-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ବରଯାତ୍ରୀ ଶୋଭାଯାତ୍ରାରେ ଆକ୍ରମଣ, ସଙ୍କଟାପନ୍ନ ଅବସ୍ଥାରେ ଗୁରୁତର ଯୁବକ ବିଶାଖାପାଟଣା ସ୍ଥାନାନ୍ତର

19-Feb-2025



ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀଙ୍କ ରିପୋର୍ଟ): ହିଞ୍ଜିଳି ଥାନା ଅର୍ନ୍ତଗତ କଣ୍ଟେଇ କୋଳି ଗ୍ରାମର କାହ୍ନା ସାହୁ ଜଣେ ଯୁବକ ବରଯାତ୍ରୀ ଶୋଭାଯାତ୍ରାରେ ଯୋଗଦେବା ପାଇଁ ଶ୍ରଦ୍ଧାପୁର ଯାଇଥିଲେ। ଶୋଭାଯାତ୍ରାରେ ବର ବସିଥିବା ଘୋଡାଗାଡିର ଚାଳକ ସହ ସାମାନ୍ୟ କଥାକୁ ନେଇ ବଚସା ହୋଇଥିଲା ଓ ଏହି ସମୟରେ ଗାଡ଼ି ଚାଳକ ଓ ମାଲିକ ଅନ୍ୟ ଜଣେ ମିଶି କାହ୍ନା ସହ ଯୁକ୍ତିତର୍କ ହୋଇଥିଲା ଏଥିରେ ଉତକ୍ଷିପ୍ତ ହୋଇ ଉକ୍ତ ୩ ଜଣ ମିଶି ଗାଡ଼ି ରେ ଥିବା ଏକ ଖଣ୍ଡା ଆଣି କାହ୍ନା ଉପରେ ମାରଣାନ୍ତକ ଆକ୍ରମଣ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଗୁରୁତର କାହ୍ନାକୁ କିଛି ବରଯାତ୍ରୀ ଲୋକ ପ୍ରଥମେ ହିଞ୍ଜିଳି ଡାକ୍ତରଖାନା ପରେ ବ୍ରହ୍ମପୁର ଓ ସଙ୍କଟାପନ୍ନ ଅବସ୍ଥାରେ ତାକୁ ବିଶାଖାପାଟଣା ସ୍ଥାନାନ୍ତର କରିଛନ୍ତି। ଖବର ପାଇ ହିଞ୍ଜିଳି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି ଓ ହିଞ୍ଜିଳି ଗ୍ରାମର ବାହାରପଟୁ ତାଲାବନ୍ଦ ଘରୂ ଉକ୍ତ ଆକ୍ରମଣକାରୀ ୩ ଜଣଙ୍କୁ ଉଠାଇ ଆଣିଛନ୍ତି ଓ ସେମାନଙ୍କ ନିକଟରୁ ଗୋଟିଏ ରକ୍ତଭିଜା ଖଣ୍ଡା ଜବତ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like