-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||     

HOME   ଜିଲ୍ଲା

ମାୟାବର୍ହା ହାଇସ୍କୁଲ ରେ ପ୍ଲାଷ୍ଟିକ ବ୍ୟବହାରକୁ ନାଁ କାର୍ଯ୍ୟକ୍ରମ

19-Feb-2025



ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହ୍। ଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ରବିଚନ୍ଦ୍ର ପଶ।ୟତଙ୍କ ସଭାପତିତ୍ବରେ "ଏକକ ବ୍ୟବହୃତ ପ୍ଲାଷ୍ଟିକ କୁ ନାଁ" ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସଭାରେ ମୁଖ୍ୟ ଅତିଥି ଭାବରେ ଶ୍ରୀଜଗନ୍ନାଥ ଉଚ୍ଚ  ବିଦ୍ୟାଳୟ ଗଧାପାଲି ର ବିଜ୍ଞାନ ଶିକ୍ଷକ ବିଯିତାଶ୍ୱ ପ୍ରଧାନ  ମଞ୍ଚାସିନ ହୋଇ  ପ୍ଲାଷ୍ଟିକ ରୂପକ ଦ।ନବଠାରୁ ଯଥାସମ୍ଭବ ଦୂରେଇ ରହିଲେ ଏକ ସୁନ୍ଦର ଭବିଷ୍ୟତ ପାଇପାରିବା ବୋଲି ମତବ୍ୟକ୍ତ  କରିଥିଲେ ।  ବିଦ୍ୟାଳୟର ମୋ ସ୍କୁଲ ଅଭିଯାନ କମିଟି ସଦସ୍ୟ ତଥା ସମ୍ବଲପୁର ସ୍ଥିତ ଗାୟତ୍ରୀ ମହାବିଦ୍ୟାଳୟର ଜିବ ବିଜ୍ଞାନ ଅଧ୍ୟାପିକା ସୁଶ୍ରୀ ମାମିନା ଭୋଇ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ପ୍ଲାଷ୍ଟିକ ର ପ୍ରସ୍ତୁତି, ପ୍ରକାର, ବ୍ୟବହାର ଓ ତାହାର ଅପକରିତା ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା  କରିଥିଲେ । ଗଣିତ ଶିକ୍ଷକ ଶ୍ରୀ ମନୋଜ କୁମାର ପୂଜାରୀ ପ୍ଲାଷ୍ଟିକର ବ୍ୟବହାରକୁ ଯଥାସମ୍ଭବ କମ କରିବାକୁ ମତବ୍ୟକ୍ତ କରିଥିଲେ।ସଭାର ପ୍ରାରମ୍ଭରେ ଜନନିକ। ଓ ସାଥୀ ସ୍ବାଗତ ସଙ୍ଗୀତ ପରିବେଷଣ କରିଥିବା ବେଳେ ବିଜ୍ଞାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ସଭାକୁ ସଂଯୋଜନା କରିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ଏକକ ବ୍ୟବହୃତ ପ୍ଲାଷ୍ଟିକ କୁ ନେଇ ଏକ ପ୍ରଦର୍ଶନୀ ଆୟୋଜନ କରାଯାଇଥିଲା ଯେଉଁଥିରେ ପ୍ରତିଯୋଗୀ ମାନେ ପ୍ଲାଷ୍ଟିକ ବର୍ଜ୍ୟ ରୁ ସୁନ୍ଦର ସୁନ୍ଦର ଉପକରଣ ମାନ ପ୍ରସ୍ତୁତକରୀ ପ୍ରଦର୍ଶନ କରିଥିଲେ  ।

ଶେଷରେ ଶିକ୍ଷକ ନରେନ୍ଦ୍ର କୁମାର ସାହୁ ଧନ୍ୟବାଦ୍ ଅର୍ପଣ କରିଥିଲେ। କାର୍ଯକ୍ରମକୁ ନନ୍ଦିଘୋଷ ବାରିକ,ରାଜୁ ମେହେର, ସଞ୍ଜୀବ ପୂଜାରୀ, ଲିପି ପ୍ରଧାନ, ମୀନକେତନ ଦାସ, ବିଭୀଷଣ ଖମାରୀ, ସୁରଜ୍ ଖମାରୀ ଓ ସମୀର କଠାର ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026
  ଜିଲ୍ଲା  
ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   05-Aug-2026

You Might Also Like