-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ହନୁମାନ ଜିଉଙ୍କ ବିଗ୍ରହ ଏବଂ ମନ୍ଦିର ପ୍ରତିଷ୍ଠା ମହୋତ୍ସବ: ନାମ ଯଜ୍ଞ, ଘୃତ ଯଜ୍ଞ ଓ ଅନ୍ନ ଯଜ୍ଞରେ ସମଗ୍ର ଅଞ୍ଚଳ ପ୍ରକମ୍ପିତ

18-Feb-2025



ବାଲିଗୁଡା(ସୁଶୀଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀ ଶ୍ରୀ ଶ୍ରୀ ମା' ପାଟ୍ଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୂଲ୍ୟରେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟ୍ଟଖଣ୍ଡାଙ୍କ ମନ୍ଦିର ପରିସରରେ ଶ୍ରୀ ଶ୍ରୀ ଶ୍ରୀ ହନୁମାନ ଜିଉଙ୍କ ବିଗ୍ରହ ଏବଂ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ସମିତିର ସମ୍ପାଦକ ଶିବରାମ ପ୍ରଧାନୀ ଙ୍କ ନେତୃତ୍ୱରେ ଶନିବାର ଠାରୁ ଆରମ୍ଭ ହୋଇଛି l ଏହି ଅବସରରେ ରୀତିନୀତି ଅନୁଯାଇ ନିୟମିତ ପୂଜାର୍ଚନା ଚାଲୁ ରହିଛି l ମଙ୍ଗଳବାର ସକାଳ ୯ ଘଣ୍ଟରୁ ନାମଯଜ୍ଞ ଆରମ୍ଭ ହୋଇଛି l ଅପରାହ୍ନରେ ଦେବତା ମହାସ୍ନାନ, ମଧ୍ୟ ରାତ୍ରୀରେ ଦେବତା ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା l ଏଥିରେ ପୁରୋହିତ ଭାବେ ପିତାମ୍ବର ରଥ, ପୂର୍ଣ୍ଣ ଚନ୍ଦ୍ର ଶତପଥି, ରାମକୃଷ୍ଣ ଆଚାର୍ଯ୍ୟ, ନୀଳାଚଳ ମିଶ୍ର ଓ ସନ୍ତୋଷ ରଥ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟ ସୁଚାରୁ ରୂପେ ତୁଲାଇଥିଲେ l କର୍ତ୍ତା ଭାବେ ଲୋକନାଥ ପାଢ଼ୀ, ମଦନ ମୋହନ ପାଢ଼ୀ ଓ ପ୍ରମୋଦ

କୁମାର ସାହୁ (ମୁନା) ନିଜ ନିଜର କାର୍ଯ୍ୟ ସମ୍ପାଦନା କରିଥିଲେ l ଏହି ଅବସରରେ ସ୍ଥାନୀୟ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଅନ୍ନ ପ୍ରସାଦ ସେବନର ବ୍ୟବସ୍ଥା ମଧ୍ୟ କରାଯାଇଥିଲା l ୧୯ ତାରିଖ ବୁଧବାର ଦିନ ସକାଳ ୯ ଘଣ୍ଟ ରୁ କର୍ମାରମ୍ଭ, ଦେବତା ନଗର ଭ୍ରମଣ, ଶୁଭଲଗ୍ନରେ ଦେବତା ସିଂହାସନ ଆରୋହଣ, ଘୃତଯଜ୍ଞ ପୂର୍ଣ୍ଣାହୁତି ଏବଂ ନାମଯଜ୍ଞ ପୂର୍ଣାହୁତି, ନଗର କିର୍ତ୍ତନ ସହ ଦ୍ୱିତୀୟ ଦିନ ପାଇଁ ସ୍ଥାନୀୟ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଅନ୍ନ ପ୍ରସାଦ ସେବନର ବ୍ୟବସ୍ଥା ମଧ୍ୟ କରାଯାଇଛି l ଏଣୁ ଅଞ୍ଚଳବାସୀ ଉକ୍ତ ଧର୍ମୀୟ କାର୍ଯ୍ୟକ୍ରମରେ ତନ, ମନ, ଧନ ପ୍ରଦାନ ପୂର୍ବକ ଭକ୍ତି କୃପା ଲାଭ କରିବା ପାଇଁ ସମିତି ତରଫରୁ ଅନୁରୋଧ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like