-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ଆକାଶ ବାଣୀ ଶ୍ରୋତା ସଂଘ ର ୩୧ ତମ ବାର୍ଷିକ ଶ୍ରୋତା ସମ୍ମିଳନୀ ପାଇଁ ପ୍ରସ୍ତୁତି ବୈଠକ

18-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ସାରଦା କମ୍ପ୍ଲେକ୍ସ ଠାରେ ମଙ୍ଗଳବାର ଆକାଶ ବାଣୀ ଶ୍ରୋତା ସଂଘ ର ସଭାପତି କୃଷ୍ଣ ଚନ୍ଦ୍ର ପ୍ରଧାନ ଙ୍କ ଅଧ୍ୟକ୍ଷତା ରେ ୩୧ ତମ ଶ୍ରୋତା ସମ୍ମିଳନୀ ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି ।ଏହି ବୈଠକ ରେ ବରିଷ୍ଟ ସାମ୍ବାଦିକ ଉମେଶ ଚନ୍ଦ୍ର ବିଶ୍ବାଳ,ବରିଷ୍ଠ ସଦସ୍ୟ ସୁଦାମ ସାହୁ,ଜଗନ୍ନାଥ ସାହୁଉମେଶ ପ୍ରଧାନ ଦିଲ୍ଲୀପ କୁମାର ସାହୁ, ହରିହର ପ୍ରଧାନ,ବିଶିକେଶନ୍ ଭୋଇ,ଅଶୋକ ସାହୁ ପ୍ରମୁଖ ସଂଘ ର ବରିଷ୍ଟ ସଦସ୍ୟ ଓ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି ସଂଘ ର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କ ରେ  ଆଲୋଚନା କରିଥିଲେ ।ତେବେ ସଭ୍ୟ ମାନଙ୍କ ସର୍ବ ସମ୍ମତି କ୍ରମେ ଆସନ୍ତା ମାର୍ଚ୍ଚ ୯ ତାରିଖ ରେ ବରଗଡ଼ ଠାରେ ୩୧ ତମ ରାଜ୍ୟ ସ୍ତରୀୟ ଶ୍ରୋତା ସମ୍ମିଳନୀ ଆୟୋଜନ ପାଇଁ ନିଷ୍ପତି ଗୃହୀତ ହୋଇଥିଲା ।ଏଥି ସହିତ ପୂର୍ବ ବର୍ଷ ପରି ବିଷ୍ଣୁ ସାହୁ ଶ୍ରେଷ୍ଠ ଶ୍ରୋତା ସମ୍ମାନ ,ବିପିନ ବିହାରୀ ସମାଜ ସେବୀ ସମ୍ମାନ ,ହରେକୃଷ୍ଣ ପୂଜାରୀ ନାଟ୍ୟକାର ସମ୍ମାନ,ଶ୍ରେଷ୍ଟ ଗୀତିକାର କ୍ଷିତିପତି ସାହୁ ସ୍ମୃତି ସମ୍ମାନ ଯୋଗ୍ୟ ବ୍ୟକ୍ତି ବିଶେଷ ଙ୍କୁ ପ୍ରଦାନ କରାଯିବା ପାଇଁ ସ୍ଥିରୀକୃତ ହୋଇଥିଲା । ସଂପ୍ରତି ରେଡ଼ିଓ ର ବ୍ୟବହାର ପ୍ରତି ଲୋକଙ୍କ ଆଗ୍ରହ ସୃଷ୍ଟି ପାଇଁ ଏହି ଅବସର ରେ ଏକ ରେଡ଼ିଓ ପ୍ରଦର୍ଶନୀ ମଧ୍ୟ ଆୟୋଜନ କରାଯିବ ବୋଲି ସଭାପତି କୃଷ୍ଣ ଚନ୍ଦ୍ର ପ୍ରଧାନ ସୂଚନା ପ୍ରଦାନ କରିଥିଲେ  ।ଉକ୍ତ ବୈଠକ ରେ ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରୁ ଆକାଶ ବାଣୀ ଶ୍ରୋତା ବନ୍ଧୁ ମାନେ ଯୋଗ ଦେଇ ବାର୍ଷିକ ସମ୍ମିଳନୀ କୁ କିପରି ସଫଳତା ର ସହ ଆୟୋଜନ କରାଯିବ ସେ ବିଷୟ ରେ ନିଜ ନିଜ ମତ ଉପସ୍ଥାପନ କରିଥିଲେ ।ସଂଘ ର ଉପ ସଭାପତି  ଜଗନ୍ନାଥ ସାହୁ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like