-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

*ବିହାର କୁ ୪-୧ ଗୋଲ ରେ ହରାଇ ଭୁବନେଶ୍ବର ଜଗା ୟୁନାଇଟେଡ ଦଳ ସେମିରେ ପ୍ରବେଶ*

18-Feb-2025



ସୋନପୁର - (ମନୋରଞ୍ଜନ ତ୍ରିପାଠୀ )
୧୬ତମ ରାମଧୁନ କପ ସର୍ବ ଭାରତୀୟ ଫୂଟବଲ ଚାମ୍ପିୟନ ସିପ -୨୦୨୫ ଗାନ୍ଧୀ ଷ୍ଟାଡିୟମ ସୁବର୍ଣ୍ଣପୁର ଠାରେ ଆଜି ଦ୍ଵିତୀୟ ମ୍ୟାଚ ବିହାର ଦଳ ଓ ଭୁବନେଶ୍ଵର ଜଗା ୟୁନାଇଟେଡ ମଧ୍ୟରେ ଅନୁଷ୍ଟିତ ହୋଇ ଯାଇଛି l ମୁଖ୍ୟ ଅତିଥି ଭାବରେ ସୋନପୁର ଏସ ଡି ପି ଓ ଶ୍ରୀ ପ୍ରତାପ ଚନ୍ଦ୍ର ତ୍ରିପାଠୀ ଯୋଗ ଦେଇ ଆଜିର ମ୍ୟାଚ୍ କୁ ଉଦଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ଭାବରେ ସୋନପୁର ପୌର ପରିଷଦ କାର୍ଯ୍ଯ ନିର୍ବାହୀ ଅଧିକାରୀ ଶ୍ରୀ ୠଷି ମାଝୀ, ବକ୍ସର ବିହାର ଦଳ ର ଫ୍ରାଞ୍ଚାଇଜ୍ ଚନ୍ଦ୍ରମା ମୋଟର୍ସ ପ୍ରୋପାଇଟର ଶ୍ରୀ ପ୍ରଶାନ୍ତ ବାବୁ, ଭୁବନେଶ୍ଵର ଜଗା ୟୁନାଇଟେଡ ଦଳ ର ଫ୍ରାଞ୍ଚାଇଜ୍ ବଗଳା ଜ୍ୱେଲର୍ସ ପ୍ରୋପାଇଟର ରୁପେଶ ଅଗ୍ରୱାଲା, ଟ୍ରାକ୍ଟର ଅସୋସିଏସନ୍ ସଭାପତି କୋଶୋଳେଶ୍ୱର ବହିଦାର, ଉପଦେଷ୍ଟା ବୈକୁଣ୍ଠ ଶତପଥି, ଭେଟେରାନ ଫୁଟବଲର ଆଶାରାମ ନାଏକ, ସରୋଜ ଦାଶ, ମନୋଜ୍ ବାଗ, ବିଶ୍ଵାମିତ୍ର ନାଏକ୍, ତ୍ରିଲୋଚନ ଷlଣ୍ଢ, ବାବୁଲା ବେବର୍ତ୍ତା , ପୁରୋଷୋତ୍ତମ୍ ପାଣିଗ୍ରାହି ଯୋଗ ଦେଇ ଖେଳାଳୀ ଙ୍କୁ ଉତ୍ସାହିତ କରିଥିଲେ l

ଆଜିର ଖେଳ କୁ ମୁଖ୍ୟ ରେଫରୀ ଭାବେ ସୁବ୍ରତ ପୁରୋହିତ ପରିଚାଳନା କରିଥିବା ବେଳେ ସୁଜିତ୍ ରାଜହଂସ, ଜିତୁ ପାତ୍ର ଲାଇନ୍ସ ମ୍ୟାନ ଓ ଫୋର୍ଥ ଅଫିସିଆଲ୍ ଭାବେ ସଞ୍ଜୀବ ସାହୁ ସହଯୋଗ କରିଥିଲେ l ପ୍ରବୁଦତ୍ତ  କୁମ୍ଭାର୍ ଖେଳ ର ଧାରା ବିବରଣୀ ପ୍ରଦାନ କରିଥିଲେ l ମ୍ୟାନ ଅଫ ଦି ମ୍ୟାଚ୍ ଭାବେ ଭୁବନେଶ୍ଵର ଜଗା ୟୁନାଇଟେଡ ଦଳ ର ରକୀ ଓରାମ ଙ୍କୁ ପୁରସ୍କୃତ କରା ଯାଇଛି l କ୍ଲବ୍ ସଂପାଦକ ପୀୟୂଷ ପଣ୍ଡା ଙ୍କ ତାତ୍ଵା ବଧlନ ରେ ଅନୁଷ୍ଟିତ ସଭା କୁ ବିକାଶ ପଣ୍ଡା ସଂଯୋଜନା କରିଥିବା ବେଳେ ମନୋରଞ୍ଜନ ତ୍ରୀପାଠୀ ଧନ୍ୟବାଦ୍ ଅର୍ପଣ କରିଥିଲେ l ହଜାର ଦର୍ଶକ  ଖେଳ କୁ ଉପଭୋଗ କରିଥିବା ବେଳେ ସୁବର୍ଣ୍ଣପୁର ର ସମସ୍ତ ଫୂଟବଲ ପ୍ରେମୀ ଓ ରାମଧୁନ କ୍ଲବ ମଝିପଡ଼ା ର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like