-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ସାଉନ୍ତପୁର ସ୍କୁଲରେ ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ବୈଠକ

18-Feb-2025



ବଲାଙ୍ଗୀର(ପ୍ରେରଣାଖବର): ପୁଇଁତଳା ବ୍ଲକ ଅନ୍ତର୍ଗତ ସୂରଜମଲ ସରକାରୀ ଉଚ୍ଚ ବିଦ୍ୟାଳୟ,ସାଉନ୍ତପୁର ଠାରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବିନୋଦ ସୁନାଙ୍କ ତତ୍ତ୍ବାବଧାନରେ ବ୍ଲକ ସ୍ତରୀୟ ପ୍ରଧାନ ଶିକ୍ଷକ ମାନଙ୍କ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ବ୍ଲକ ଶିକ୍ଷା ଅଧିକାରୀ ଲୋକନାଥ ସୁନା ଯୋଗଦେଇ ଥିଲେ। ଆଯୋଜକ ବିଦ୍ୟାଳୟର ଶିକ୍ଷକ ମହେଶ ମିଶ୍ର ସ୍ଵାଗତ ଭାଷଣ ଦେଇଥିଲେ। ବିଲେଇସର୍ଡା ସ୍କୁଲ ର ପ୍ରଧାନ ଶିକ୍ଷକ ସ୍ବାଧିନ ସାହୁ,ଛତାମଖନା ସ୍କୁଲ ର ପ୍ରଧାନ ଶିକ୍ଷକ ନୀଳମଣି ପଟେଲ,ଜାମଗୀଁ ସ୍କୁଲ ର ପ୍ରଧାନଶିକ୍ଷକ ପ୍ରଫୁଲ୍ଲ ସାହୁ,ଭାଲେର ସ୍କୁଲ ର ପ୍ରଧାନ ଶିକ୍ଷକ ପବିତ୍ର ମୋହନ ଗୁରୁ ମଂଚାସୀନ ଥିଲେ। ବୁବେଲ ହାଇସ୍କୁଲ ର ପ୍ରଧାନ ଶିକ୍ଷୟିତ୍ରୀ ଗିରିଜା ବାଙ୍କି ବିଗତ ଅଧିବେଶନର ବିବରଣୀ ପାଠ କରିଥିଲେ। ଏହି କାର୍ଯ୍ଯକ୍ରମରେ ଅପାର ଆଇଡି,ଏଲଇପି,ଉତ୍କର୍ଷ, ୟୁଡାଇସ ପ୍ଲସ, ଖାନ ଏକାଡେମୀ,ପଞ୍ଚସଖା ଶିକ୍ଷା ସେତୁ ରେ ସଭ୍ଯ ସଂଖା ବୃଦ୍ଧି,ମୁଖ୍ଯମନ୍ତ୍ରୀ ଶିକ୍ଷା ପୁରସ୍କାର, ଏସ୍ଆଇଓଏସ୍ ରେ ନାମଲେଖା,ବିଦ୍ୟାଳୟରେ ନିରାପତ୍ତା, ଗ୍ରୀଷ୍ମକାଳ ପାଇଁ ବିଦ୍ୟାଳୟର  ସୁବ୍ଯବସ୍ଥା,ଏଫଏଲଏନ ଶ୍ରେଣୀରେ ଉତ୍ତମ ଶିକ୍ଷାଦାନ,ଅଭିଭାବକଙ୍କ ସହ ସୁସମ୍ପର୍କ ସ୍ଥାପନ, ପ୍ରଥମ ନାମଲେଖା ବେଳେ ବିଦ୍ୟାର୍ଥୀଙ୍କ ଜନ୍ମ ପ୍ରମାଣ ପତ୍ର ଉପରେ ଗୁରୁତ୍ବ ପ୍ରଦାନ, ଶ୍ରେଣୀ ପ୍ରକୋଷ୍ଠରେ ପ୍ରଧାନ ଶିକ୍ଷକଙ୍କ ଦ୍ବାରା ଶିକ୍ଷାଦାନ ତଦାରଖ,ଅନୁପସ୍ଥିତ ଛାତ୍ର ଛାତ୍ରୀମାନଙ୍କ ନିୟମିତ ଉପସ୍ଥାନକୁ ସୁନିଶ୍ଚିତ କରିବା,ନିୟମାନୁସାରେ ଛୁଟିପାଇଁ ଆବେଦନ,ଚଳିତ ମ୍ଯାଟ୍ରିକ ପରୀକ୍ଷା ପାଇଁ ଶୃଙ୍ଖଳିତ ପଦକ୍ଷେପ,ଜାତୀୟ ଶିକ୍ଷାନୀତି-୨୦୨୦ ବିଷୟ ଉପରେ ମିଳିତ ଭାବେ ଆଲୋଚନା କରିଥିଲେ। ସଭାପରେ ସମସ୍ତ ପ୍ରଧାନ ଶିକ୍ଷକ ପ୍ରଧାନ ଶିକ୍ଷୟିତ୍ରୀମାନେ ଶ୍ରେଣୀଗୃହ,ବିଜ୍ଞାନାଗାର, ଇ-ପାଠାଗାର, ଶୌଚାଳୟ ଏବଂ ବିଦ୍ୟାଳୟର ପରିବେଶ ପରିଦର୍ଶନ କରିବା ସହିତ ଶିକ୍ଷକଙ୍କ ଶିକ୍ଷା ପ୍ରଣାଳୀ ଅନୁଧ୍ୟାନ ଏବଂ ଛାତ୍ର ଛାତ୍ରୀଙ୍କ ସହିତ ଆଲୋଚନା କରିଥିଲେ। ଏହି କାର୍ଯ୍ଯକ୍ରମ ରେ ବ୍ଲକ ର ୨୪ଟି ହାଇସ୍କୁଲର ପ୍ରଧାନ ଶିକ୍ଷକ  ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ। ଶେଷରେ ପ୍ରଧାନ ଶିକ୍ଷକ ଆନନ୍ଦ ବଡ଼ପଣ୍ଡା ଧନ୍ୟବାଦ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like