-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||     

HOME   ଜିଲ୍ଲା

ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡାରେ ବାର୍ଷିକ ଉତ୍ସବ ସମାରୋହ

17-Feb-2025



ଆଜି ପୁଇଁତଲା ବ୍ଲକ ଅନ୍ତର୍ଗତ ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡାରେ ବାର୍ଷିକ ଉତ୍ସବ ସମାରୋହ ଅନୁଷ୍ଠିତ ହୋଇ ଯାଇଛି |  ଖେଳ ଶିକ୍ଷକ ପ୍ରବୀଣ ନାରାୟଣ ପଣ୍ଡlଙ୍କ ସଂଯୋଜନାରେ  ଅନୁଷ୍ଠିତ ସଭାରେ ହରିହର ଉଚ୍ଚ ବିଦ୍ୟାଳୟର ପୂର୍ବତନ  ପ୍ରଧାନ ଶିକ୍ଷକ ଅଶୋକ କୁମାର ତ୍ରିପାଠୀ ମୁଖ୍ୟ ଅତିଥିଭାବେ ଯୋଗଦେଇ ଛାତ୍ରଛାତ୍ରୀ ମାନଂକୁ ନିଜର ଲକ୍ଷ୍ୟ ଦିଗରେ କାମ କରିବା ସହ ଭଲ ପାଠ ପଢିବା ସାଙ୍ଗେ ସାଙ୍ଗେ ଶୃଙ୍ଖଳିତ ହେବାକୁ ପରାମର୍ଶ ଦେଇଥିଲେ | ମୁଖ୍ୟବକ୍ତା ଭାବରେ ପୂର୍ବତନ ବିଜ୍ଞାନ ଶିକ୍ଷକ ତଥା ସାଧନକର୍ମୀ ଶିବପ୍ରସାଦ ତ୍ରିପାଠୀ ଜିଜ୍ଞାସା ହେଉଛି ସଫଳତାର ଚାବିକାଠି

ବୋଲି ନିଜ ବକ୍ତବ୍ୟରେ କହିଥିଲେ l ଗ୍ରାମର ବରଷ୍ଠ ନାଗରିକ ମିତ୍ରଭାନୁ ପଧାନ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ l ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରକୃତିବନ୍ଧୁ ଆନନ୍ଦ ବଡ଼ପଣ୍ଡା ଶିଶୁମାନଙ୍କ ଭିତରେଥିବା ଅନ୍ତର୍ନିହିତ ଶକ୍ତିର ବିକାଶରେ ଏହି ବାର୍ଷିକ ଉତ୍ସବ ସାହାଯ୍ୟ କରିବ ବୋଲି ମତ ପ୍ରକାଶ କରିଥିଲେ | ତର୍କ, ସଂଗୀତ, ଗଳ୍ପ ଲିଖନ,କୁଇଜ଼, ମ୍ୟୁଜିକ ଚୌକି, ଚିତ୍ରାଙ୍କନ ଇତ୍ୟାଦି ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀ ମାନଂକୁ ଅତିଥିମାନେ ପୁରସ୍କାର  ବିତରଣ

କରିଥିଲେ ଓ ଏହି କାର୍ଯ୍ୟକ୍ରମକୁ ନୂତନ ଶିକ୍ଷକଶିକ୍ଷୟତ୍ରୀ ପରିଚାଳନା କରିଥିଲେ l ପୁଣି ବିଦ୍ୟାଳୟରେ ନୂତନଭାବେ ଯୋଗଦେଇଥିବା ଶିକ୍ଷକଶିକ୍ଷୟତ୍ରୀ ଯଥା ନିଲାମ୍ବର ନନ୍ଦ, ଶ୍ରୀମାସୁତା ମଲ୍ଲିକ, ଅପର୍ଣ୍ଣା ପଟେଲ ତଥା ମଞ୍ଜରୀ ସୁନାଙ୍କୁ ବିଦ୍ୟାଳୟ ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା l ଏହି କାର୍ଯ୍ୟକ୍ରମରେ ଅଜିତ କୁମାର ଗୁରୁ, ପବିତ୍ର ମୋହନ ପଧାନ ଓ ହାରିବଲ ପଧାନ ସହଯୋଗ କରିଥିଲେ l ସଭା ଶେଷରେ ଶିକ୍ଷୟିତ୍ରୀ ଅପର୍ଣ୍ଣା ପଟେଲ ଧନ୍ୟବାଦ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026

You Might Also Like