-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||     

HOME   ମହାନଗର

ବିବାହ ଉତ୍ସବରେ ସର୍ବାଧିକ ଯୋଗ ଦେବେ ଦୁଇ ଶହ; ବରଯାତ୍ରୀ ଶୋଭାଯାତ୍ରା, ବାଣ ରୋଷଣୀକୁ ସ୍ବୀକୃତି

15-Jan-2021



କଟକ (ପ୍ରେରଣା ଖବର): କରୋନା ସଂକ୍ରମଣ କମୁଥିବା ବେଳେ ମହାନଗର ନିଗମ ପକ୍ଷରୁ ବିବାହ ଉତ୍ସବ ଆୟୋଜରେ ଲଗାଯାଇଥିବା କଟକଣାକୁ କୋହଳ କରାଯାଇଛି। ବିବାହ ଉତ୍ସବରେ ଏବେ ଦୁଇଶହ ଲୋକଙ୍କୁ ଯୋଗ ଦେବାକୁ ଅନୁମତି ଥିବା ବେଳେ ବରଯାତ୍ରୀ ଶୋଭାଯାତ୍ରା ଆୟୋଜନ ପାଇଁ ମଧ୍ୟ ସବୁଜ ସଙ୍କେତ ମିଳିଛି। ଶୋଭାଯାତ୍ରାରେ ଦୁଇ ଶହ ବରଯାତ୍ରୀ ଯିବାକୁ କୁହାଯାଇଛି। ଅନ୍ୟପଟେ ଶୁଦ୍ଧି କ୍ରିୟାରେ ସର୍ବାଧିକ ଶହେ ଜଣଙ୍କ ଯୋଗଦାନ ପାଇଁ ଅନୁମତି ଦେଇଛି ସିଏମସି। ମହାନଗର ନିଗମ ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ କମିବ‌ାରେ ଲାଗିଛି। ଏପରି କି ସିଏମସିରେ ଏକ ମାସରୁ ଅଧିକ ଦିନ ଧରି ସଂକ୍ରମିତଙ୍କ ସଂଖ୍ୟା ଏକ ଅଙ୍କରେ ରହିଛି। ଏହାକୁ ଦେଖି ସିଏମସି ପକ୍ଷରୁ ବିବାହ ଉତ୍ସବ ଆୟୋଜନ ପାଇଁ ଲଗାଯାଇଥିବା କଟକଣାକୁ କୋହଳ କରାଯାଇଛି। ପୂର୍ବରୁ ରାଜ୍ୟ ସରକାର ବିବାହ ଉତ୍ସବରେ ଦୁଇଶହ ଲୋକଙ୍କ ପାଇଁ ଅନୁମତି ଦେଇଥିଲେ। ମାତ୍ର ସିଏମସି ଏହାକୁ ଶହେ ମଧ୍ୟରେ ସୀମିତ ରଖିଥିଲା। ଏବେ ପରିସ୍ଥିତିକୁ ଦେଖି ଏହାକୁ ୨ଶହ କରାଯାଇଛି। ଶୋଭାଯାତ୍ରାରେ ବରଙ୍କ ସହିତ ତାଙ୍କ ପରିବାର, ଅତିଥି, ବାଜା, ବ୍ୟାଣ୍ଡପାର୍ଟି, ଡିଜେ ଓ ଲାଇଟ୍‌ ବାଲାଙ୍କୁ ମିଶାଇ ‌ମୋଟ ଦୁଇଶହ ଲୋକଙ୍କୁ ଅନୁମତି ରହିଛି। ଶୋଭାଯାତ୍ରାରେ ସାମାଜିକ ଦୂରତ୍ବ ନିୟମ ସହିତ ମାସ୍କକୁ ଅଧିକ ଗୁରୁତ୍ବ ଦେବାକୁ କୁହାଯାଇଛି। ଅନ୍ୟପଟେ ଶୁଦ୍ଧି କ୍ରିୟ‌ାରେ ଏବେ ଶହେ ଲୋକଙ୍କୁ ଯୋଗ ଦେବାକୁ ଅନୁମତି ପ୍ରଦାନ କରାଯାଇଛି, ପୂର୍ବରୁ ଏହା ୫୦ ଥିଲା। କଲ୍ୟାଣମଣ୍ଡପ, ହଲ୍‌, ଖୋଲା ପଡିଆ କିମ୍ବା ଘରେ ବିବାହ ଉତ୍ସବ ଆୟୋଜନ କରାଯାଉଥିବା ବେଳେ ସବୁ ସ୍ଥାନରେ କୋଭିଡ୍‌ କଟକଣା ପାଳନ କରିବାକୁ ସିଏମସି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026

You Might Also Like