-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ମନ୍ଦିର ପୂଜକ ରୋହିତାଶ୍ୱ ମାଝୀ ଆଉ ନାହାନ୍ତି

18-Feb-2025



ବରଗଡ଼:(ପ୍ରେରଣା)-ବରଗଡ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ବରମୁଣ୍ଡା ଗ୍ରାମର ଶ୍ରୀ ଜଗନ୍ନାଥ ମନ୍ଦିରର ପୂଜକ ରୋହିତାଶ୍ୱ ମାଝୀ ଆଉ ଆମ ଗହଣରେ ନାହାନ୍ତି।୬୦ ବର୍ଷ ବୟସରେ ତାଙ୍କର ଗତକାଲି ରାତ୍ର ୯ ଘଟିକା ସମୟରେ ପରଲୋକ ହୋଇ ଯାଇଛି।ସେ ହିନ୍ଦୁ ସଂସ୍କୃତି, ପରମ୍ପରା ଉପରେ ବେଶ ଯତ୍ନବାନ ଥିଲେ।ସେ ଜଣେ ମିଷ୍ଟଭାଷୀ, କର୍ମଠ, ସାହସୀ, ବିଦ୍ୱାନ ଅମାୟିକ ବ୍ୟକ୍ତି ବିଶେଷ ଥିବାରୁ ସାରା ଅଞ୍ଚଳର ଲୋକେ ତାଙ୍କୁ ଜାଣନ୍ତି। ଗତକାଲି ରାତ୍ର ୯ ଘଟିକା ସମୟରେ ସେ ଇହଲିଳା ସମ୍ବରଣ କରି ଆମ ଗହଣରୁ ସବୁଦିନ ପାଇଁ ଆର ପାରିକି ଚାଲି ଯାଇଛନ୍ତି।ମୃତ୍ୟୁ ବେଳକୁ ତାଙ୍କ ପତ୍ନୀ ଙ୍କ ସମେତ ସପରିବାର ଉପସ୍ଥିତ ଥିଲେ। ଶେଷରେ ବଡ଼ପୁଅ ଲଲାଟେନ୍ଦୁ ମାଝୀ ଅନ୍ତିମ ଶବଦାହ ସମୟରେ ମୁଖାଗ୍ନୀ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like