-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ଅଞ୍ଚଳ ମହାବିଦ୍ୟାଳୟ, ପଦ୍ମପୁର ରେ ବାର୍ଷିକ ଉତ୍ସବ ପାଳିତ

18-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଅଞ୍ଚଳ ମହାବିଦ୍ୟାଳୟ, ପଦ୍ମପୁର ରେ ବାର୍ଷିକ ଉତ୍ସବ ଅଧ୍ୟକ୍ଷ ପ୍ରାଧ୍ୟାପକ ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ସଭା ପ୍ରାରମ୍ଭରେ ପଣ୍ଡା ମହୋଦୟ ଅତିଥି ବୃନ୍ଦଙ୍କୁ ସ୍ବାଗତ ଜଣାଇ  ମହାବିଦ୍ୟାଳୟର ବାର୍ଷିକ ବିବରଣୀ ସଂକ୍ଷିପ୍ତରେ ଉପସ୍ଥାପନ କରି ମହାବିଦ୍ୟାଳୟର ପ୍ରମୁଖ କୃତିତ୍ୱ ଗୁଡ଼ିକୁ ଉପସ୍ଥାପନ କରିଥଲେ । ଛାତ୍ର ସଂସଦ ଉପଦେଷ୍ଟା ପ୍ରାଧ୍ୟାପକ ଖଗେଶ୍ବର ଦାସ ଅତିଥି ପରିଚୟ ପ୍ରଦାନ କରିଥିଲେ। ପ୍ରାଧ୍ୟାପକ ପ୍ରଭାତ କୁମାର ମହାପାତ୍ର ମହାବିଦ୍ୟାଳୟର ବିଭିନ୍ନ କାର୍ଯ୍ୟକଳାପ ତଥା ବିଭିନ୍ନ ସ୍ତରରେ ଛାତ୍ରଛାତ୍ରୀମାନଙ୍କ କୃତିତ୍ୱ ବିଷୟରେ ଅବଗତ କରିଥିଲେ। ମୁଖ୍ୟ ଅତିଥି ଭାବରେ ଭବାନୀପାଟଣା ସରକାରୀ ମହିଳା ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ପ୍ରାଧ୍ୟାପକ ଅଶୋକ ପୂଜାରୀ ଯୋଗଦାନ ଦେଇ ଛାତ୍ରଛାତ୍ରୀ ମାନଙ୍କୁ ନିଜ ଲକ୍ଷ୍ୟ ହାସଲ କରିବା ଦିଗରେ କଠିନ ପରିଶ୍ରମ କରିବାକୁ ଉତ୍ସାହିତ କରିଥିଲେ । ମୁଖ୍ୟବକ୍ତା ଭାବରେ ହାସ୍ୟକବି ରସରାଜ ଅଚ୍ୟୁତ ପୁରୋହିତ ଯୋଗ ଦେଇ ନିଜସ୍ଵ ହାସ୍ୟ କବିତାଗୁଡ଼ିକୁ ଗାନ କରି ସମସ୍ତଙ୍କୁ ଆନନ୍ଦିତ କରିବା ସଙ୍ଗେସଙ୍ଗେ ଛାତ୍ରଛାତ୍ରୀମାନଙ୍କୁ ପ୍ରତିଜ୍ଞାବଦ୍ଧ ହୋଇ ଜୀବନରେ ଆସୁଥିବା ସମସ୍ୟାବଳୀକୁ ହସିହସି ସମ୍ମୁଖୀନ କରିବାପାଇଁ ପ୍ରେରଣା ଦେଇଥିଲେ । ଏହା ପରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଲାଭ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ଛାତ୍ରଛାତ୍ରୀମାନେ ନିଜର ପ୍ରତିଭା ଗୁଡ଼ିକର ପ୍ରଦର୍ଶନ ପୂର୍ବକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ  କରିଥିଲେ। ପରିଶେଷରେ ସାଂସ୍କୃତିକ ସଂସଦ ଉପଦେଷ୍ଟା ସନ୍ତୋଷ କୁମାର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମର ସଂଯୋଜନା ଡଃ ସରୋଜ କୁମାର ନାଏକ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ପ୍ରମୋଦ କୁମାର ତ୍ରିପାଠୀ, ପ୍ରମୋଦ କୁମାର ପାଣିଗ୍ରାହୀ, ତାରା ପ୍ରସାଦ ଶତପଥୀ, ନବକୃଷ୍ଣ ମିଶ୍ର, ଝୁନୁ ପରିଡ଼ା, ଶର୍ମିଲା ପଣ୍ଡା ଆଦିଙ୍କ ସମେତ ସମସ୍ତ ଅଧ୍ୟାପକ ଅଧ୍ୟାପିକା, କର୍ମଚାରୀ ଓ ବହୁ ସଂଖ୍ୟାରେ
 ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like