧୂନ କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଉଦଘାଟିତ ହୋଇଯାଇଛି l  ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଖେଳର ଉଦଘାଟନ କରିବା ସହ ଖେଳାଳୀ ଓ ଆୟୋଜକଙ୍କୁ ଉତ୍ସାହିତ କରିଥିଲେ l ସମ୍ମାନିତ ଅତିଥି ଭାବରେ ଓଡ଼ିଶା ସାମ୍ୱାଦିକ ସଂଘ ରାଜ୍ୟ ସଭାପତି ଶ୍ରୀ ଶଶି ଭୂଷଣ ପ୍ରହରାଜ , ପୌର ପରିଷଦ ଅଧ୍ୟକ୍ଷା ତାମସି ତମସ୍ମିତା ନାଏକ, ପ୍ରାକ୍ତନ ପୌର ପରିଷଦ ଅଧ୍ୟକ୍ଷ କଇରୁ ସ୍ବାଇଁ, ସମାଜସେଵୀ ଶ୍ରୀବତ୍ସ ମଲ୍ଲିକ, ଜିଲ୍ଲା କ୍ରୀଡ଼ା ଅଧିକାରୀ ଚିତ୍ତ ରଞ୍ଜନ ମିଶ୍ର, ଜିଲ୍ଲା କ୍ରିଡ଼ା ସଂଘ ଉପ ସଭାପତି ଚିତ୍ତ ରଞ୍ଜନ ତରାସିଆ, ବିଜେପି ନଗର ସଭାପତି ସୁରେଶ୍ ବିଶ୍ଵାଳ, କାଉନସିଲର ସୁକାନ୍ତ ସାହୁ ଓ  ସମସ୍ତ ଫୁଟବଲ୍ ଟିମର ପ୍ରାୟୋଜକ ଯୋଗଦେଇ ଖେଳାଳୀ  ଙ୍କୁ ଉତ୍ସାହିତ କରିଥିଲେ l ରାମଧୂନ କ୍ଲବର ସମ୍ପାଦକ ପୀୟୂଷ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଘାଟନୀ ସଭାକୁ  ଆୟୋଜକ କ୍ଳବ୍ର ମିଡିଆ କୋଡ଼ିନେଟର ମନୋରଞ୍ଜନ ତ୍ରୀପାଠୀ ସଂଯୋଜନା କରିଥିଲେ l କୋଶଳ ଆବାସିକ ଉଚ୍ଚ ବିଦ୍ୟାଳୟ ର ଜୁନିଅର୍ ଛାତ୍ର ଓ ଆୟୋଜକ କମିଟି ରାମ ଧୁନ୍ କ୍ଳବ୍ ସଦସ୍ୟଙ୍କ ଦ୍ବାରା ଜିଲ୍ଲାପାଳ , ସମସ୍ତ ଅତିଥି ଓ ଖେଳାଳୀଙ୍କୁ ଭବ୍ୟ ସ୍ବାଗତ କରଯାଇଥିଲା l ଶେଷରେ ବିକାଶ ପଣ୍ଡା ଧନ୍ୟବାଦ୍ ଅର୍ପଣ କରିଥିଲେ l

ଚଳିତ ବର୍ଷ ଫୁଟବଲ ଟୁର୍ଣ୍ଣାମେଣ୍ଟକୁ ଖୁବ୍ ଆକାର୍ଷଣୀୟ  କରାଯାଇଥିବା ବେଳେ ହଜାର ହଜାର ଦର୍ଶକ ଖେଳ କୁ ଉପଭୋଗ କରିଥିଲେ l ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ଗାନ୍ଧୀ ଷ୍ଟାଡ଼ିୟମରେ ଏହି ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବ। ଆଜି ଉଦଘାଟନୀ ମ୍ୟାଚ  କଟକ ମା ମଙ୍ଗଳା କ୍ଳବ୍ ଓ ବରଗଡ ୟୁନାଇଟେଡ କ୍ଳବ ଦଳ ମଧ୍ୟରେ ସଂଘର୍ଷ ପୂର୍ଣ୍ଣ ଖେଳରେ ଶେଷ ଦଶ ମିନିଟ ଯାଏଁ କଟକ ଦଳ ୨-୦ ରେ ଆଗୁଆ ଥିଲା l କିନ୍ତୁ ବରଗଡ ଦଳ ଶେଷ ପର୍ଯ୍ୟାୟରେ ୨ ଟି ଗୋଲ ସ୍କୋର କରି  ଖେଳକୁ ବରାବର କରି ମ୍ୟlଚକୁ ଖୁବ୍ ରୋମାଞ୍ଚକର ସ୍ଥିତିରେ ପହଞ୍ଚାଇଥିଲେ l ଶେଷରେ ଟ୍ରାଇ ବ୍ରେକରରେ  ମଧ୍ୟ ଉଭୟ ଦଳ ସମାନ ସ୍ଥିତିରେ ପହଞ୍ଚିଥିଲେ l  ଶେଷରେ ସଡନ୍ ଡେଥରେ ୬-୫  ଗୋଲରେ କଟକ ମା ମଙ୍ଗଳା ଦଳ ବିଜୟୀ ହୋଇଥିବା ବେଳେ  କଟକ ଦଳର  ଦୀନବନ୍ଧୁ ଦାସ ଜର୍ସି ନମ୍ୱର୍ ୧୦ ଖେଳାଳୀଙ୍କୁ ମ୍ୟାନ ଅଫ ଦି ମ୍ୟାଚ୍ ପୁରସ୍କାର ପ୍ରଦାନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026

You Might Also Like