-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||     

HOME   ଜିଲ୍ଲା

ରେକୀ ମିଶନର ୧୮ ତମ ମହା ଶିଶୁପର୍ବ ଆସନ୍ତା ମାର୍ଚ୍ଚ ୨୧,୨୨ ଓ ୨୩ ରେ ଅନୁଷ୍ଠିତ ହେବ

19-Feb-2025



କଟକ(ପ୍ରେରଣା ଖବର): ରେକୀ ମିଶନ,ଓଡ଼ିଶା ତଥା ଆରଏମ ସ୍କୁଲର ବହୁ ପ୍ରତିଷ୍ଠିତ ୧୮ ତମ ମହା ଶିଶୁପର୍ବ ଆସନ୍ତା ମାସ ମାର୍ଚ୍ଚ ୨୧,୨୨ ଓ ୨୩ ରେ ଅନୁଷ୍ଠିତ ହେବ ଏହା ମିସନର ପ୍ରତିଷ୍ଠାତା ପୂଜ୍ୟ ବିଜ୍ଞାନୀ ଗୁରୁ ଶ୍ରିସନ୍ଥ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସାମ୍ବାଦିକ ମାନଙ୍କୁ ଜଣେଇଛନ୍ତି । ଏହି ପର୍ବ ପ୍ରତିବର୍ଷ ପରି ଏ ବର୍ଷ ମଧ୍ୟ ୪୨ ମୌଜା, କୁଲସରିଚୁଆଁ ସ୍ଥିତ ଆରଏମ ସ୍କୁଲ ପ୍ରାଙ୍ଗଣରେ ଅନୁଷ୍ଠିତ ହେବ । ସେ କହିଛନ୍ତି ଗ୍ରାମାଞ୍ଚଳର ଛାତ୍ରଛାତ୍ରୀ ମଧ୍ୟରେ ଲୁଚି ରହିଥିବା ଅନ୍ତର୍ନିହିତ ପ୍ରତିଭାକୁ ବିକଶିତ କରିବା ପାଇଁ ଏ ଆୟୋଜନ,ମାର୍ଚ୍ଚ ୨୧ ଓ ୨୨ ରେ ପିଲା ମାନଙ୍କ ମଧ୍ୟରେ ଗଳ୍ପ ଲିଖନ, ଚିତ୍ରାଙ୍କନ,ନୃତ୍ୟ,ସଙ୍ଗୀତ ଭଳି ଅନେକ ପ୍ରତିଯୋଗିତା କରାଯିବା ସହ ମାର୍ଚ୍ଚ ୨୩ ରେ ଏକ ବର୍ଣ୍ଣାଢ଼୍ୟ ପରିବେଶରେ ବିଜେତା ମାନଙ୍କୁ ବହୁ ଜ୍ଞାନୀ,ମାନି ଓ ବିଜ୍ଞାନୀ ମାନଙ୍କ ଉପସ୍ଥିତିରେ ସମ୍ମାନିତ କରାଯିବ ବୋଲି କହିଛନ୍ତି । ଏହି ପ୍ରତିଯୋଗିତା ପାଇଁ କଟକ ସଦର ତଥା ଆଖ ପାଖ ଅଂଚଳର ପାଖା ପାଖି ୧୩୦ ଟି ସ୍କୁଲ ଛାତ୍ର,ଛାତ୍ରୀ ମାନଙ୍କୁ ନିମନ୍ତ୍ରଣ କରାଯିବା ସହ, ପ୍ରତିଯୋଗିତା ରେଜିଷ୍ଟ୍ରେସନ ପତ୍ର ବଣ୍ଟା ଯାଉଛି । ଏହିବର୍ଷ ଏହି କାର୍ଯ୍ୟକ୍ରମ ପାଇଁ ମନ୍ତ୍ରୀ,ଲୋକ ପ୍ରତିନିଧି,ବରିଷ୍ଠ ଆଇଏଏସ ଓ ଆଇପିଏସ  ମାନଙ୍କୁ ଅତିଥି ରୂପେ ଡାକିବା ପାଇଁ ସ୍ଥିର କରା ଯାଇଛି ବୋଲି କାଜ୍ୟକ୍ରମ ସଂଯୋଜକ ଭାରତ ଭୂଷଣ ରାୟ କହିଛନ୍ତି ।  ଏହି ପ୍ରତିଯୋଗିତାରେ ପ୍ରତିଦିନ ଶତାଧିକ ଛାତ୍ରଛାତ୍ରୀଙ୍କ ପାଇଁ ସମସ୍ତ ପ୍ରକାର ବନ୍ଦୋବସ୍ତ କରାଯାଇଛି, ଏପରିକି ପିଲାମାନେ କେବଳ ପରୀକ୍ଷା ବୋର୍ଡ ଛଡ଼ା ଅନ୍ୟ କିଛିବି ଜିନିଷ ପ୍ରତିଯୋଗିତା ସ୍ଥଳକୁ ଆଣିବାକୁ ମନା କରାଯାଇଛି ।  ଏପରିକି ଖାଦ୍ୟ,ପାନୀୟ ସହ ପିଲାମାନଙ୍କର ପ୍ରତିଯୋଗିତା ପାଇଁ ଆବଶ୍ୟକ ହେଉଥିବା ସମସ୍ତ ପେପର,କଲମ, ପେନସିଲ,କଟର ଓ ରବର୍ ମଧ୍ୟ ଆୟୋଜକଙ୍କ ତରଫରୁ ଯୋଗାଇ ଦିଆଯିବ ବୋଲି  କାର୍ଯ୍ୟକ୍ରମ୍ ସ୍କୁଲର ସଂଯୋଜକ ଆରପି ସିଂହ କହିଛନ୍ତି । ସ୍କୁଲର ରିନୋଭେଶନ କାମ ପାଇଁ ଆମର ଏବର୍ଷ ଶିଶୁପର୍ଵ ଟିକେ ଡେରିରେ ଆୟୋଜନ ହେଲେ ବି ପ୍ରତିବର୍ଷ ପରି ଏ ବର୍ଷ ମଧ୍ୟ ଆମେ ଏହି ଶିଶୁ ମେଳିକୁ ଧୁମ୍ ଧାମରେ ପାଳନ କରିବାରେ କୌଣସି ଅବହେଳା କରିବୁ ନାହିଁ ବୋଲି ଗୁରୁଶେନା ମୁଖ୍ୟ ବାପି ବରାଳ କହିଛନ୍ତି ।     ପୂଜ୍ୟ ଗୁରୁ ଶ୍ରୀସନ୍ଥଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ହେଉ ଥିବା ଏହି କାର୍ଯ୍ୟକ୍ରମର ସମ୍ପୂର୍ଣ ଦାୟିତ୍ଵ ଭାରତ ଭୂଷଣ ରାୟଙ୍କୁ ଦିଆ ଯାଇଥିବା ବେଳେ,ତାଙ୍କୁ ଏହି କାମରେ ଆଶ୍ରମର ସମସ୍ତ ଗୁରୁଶେନା ଓ ସକ୍ତିଶେନା ମାନେ ପୂର୍ଣ୍ଣ ସହଯୋଗ କରିବା ସହ,ସ୍କୁଲ ର ସମସ୍ତ ଶିକ୍ଷକ/ଶିକ୍ଷୟତ୍ରୀ ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମର ସୁପରିଚାଳନା କରିବେ ବୋଲି ଗୁରୁ ଶ୍ରୀଶନ୍ଥ ସାମ୍ବାଦିକ ମାନଙ୍କୁ ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ   06-Aug-2026
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026

You Might Also Like