-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||     

HOME   ଜିଲ୍ଲା

ବାର୍ଷିକ ଉଚ୍ଚମଧ୍ୟମିକ ପରୀକ୍ଷା ନିମନ୍ତେ ପରୀକ୍ଷା କେନ୍ଦ୍ର କୁ ଜିଲ୍ଲାପାଳଙ୍କ ପରିଦର୍ଶନ

19-Feb-2025



ବଲାଙ୍ଗିର(ପ୍ରେରଣା ଖବର): ବାର୍ଷିକ ଉଚ୍ଚମଧ୍ୟମିକ ପରୀକ୍ଷା ସୁରୁଖୁରୁରେ କାର୍ଯ୍ୟକାରିତାକୁ ସୁନିଶ୍ଚିତ କରିବା ପାଇଁ ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର ଆଜି ବଲାଙ୍ଗିର ସଦରରେ ଥିବା ମହିଳା ମହାବିଦ୍ୟାଳୟ ଏବଂ ଦେଓଗାଁ ପ୍ଲସ୍ ଟୁ କଲେଜ ପରିଦର୍ଶନ କରିଛନ୍ତି । ଛାତ୍ର ଛାତ୍ରୀଙ୍କ ପାଇଁ ଗୁରୁତ୍ବ ବହନ କରୁଥିବାରୁ ସେମାନେ କିପରି କୌଣସି ଅସୁବିଧାରେ ପରୀକ୍ଷା ଦେଇପାରିବେ ସେ ବାବଦରେ ଜିଲ୍ଲାପାଳ ଶ୍ରୀ ଇସଲୱାର ତର୍ଜମା  କରିଛନ୍ତି I ଶାନ୍ତିପୂର୍ଣ୍ଣ ତଥା ତ୍ରୁଟିଶୂନ୍ୟ ପରୀକ୍ଷା ପରିଚାଳନା କିପରି ଅବାଧରେ ହେବ ସେ ବିଷୟରେ ଦାୟିତ୍ବରେ ଥିବା ଅଧିକାରୀଙ୍କୁ ଧ୍ୟାନ ଦେବାକୁ କହିଥିଲେ । 
ଏହି ଗସ୍ତ ସମୟରେ ଜିଲ୍ଲାପାଳ ବ୍ୟକ୍ତିଗତ ଭାବେ ଏହି କେନ୍ଦ୍ରଗୁଡ଼ିକରେ ସିସିଟିଭି, ସୁରକ୍ଷା ଆଦି ବାବଦରେ ବୁଲି ଦେଖିଥିଲେ । ପିଲା ମାନେ ପ୍ରଶ୍ନ ପତ୍ର ଠିକ ସମୟରେ

ପାଇଲେ ନା ନାହି,ପରୀକ୍ଷା ପରିଚାଳକ ଉପଯୁକ୍ତ ତାଲିମ ପ୍ରାପ୍ତ ନା ନାହି ସେ ସମ୍ପର୍କରେ ପଚାରି ବୁଝିଥିଲେ । ସେହିପରି ଖରା ପାଇଁ ପାନୀୟ ଜଳ ବ୍ୟବସ୍ଥା କୁ ଧ୍ୟାନଦେବା ପାଇଁ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ I 
ସୂଚନା ଅନୁସାରେ,  ଫେବୃୟାରୀ ୧୮ ତାରିଖରୁ ଆସନ୍ତା ୨୭ ତାରିଖ ଯାଏଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାର କଳା , ବାଣିଜ୍ୟ, ବିଜ୍ଞାନ,ଓ ଧନ୍ଦାମୂଳକ ପାଠ୍ୟକ୍ରମ ନିମନ୍ତେ ବାର୍ଷିକ ଉଚ୍ଚମଧ୍ୟମିକ ପରୀକ୍ଷା ଅନୁଷ୍ଠିତ ହେବ । ଜିଲ୍ଲାପାଳଙ୍କ ଏହି ଗସ୍ତ ବେଳେ ବଲାଙ୍ଗିର ଶିକ୍ଷାଧିକାରୀ ପ୍ରଦୀପ କୁମାର ନାଗ, ବିଡିଓ ପ୍ରିୟରଞ୍ଜନ କୁମାର ମଧ୍ୟ ଉପସ୍ଥିତ ଥିଲେ I


News Comment




Photo in News

Advertisment
Lastest News
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026

You Might Also Like