-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ନୀଳଜି ଉଚ୍ଚପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ "ନବଉନ୍ମେଷ ଅନୁଷ୍ଠିତ "

19-Feb-2025



(ଚିନ୍ତାମଣି  ନେତାମ )
 ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ନୀଳଜିଠାରେ ବିଦ୍ୟାଳୟର ବାର୍ଷିକ ଉତ୍ସବ "ନବ ଉନ୍ମେଷ "ଅନୁଷ୍ଠିତ ହୋଇଯାଇଛି ।ସିନାପାଲି ବ୍ଲକର ଗୋଷ୍ଠୀ ଶିକ୍ଷା ଅଧିକାରୀଶ୍ରୀଯୁକ୍ତ ଯତୀନ୍ଦ୍ର କୁମାର ସେଠ୍ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଉତ୍ସବର ଶୁଭ ଉଦଘାଟନ କରିବା ସହ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କର ପ୍ରତିଭାର ପ୍ରତିଫଳନ "ଅରୁଣିମା "ପ୍ରାଚୀର ପ୍ରତିକାର ଶୁଭ ଉନ୍ମୋଚନ କରିଥିଲେ।ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିବା ସଭାକାର୍ଯ୍ୟ ରେ  ମୁଖ୍ୟ ବକ୍ତାଭାବରେ ସହ ଗୋଷ୍ଠୀ  ଶିକ୍ଷା  ଅଧିକାରୀ  ଶ୍ରୀଯୁକ୍ତ ପ୍ରଦୀପ କୁମାର ପଣ୍ଡା ଯୋଗଦେଇଥିଲେ। ବିଶିଷ୍ଟ ଅତିଥିଭାବରେ ବିଦ୍ୟାଳୟର ପ୍ରାକ୍ତନ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଘନଶ୍ୟାମ ପଣ୍ଡା,ଅବସର ପ୍ରାପ୍ତ ପ୍ରଥମ ସହକାରୀ ଶିକ୍ଷକ ଶ୍ରୀଯୁକ୍ତ ବାଳକ ରାମ ମେହେର,ଦ୍ଵିତୀୟ ଅବସର ପ୍ରାପ୍ତ ସହକାରୀ ଶିକ୍ଷକ ଶ୍ରୀଯୁକ୍ତ ମହେଶ୍ୱର ସା,ସମ୍ମାନିତ ଅତିଥି ଭାବରେ ସ୍ଥାନୀୟ ଗ୍ରାମ ପଂଚାୟତର ସରପଞ୍ଚ ଶ୍ରୀଯୁକ୍ତ ଲକ୍ଷ୍ମଣ ପ୍ରଧାନ, ସି ଆର ସି ସି  ଶ୍ରୀଯୁକ୍ତ ରାକେଶ କୁମାର ମିଶ୍ର,ସନ୍ୟାସୀ ରବୀନ୍ଦ୍ର ଦାସ ବାବା,ପରିଚାଳନା କମିଟିର ସଭାପତି ଶ୍ରୀଯୁକ୍ତ ଶଙ୍କର ନିଆଲ,ନୀଳଜି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ପିତାମ୍ବର ଟୋଲଟିଆ,ବିଶିଷ୍ଟ କଳାକାର ଶ୍ରୀଯୁକ୍ତ ବିକ୍ରମାଦିତ୍ୟ ବାଗ,ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଶ୍ରୀଯୁକ୍ତ ସେବକ ରାମ ପାତ୍ର ଯୋଗଦେଇଥିଲେ ।ବିଜ୍ଞାନ ଶିକ୍ଷକ ଶ୍ରୀଯୁକ୍ତ ଧୀରେନ୍ଦ୍ର କୁମାର ସା ଅତିଥି ମାନଙ୍କୁ ମଞ୍ଚକୁ ସ୍ୱାଗତ କରିବାସହ ପରିଚୟ ପ୍ରଦାନ କରିଥିଲେ। ଛାତ୍ର ଛାତ୍ରୀ ଓ ସହକାରୀ ଶିକ୍ଷକ ଗଣ  ଅତିଥିମାନଙ୍କୁ ଫୁଲଚନ୍ଦନ ଓ ଓପ ଢୌକନ ଦେଇ ସମ୍ମର୍ଦ୍ଧିତ କରିଥିଲେ। ପରେ ଅତିଥିଗଣ ଦ୍ୱାରା ଦେବପୁଜନ ହେଲାପରେ ସଭାକାର୍ଯ୍ୟ ଆରମ୍ଭ କରାଯାଇଥିଲା।ପୁରାତନ ଛାତ୍ର ତଥା ଶିକ୍ଷକ ଶ୍ରୀଯୁକ୍ତ ଦୀପକ କୁମାର ସାଙ୍କ ନିର୍ଦେଶନା ରେ  ଛାତ୍ରୀଗଣ ସୁ ଲଳିତ କଣ୍ଠରେ ପ୍ରାରମ୍ବିକ ସଂଗୀତ ଗାନ କରିଥିଲେ। ସଭାପତି ଶ୍ରୀଯୁକ୍ତ ଗହୀରଙ୍କ ଉଦ୍ୟେଶ ଜ୍ଞାପନ ପରେ ବରିଷ୍ଠ ଶିକ୍ଷକ ଶ୍ରୀଯୁକ୍ତ ସେବକ ରାମ ପାତ୍ର ବିବରଣୀ ପଠନ କରିଥିଲେ।  ପୂଜ୍ୟ ପୂଜା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଓ ବିଦ୍ୟାଳୟର ପ୍ରଧାନ ଶିକ୍ଷକ,ବିଶିଷ୍ଟ ଅତିଥି ଭାବରେ  ଯୋଗଦାନ କରିଥିବା ବିଦ୍ୟାଳୟର ଆରମ୍ଭ ରୁ  ଶିକ୍ଷା ଦାନ କରି  ଅବସର ପ୍ରାପ୍ତ ଗୁରୁ ତ୍ରୟ  ଯଥା ମାନନୀୟ ଶ୍ରୀଯୁକ୍ତ ଘନଶ୍ୟାମ ପଣ୍ଡା,ଶ୍ରୀଯୁକ୍ତ ବାଳକ ରାମ ମେହେର,ଶ୍ରୀଯୁକ୍ତ ମହେଶ୍ୱର ସାଙ୍କୁ ଫୁଲମାଳ ଅର୍ପଣ କରିବା ସହ  ଫୁଲ ଚନ୍ଦନ, ଉପଢୌକନ ଓ ମାନ ପତ୍ର ଦେଇ ସମ୍ମର୍ଦ୍ଧିତ କରିଥିଲେ। ଛାତ୍ରଛାତ୍ରୀ ମାନଙ୍କୁ  ଭଲ ପାଠ ପଢି  ଉତ୍ତମ ନାଗରିକ ହେବାପାଇଁ ଅତିଥିଗଣ ନିଜ ବକ୍ତବ୍ୟ ରେ  ପ୍ରେରଣା ପ୍ରଦାନ କରିଥିଲେ ।ଏହାପରେ ବାର୍ଷିକ କ୍ରୀଡା ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା। ଧୀରେନ୍ଦ୍ର କୁମାର ସାଙ୍କ ସଂଯୋଜନାରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ରଙ୍ଗାରଙ୍ଗ  ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଶେଷରେ ସହ ଶିକ୍ଷକ ଶ୍ରୀଯୁକ୍ତ ପରମାନନ୍ଦ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ। ଉକ୍ତ ଉତ୍ସବ ରେ ଶ୍ରୀଯୁକ୍ତ ଜଗନ୍ନାଥ ସୁନାନୀ ସହକାରୀ ଶିକ୍ଷକ ଓ ପରିଚାଳନା କମିଟିର ସଭ୍ୟ ସଭ୍ୟା ବିଶେଷ ସହଯୋଗ କରିଥିଲେ। ଉକ୍ତ କାର୍ଯ୍ୟକ୍ରମ ରେ ବିଦ୍ୟାଳୟର ଛାତ୍ର ଛାତ୍ରୀ, ଅଭିଭାବକ,ଅଭିଭାବିକା ତଥା ଗ୍ରାମର ପ୍ରାୟ  ପାଞ୍ଚସହ ଭଦ୍ର ବ୍ୟକ୍ତି   ଉପସ୍ଥିତ ଥିଲେ। ପୂର୍ବାହ୍ନ ରେ  ବିଦ୍ୟାଳୟର ଶ୍ରେଣୀ କକ୍ଷରେ "ଆମ ସଂସ୍କୃତି ଆମ ଖେଳଣା" କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like