-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||     

HOME   ଜିଲ୍ଲା

ଭୁବନେଶ୍ୱର କୁ ୫-୦ ଗୋଲ୍ ରେ ହରାଇ କଟକ ମା ମଙ୍ଗଳା କ୍ଳବ୍ ଦଳ ଫାଇନାଲ ରେ ପ୍ରବେଶ

19-Feb-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ ) ତମ ରାମଧୁନ କପ ସର୍ବ ଭାରତୀୟ ଫୂଟବଲ ଚାମ୍ପିୟନ ସିପ -2025 ଗାନ୍ଧୀ ଷ୍ଟାଡିୟମ ସୁବର୍ଣ୍ଣପୁର ଠାରେ ଆଜି ପୁଲ ଏ ର ପ୍ରଥମ ସେମି ଫାଇନାଲ ମ୍ୟାଚ ଭୁବନେଶ୍ଵର ଜଗା ୟୁନାଇଟେଡ ଓ କଟକ ମା ମଙ୍ଗଳା କ୍ଳବ୍ ମଧ୍ୟରେ ଅନୁଷ୍ଟିତ ହୋଇ ଯାଇଛି l ଭୁବନେଶ୍ବର ଜଗା ୟୁନାଇଟେଡ଼ ଦଳ କୁ ୫-୦ ଗୋଲ୍ ହରାଇ କଟକ ମା ମଙ୍ଗଳା କ୍ଳବ୍ ଟୁର୍ଣ୍ଣl ମେଣ୍ଟ ର ଫାଇନାଲ କୁ ପ୍ରଵେଶ କରିଛି l ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଅତିରିକ୍ତ ଏସପି ଶ୍ରୀ ବିରେନ୍ଦ୍ର କୁମାର ନାଏକ ଓ ସମ୍ମାନିତ ଅତିଥି ଭାବରେ ଜିଲ୍ଲା ଶ୍ରମ କମିଶନର ଶ୍ରୀ ଡିଲେଶ୍ୱର ଖାଖା ଯୋଗ ଦେଇ ଆଜିର ମ୍ୟାଚ୍ କୁ ଉଦଘାଟନ କରିଥିବା ବେଳେ ଅନ୍ୟତମ ଅତିଥି ଭାବରେ ଯୁବ ସଂଗଠକ ତଥା ସମାଜସେବୀ ଅରବିନ୍ଦ ବାରିକ, ପୋଲିସ କନଷ୍ଟେବଳ ସଂଘ ସଭାପତି ଦିନେଶ ମିଶ୍ର, ଯୁବ ନେତା ଅମିୟ ରଞ୍ଜନ ଦାଶ, ମାର୍ଚେଣ୍ଟ ଏସୋ ସିଏସନ୍ ସଭାପତି ଧୀରେନ୍ଦ୍ର ପଟ୍ଟନାୟକ, ସଂପାଦକ ଗୁଣ ନିଧି ମେହେର,  ଭୁବନେଶ୍ଵର ଜଗା ୟୁନାଇଟେଡ ଦଳ ର ଫ୍ରାଞ୍ଚାଇଜ୍ ବଗଳା ଜ୍ୱେଲର୍ସ ପ୍ରୋପାଇଟର ରୁପେଶ ଅଗ୍ରୱାଲା, କଟକ ଦଳ ର ଫ୍ରାଞ୍ଚାଇଜ୍ ନାଇସେଟ କମ୍ପ୍ୟୁଟର ଡାଇରେକ୍ଟର ରମଣ ପଧାନ,  ଭେଟରାନ ଫୁଟବଲ୍ ଖେଳାଳୀ ପଞ୍ଚାନନ ସାହୁ, ଗଣେଶ ରାମ ମେହେର,  ନରସିଂହ ରାଓ , ପବିତ୍ର ଖପର୍ଦ୍ଧ୍ୱlଜ  ଯୋଗ ଦେଇ ଖେଳାଳୀ ଓ ଆୟୋଜକ କମିଟି ଙ୍କୁ ଉତ୍ସାହିତ କରିଥିଲେ l ଆଜିର ଖେଳ କୁ ମୁଖ୍ୟ ରେଫରୀ ଭାବେ ଦିଲ୍ଲୀପ ରାଉତ ଖେଳ ପରିଚାଳନା କରିଥିବା ବେଳେ  ଜିତେନ୍ଦ୍ର ଥନାପତି, ସୁବ୍ରତ ପୁରୋହିତ ଲାଇନ୍ସ ମ୍ୟାନ ଓ ଫୋର୍ଥ ଅଫିସିଆଲ୍ ଭାବେ ସଂଜନ ପୁରୋହିତ ସହଯୋଗ କରିଥିଲେ l ପ୍ରବୁଦତ୍ତ  କୁମ୍ଭାର୍ ଖେଳ ର ଧାରା ବିବରଣୀ ପ୍ରଦାନ କରିଥିଲେ l ମ୍ୟାନ ଅଫ ଦି ମ୍ୟାଚ୍ ଭାବେ କଟକ ଦଳ ର ୧୮ ନମ୍ୱର୍  ଖେଳାଳୀ  ବାପୁନି ବିନ୍ଧାଣି ଙ୍କୁ ପୁରସ୍କୃତ କରା ଯାଇଛି l କ୍ଲବ୍ ସଂପାଦକ ପୀୟୂଷ ପଣ୍ଡା ଙ୍କ ତାତ୍ଵା ବଧlନ ରେ ଅନୁଷ୍ଟିତ ସଭା କୁ ବିକାଶ ପଣ୍ଡା ସଂଯୋଜନା କରିଥିବା ବେଳେ ମନୋରଞ୍ଜନ ତ୍ରୀପାଠୀ ଅତିଥି ସ୍ଵାଗତ କରି ଧନ୍ୟବାଦ୍ ଅର୍ପଣ କରିଥିଲେ l ହଜାର ଦର୍ଶକ  ଖେଳ କୁ ଉପଭୋଗ କରିଥିବା ବେଳେ ସୁବର୍ଣ୍ଣପୁର ର ସମସ୍ତ ଫୂଟବଲ ପ୍ରେମୀ ଓ ରାମଧୁନ କ୍ଲବ ମଝିପଡ଼ା ର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ l.


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026

You Might Also Like