-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

୨୫ତମ ବାର୍ଷିକ ରଜତ ଜୟନ୍ତୀ ମହୋତ୍ସବ ଅନୁଷ୍ଠିଚ

19-Feb-2025



 ମୟୂରଭଞ୍ଜ ଜିଲ୍ଲା ବାମନଘାଟୀ ଉପଖଣ୍ଡ ରାଇରଙ୍ଗପୁର ବ୍ଲକ ଭାଲୁବସା ଗ୍ରାମପଞ୍ଚାୟତ ନେଉତି ଠାରେ ବୀର ସିଦକାହ୍ନୁ (ଭିଏସକେ) କ୍ଲବ ଆନୁକୂଲ୍ଯରେ ୨୫ତମ ବାର୍ଷିକ ରଜତ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି I ଗତ ୧୬ ଓ ୧୭ ତାରିଖ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆୟୋଜିତ ହୋଇଥିଲା ବେଳେ ୧୮ ତାରିଖ କ୍ରୀଡା ମଧ୍ଯରେ ବାଳକବାଳିକାମାନଙ୍କର ୨୦୦ ମିଟର ଦୌଡ, ୪୦୦ ମିଟର ଦୌଡ, ବୟସ୍କମାନଙ୍କର ୧୫୦୦ ମିଟର ଦୌଡ, ମହିଳାମାନଙ୍କର ମ୍ଯୁଜିକ ଚେୟାର, ଚକଲେଟ୍ ରେସ୍ ଓ କେନଡେଲ ରେସ୍ ପ୍ରତିଯୋଗିତା ହୋଇଥିଲା ବେଳେ ଆଦିବାସୀ ନୃତ୍ଯ ମଧ୍ଯରେ ବୁଢିଗାଳି , ଡ୍ରାମାଗାଳି ଓ ହୋନାଚ ପ୍ରତିଯୋଗିତା ହୋଇଥିଲା I  ଏଥିରେ ମୁଖ୍ଯ ଅତିଥି ଭାବେ ମୟୂରଭଞ୍ଜ ସାଂସଦ ନବଚରଣ ମାଝୀ, ସମ୍ମାନିତ ଅତିଥି ରୂପେ ଭାରତୀୟ ଜନତା ପାର୍ଟି ରାଜ୍ଯ ସମ୍ପାଦକ ନବୀନ କୁମାର ରାମ, ଭାଲୁବସା ଗ୍ରାମପଞ୍ଚାୟତ ସରପଞ୍ଚ ଯମୁନାମଣୀ ସିଂ, ମୁଖ୍ଯବକ୍ତା ସ୍ତମ୍ଭକାର ଲଳିତ  କୁମାର ମହାନ୍ତ , ସ୍ବତନ୍ତ୍ର ଅତିଥି ରୂପେ ସିଆରପିଏଫ୍ ବାଧ ବେସ୍ରା, ଏଲଆଇସି କାଳୀଚରଣ ମାଝୀ, ରେଲୱୈ ମଙ୍ଗଲ ହେମ୍ବ୍ରମ, ଏସ୍ଏସ୍ଆଇଟି ଉପାଧ୍ଯକ୍ଷ ଇଂଜିନିୟର ସତ୍ଯନାରାୟଣ ମାଝୀ, ଆତୁମାଝୀ ଶ୍ଯାମଚରଣ ଟୁଡୁ, ମାଝିଆରାମ ଟୁଡୁ ଓ  ଆତୁନାଏକେ ଭାଗମାତ ମାର୍ଣ୍ଡି ପ୍ରମୁଖ ଉପସ୍ଥିତ ରହି କ୍ରୀଡା ଓ ନୃତ୍ଯରେ କୃତୀ ପ୍ରତିଯୋଗୀଗଣଙ୍କୁ ଆକର୍ଷଣୀୟ ପୁରସ୍କାର ଦେଇ ପୁରସ୍କୃତ କରିଥିଲେ I ଉକ୍ତ ଅବସରରେ ମାନ୍ଯବର ସାଂସଦ ନବଚରଣ ମାଝୀ  ଆଦିବାସୀ ନୃତ୍ଯରେ ଆନନ୍ଦରେ ମସଗୁଲ ହୋଇଯାଇ ଥିଲେ I  ଉକ୍ତ ପାରମ୍ପରିକ ଗତାନୁଗତିକ ରଜତଜୟନ୍ତୀ ସମାରୋହରେ ଭିଏସକେ କ୍ଲବର ସଭାପତି ସୁନ୍ଦର ମୋହନ ଟୁଡୁ, ଉପସଭାପତି ସୁରେନ୍ଦ୍ର ହେମ୍ବ୍ରମ, କାର୍ଯ୍ଯକାରୀ ସଭାପତି ରାମକୃଷ୍ଣ ବେଶ୍ରା, ସମ୍ପାଦକ  ଧାନ ହାଁସଦା, ସହସମ୍ପାଦକ ପରେଶ ଚନ୍ଦ୍ର ସୋରେନ, କାର୍ଯ୍ଯକାରୀ ସମ୍ପାଦକ ସୁନୀଲ କୁମାର ହେମ୍ବ୍ରମ ତଥା କାର୍ଯ୍ଯକାରୀ ସଦସ୍ଯଗଣ ପରିଚାଳନାରେ ସାହାଯ୍ଯ ଓ ସହଯୋଗ କରିଥିଲେ I ଏଥିରେ ସ୍ଥାନୀୟ ତଥା ଦୂରଦୁରାନ୍ତର ରୁ ଲୋକମାନଙ୍କର ପ୍ରବଳଭିଡ ପରିଲକ୍ଷିତ ହୋଇଥିଲା I  ରାଇରଙ୍ଗପୁର ରୁ ଶ୍ଯାମଳେନ୍ଦୁ ପରିଡାଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like