-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ବ୍ଲକସ୍ତରୀୟ ଜୁନିୟର ରେଡକ୍ରସ ପରାମର୍ଶଦାତାଙ୍କ ପ୍ରଶିକ୍ଷଣ ଶିବିର

19-Feb-2025



ସଇଁତଳା(ପ୍ରେରଣାଖବର): ବ୍ଲକସ୍ତରୀୟ ଜିଲ୍ଲା ଜୁନିୟର ରେଡକ୍ରସ ପରାମର୍ଶଦାତାଙ୍କ ଏକଦିବସୀୟ ପ୍ରଶିକ୍ଷଣ ଶିବିର ସଇଁତଳା ସରକାରୀ ବାଳିକା ବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବିନୟ କୁମ୍ଭାରଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ଯକ୍ରମରେ ମୁଖ୍ଯଅତିଥି ଭାବେ ଜିଲ୍ଲା ଜୁନିୟର ରେଡକ୍ରସ ଚେୟାରମ୍ୟାନ ତଥା ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ ଯୋଗଦେଇ ରେଡକ୍ରସ ଆନ୍ଦୋଳନର ନୀତି ଓ ଆଦର୍ଶକୁ ସମସ୍ତଙ୍କ ପାଖରେ ପହଞ୍ଚା ଇବା ପାଇଁ ନିଜ ବକ୍ତବ୍ଯରେ କହିଥିଲେ। ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ପ୍ରଦୀପ ପାତ୍ର ନିଜ ବକ୍ତବ୍ଯରେ ରେଡକ୍ରସ ସ୍ବେଚ୍ଛାସେବୀମାନଙ୍କ ସେବା ମନୋଭାବ କାମ ପ୍ରଶଂସା ଯୋଗ୍ୟ ବୋଲି କହିଥିଲେ। ଜିଲ୍ଲା ଜୁନିୟର ରେଡକ୍ରସ ଅଫିସର ବିକାଶ ସାହୁ ଜୁନିୟର ରେଡକ୍ରସ ପରାମର୍ଶଦାତାଙ୍କ ଦାୟିତ୍ବ ଓ ମାନବ ସେବା ସଂପର୍କରେ କହିଥିଲେ। ଆହତ ବ୍ୟକ୍ତିକୁ କିଭଳି ପ୍ରାଥମିକ ଚିକିତ୍ସା ଦିଆଯିବ,ବିଦ୍ୟାଳୟ ଗୁଡ଼ିକରେ ଜେଆରସି ୟୁନିଟ ଗଠନ,ସଡକ ସୁରକ୍ଷା  ସଂପର୍କରେ ସାଧନକର୍ମୀ ରବୀନ୍ଦ୍ର ଠେଟୁଆଲ,ରାମ ନାରାୟଣ ଦାଶ,ପ୍ରଭାକର ଛନ୍ଦ କହିଥିଲେ। ବିଦ୍ୟାଳୟର ପରାମର୍ଶଦାତା ରଞ୍ଜିତା ମିଶ୍ର, ପଦ୍ମଜା ନନ୍ଦିନୀ ବହିଦାର,ବନମାଲି ସ୍ବାଇଁ, ହରେକୃଷ୍ଣ ତାଣ୍ଡି, ରାଜେନ୍ଦ୍ର ଦୋର,ତରୁଣ ପୋଢ ଓ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ତଥା ଶିକ୍ଷା କର୍ମଚାରୀ ସହଯୋଗ କରିଥିଲେ। ଜିିଲ୍ଳାର ସଇଁତଳା, ଟିଟିଲାଗଡ଼, ବଙ୍ଗୋମୁଣ୍ଡା, ମୁରିବାହାଲ, ତୁରେକେଲା ବ୍ଲକରୁ ୧୦୦ରୁ ଊର୍ଦ୍ଧ୍ବ ଜୁୁୁନିୟର ରେଡକ୍ରସ ପରାମର୍ଶଦାତା ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ। ଶେଷରେ ସଇଁତଳା ବ୍ଲକ ସଂଯୋଜକ ହେମନ୍ତ ବେମାଲ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like