-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ସୁନା ଚେନ ଲୁଟ ଅଭିଯୋଗ ରେ ଦୁଇ ଯୁବକ ଗିରଫ

19-Feb-2025



ଗୋଳନ୍ଥରା ଥାନା ପୋଲିସ୍ ସୁନା ଚେନ ଲୁଟ ଅଭିଯୋଗରେ ରଞ୍ଜନ ସାହୁ ଓ ମୁରଲୀ ସେଠୀ ନାମକ ଦୁଇ ଯୁବକକୁ ଗିରଫ କରି କୋର୍ଟଚାଲାଣ କରିଛନ୍ତି ଓ ସେମାନଙ୍କ ଠାରୁ ସୁନା ଚେନ କିଣିଥିବା ଅଭିଯୋଗ ରେ ଗୋବର୍ଦ୍ଧନ ନାୟକ ନାମକ ଜଣେ ଯୁବକକୁ ଗିରଫ କରିଛନ୍ତି। ଘଟଣାରୁ ପ୍ରକାଶ ଯେ ଗୋଳନ୍ଥରା ଥାନା ଅର୍ନ୍ତଗତ ସୁମାଣ୍ଡି ଗ୍ରାମର ଆପନ୍ନା ପାତ୍ର ଓ ପତ୍ନୀ ସଙ୍ଗୀତା ପାତ୍ର କୌଣସି କାମରେ ବ୍ରହ୍ମପୁର ଆସି ପୁଣି ନିଜ ଗ୍ରାମକୁ ଫେରୁଥିବା ବେଳେ ହଳଦିଆ ପଦର ଓଭରବ୍ରିଜ୍ ଉପରେ ଦୁଇ ଯୁବକ ଆସି କଥାବାର୍ତ୍ତା ଆଳ ଦେଖାଇ ସଙ୍ଗୀତା ପିନ୍ଧିଥିବା ସୁନା ଚେନ ଝାମ୍ପି ଘଟଣାସ୍ଥଳରୁ ଚମ୍ପଟ୍ ମାରିଥିଲେ। ଏନେଇ ଆପନ୍ନା ପାତ୍ର ଗୋଳନ୍ଥରା ଥାନାରେ ଅଭିଯୋଗ କରିଥିଲେ ଓ ପୋଲିସ ଅଭିଯୋଗ ଗ୍ରହଣ କରି ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲେ ଓ ଉକ୍ତ ଦୁଇ ଯୁବକକୁ ଉଠେଇ ଆଣି ଜେରା  କରିବା ବେଳେ ସେମାନଙ୍କ ଠାରୁ ପ୍ରାୟ ୮୦ ଗ୍ରାମର ସ୍ବର୍ଣ୍ଣ ଅଳଙ୍କାର, ୩ଟି ମୋବାଇଲ ଫୋନ, ଗୋଟିଏ ଦାମୀ ମୋଟରସାଇକେଲ ଜବତ କରିଛନ୍ତି। ସୁଚନା ଅନୁଯାୟୀ ଜଣାପଡିଛି ଯେ ଗିରଫ ୩ ଯୁବକ ସମସ୍ତେ ଜରଡା ଥାନା ଅଞ୍ଚଳର ବୋଲିଜଣାପଡିଛି।

(କୈଳାଶ ଚନ୍ଦ୍ର ଚୌଧୁରୀଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like