-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||     

HOME   ଜିଲ୍ଲା

ଲର୍କି ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

18-Feb-2025




କଣ୍ଟାବାଞ୍ଜି(ପ୍ରେରଣା ଖବର): ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ଲର୍କି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଧୂମଧାମରେ ପାଳିତ ହୋଇଥିଲା।ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରବୀନ୍ଦ୍ର ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶ, ମୁଖ୍ୟ ଅତିଥି, ପରିଚାଳନା କମିଟିର ସଭାପତି ଯଶୋବନ୍ତୀ ମେହେର, ଶିକ୍ଷୟିତ୍ରୀ ଟିକେଶ୍ୱରୀ ସେଠ, ବିନୋଦିନୀ ତାଣ୍ଡୀ, ରଜନୀ ମେହେର, ଲୀଳାବତୀ ମେହେର ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ।ମା ସରସ୍ବତୀଙ୍କ ଫଟୋ ଚିତ୍ରରେ ଅତିଥି ମାନେ ପୁଷ୍ପ, ଧୂପଦୀପ ଅର୍ପଣ ପରେ ଛାତ୍ରୀବୃନ୍ଦ

ପ୍ରାରମ୍ଭିକ ସଙ୍ଗୀତ ଗାଇ ଥିଲେ।ଛାତ୍ରଛାତ୍ରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।ପୂର୍ବରୁ କରାଯାଇଥିବା

କ୍ରୀଡ଼ା ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀ ମାନଙ୍କୁ ପ୍ରମାଣ ପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା ।ବିଦ୍ୟାଳୟରେ ଶୈକ୍ଷିକ ଓ ଅଣ ଶୈକ୍ଷିକ ଦିଗରେ ଆଗୁଆ ଥିବା ଛାତ୍ରଛାତ୍ରୀ ଓ ସମେଟିଭ ପ୍ରଥମ ପରୀକ୍ଷାରେ ଶ୍ରେଣୀରେ ପ୍ରଥମ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ମାନିତ କରାଯାଇଥିଲା।ଏହି ଉତ୍ସବକୁ ସଫଳ କରିବାରେ ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟସଭ୍ୟା,ଗ୍ରାମବାସୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026
  ଜିଲ୍ଲା  
ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   05-Aug-2026
  ଜିଲ୍ଲା  
ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   05-Aug-2026

You Might Also Like