-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

କୋମନା ବ୍ଲକ୍ ରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

19-Feb-2025



ନୂଆପଡ଼ା(ପରମେଶ୍ୱର ମେହେର): ଆଜି କୋମନା  ବ୍ଲକ୍  ସଭାଗୃହ ଠାରେ ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ  ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜି ଶିବିରରେ ମୋଟ ୧୦୨ଟି ଅଭିଯୋଗର ଶୁଣାଣି ପ୍ରଶାସନ କରିଛନ୍ତି। ଏଥିରୁ ୮୧ ଟି ବ୍ୟକ୍ତିଗତ ୧୯ଟି ଗୋଷ୍ଠୀଗତ ଓ ୨ ଟି ରେଡକ୍ରସ୍ ସାହାଯ୍ୟ ସମ୍ବନ୍ଧୀୟ ଥିଲା lଏହି ସବୁ ଅଭିଯୋଗ ଉପରେ ଅତିଶିଘ୍ର ସମାଧାନ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଶିବିରରେ ଅସହାୟ ବିଧବା ସାହାନୀ ବାଗ୍,  ବୁଦ୍ଧି କୋମନାଙ୍କୁ ୧୦ହଜାର ଟଙ୍କା ଏବଂ ଭିନ୍ନକ୍ଷମ ବେଦବ୍ୟାସ ବର୍ଗେ, କୋମନାଙ୍କୁ ୫ହଜାର ଟଙ୍କାର ଆଶୁ

ସହାୟତା ଜିଲ୍ଲା ରେଡକ୍ରସ ପାଣ୍ଠିରୁ ଯୋଗାଇ ଦିଆ ଯାଇଥିଲା l  ଆଜିର ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳଙ୍କ ସହିତ ବନଖଣ୍ଡ ଅଧିକାରୀ  ଖରୀଆର  ଅଜିଜ ଖାନ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଅତିରିକ୍ତ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରଣଜିତ୍ ନାୟକ,ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ,   ଜିଲ୍ଲା ମୁଖ୍ୟ ଚିକତ୍ସାଧିକାରୀ ଡଃ ଧରଣୀଧର ସେନାପତି, ବ୍ଲକ୍ ଅଧ୍ୟକ୍ଷା ଅନୁସୁୟା କୁମ୍ଭାର,  ବ୍ଲକ୍ ଉପାଧ୍ୟକ୍ଷ ଜୟଦେବ ପ୍ରଧାନ, ଜିଲ୍ଲା ପରିଷଦ ସଦସ୍ୟ ମୂରଲୀଧର ଭୋଇ ପ୍ରମୁଖ ଉପସ୍ଥିତ ଥିଲେ l କୋମନା ବିଡ଼ିଓ ହେମନ୍ତ ପୁଟା,  ତହସିଲଦାର ପ୍ରୟାଶୀ ପ୍ରଧାନ,ଡେପୁଟି କଲେକ୍ଟର  ଶେଖ୍ ନସିମ, ଏ ବିଡ଼ିଓ ଭକ୍ତବନ୍ଧୁ ବୁଡେକ୍ ଶିବିର ପରିଚାଳନାରେ ସହଯୋଗ କରିଥିଲେ l ଏଠାରେ  ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ,  ଯନ୍ତ୍ରୀ, ଲାଇନ୍ ବିଭାଗ ଅଧିକାରୀ,  ବ୍ଲକ ସ୍ତରୀୟ ଅଧିକାରୀ ,  କର୍ମଚାରୀ ଏବଂ ବିଭିନ୍ନ ଗଣମାଧ୍ୟମର ପ୍ରତିନିଧି ଉପସ୍ଥିତ ଥିଲେ।  ଏହି ଅବସରରେ ଅଭିଯୋଗ ଶିବିର

ପରିସରରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ଏକ ସ୍ଵାସ୍ଥ୍ୟ ଶିବିରର ଆୟୋଜନ ହୋଇଥିଲା, ଯେଉଁଠାରେ  ବିଶେଷଜ୍ଞ ଡଃ ରମେଶ ଚନ୍ଦ୍ର ପାଠକ, ଡଃ ଧନଞ୍ଜୟ ଭୋଇ, ଡଃ ସୌମ୍ୟ ପ୍ରସାଦ ମିଶ୍ର ଏଵଂ ସ୍ଵାସ୍ଥ୍ୟ ବିଭାଗ କର୍ମଚାରୀ ଚିକିତ୍ସା ସୁବିଧା ଯୋଗାଇ ଦେଇଥିଲେ l ସେହିପରି ସ୍ଥାନୀୟ ଚିକିତ୍ସାଳୟ ରେ ଗୋଟିଏ ରକ୍ତଦାନ ଶିବିର ମଧ୍ୟ ଆୟୋଜନ  ହୋଇଥିଲା l ଏଠାରେ ଟାଟା ପାୱାର କମ୍ପାନୀର ୬ ଜଣ କର୍ମଚାରୀ ରକ୍ତଦାନ କରିଥିଲେ l ଏମାନଙ୍କୁ ବ୍ଲକ୍ ଅଭିଯୋଗ ଶୁଣାଣୀ ଶିବିରରେ ମାନପତ୍ର ଦେଇ ଜିଲ୍ଲାପାଳ ସମ୍ବର୍ଦ୍ଧିତ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like