-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||     

HOME   ଜିଲ୍ଲା

କରୋନା ଟିକା ନ ନେବାକୁ କନ୍ଧମାଳ ସ୍ବାସ୍ଥ୍ୟକର୍ମୀଙ୍କ ଚେତାବନୀ

15-Jan-2021



ଫୁଲବାଣୀ (ପ୍ରେରଣା ଖବର): କନ୍ଧମାଳର ସ୍ବାସ୍ଥ୍ୟକର୍ମୀ କରୋନା ଟିକା ନେବେନି ବୋଲି ଚେତାବନୀ ଦେଇଛନ୍ତି। ଏନେଇ ଜିଲ୍ଲାର ୧୫ ହଜାର ସ୍ବାସ୍ଥ୍ୟକର୍ମୀ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି ମାଧ୍ୟମରେ ଜଣାଇଛନ୍ତି। ସୁସ୍ଥ ଓଡ଼ିଶା ଓ କରୋନା ମୁକ୍ତ ଓଡ଼ିଶା ପାଇଁ ପ୍ରତିଜ୍ଞାବଦ୍ଧ ହୋଇ ନିଷ୍ଠାର ସହ କାର୍ଯ୍ୟ କରୁଥିବା କରୋନା ଯୋଦ୍ଧା ବହୁମୁଖୀ ପୁରୁଷ ଓ ସ୍ବାସ୍ଥ୍ୟକର୍ମୀ ଏବଂ ଉଭୟ ମହିଳା ଓ ପୁରୁଷ ସ୍ବାସ୍ଥ୍ୟ ପରିଦର୍ଶକଙ୍କ ପ୍ରତି ବିଭାଗର ଅବହେଳା ପ୍ରତିବାଦରେ ସ୍ବାସ୍ଥ୍ୟକର୍ମୀ ମାନେ ଟିକା ନନେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଓଡ଼ିଶା ବହୁମୁଖୀ ମହିଳା ସ୍ବାସ୍ଥ୍ୟକର୍ମୀ ସଂଘ, ରାଜ୍ୟ ପୁରୁଷ ବହୁମୁଖୀ ସ୍ବାସ୍ଥ୍ୟକର୍ମୀ ସଂଘ, ରାଜ୍ୟ ପୁରୁଷ ବହୁମୁଖୀ ସ୍ବାସ୍ଥ୍ୟ ପରିଦର୍ଶକ ସଂଘ ଓ ଓଡ଼ିଶା ବହୁମୁଖୀ ମହିଳା ସ୍ବାସ୍ଥ୍ୟ ପରିଦର୍ଶକ ସଂଘର କର୍ମକର୍ତ୍ତାମାନେ ଏ ନେଇ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ସେମାନଙ୍କ ଅସନ୍ତୋଷ ଜଣାଇଛନ୍ତି। ସେମାନଙ୍କ ପ୍ରତି ବିଭାଗ ଅବହେଳା ପ୍ରଦର୍ଶନ କରି ଆସିଥିବାରୁ ସେମାନେ ଟିକା ନେବେ ନାହିଁ ବୋଲି ଘୋଷଣା କରିଛନ୍ତି। ସ୍ବାସ୍ଥ୍ୟକର୍ମୀଙ୍କ ଏଭଳି ନିଷ୍ପତ୍ତି କନ୍ଧମାଳ ପ୍ରଶାସନ ପାଇଁ ଅଡ଼ୁଆ ପରିସ୍ଥିତି ସୃଷ୍ଟି କରିଛି। କିନ୍ତୁ ସେମାନେ କରୋନା ଟିକାକରଣ କାର୍ଯ୍ୟକ୍ରମରେ ସଂପୂର୍ଣ୍ଣ ସହଯୋଗ କରିବେ ବୋଲି କହିଛନ୍ତି।


News Comment




Photo in News

Advertisment
Lastest News
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026

You Might Also Like