-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||     

HOME   ଜିଲ୍ଲା

କନଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

19-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ସୋହେଲା ବ୍ଲକ ଅନ୍ତର୍ଗତ କନଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ  ବିଦ୍ୟାଳୟର ପରିଚାଳନା କମିଟିର ସଭାପତି ଦୁର୍ବାଦଳ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇ ଯାଇଛି । ମୁଖ୍ଯ ଅତିଥି ଭାବରେ ସରପଞ୍ଚ ଅଞ୍ଜଳୀ ପଧାନ , ମୁଖ୍ଯ ବକ୍ତା ଭାବରେ ଏବିଇଓ ମନୋହର ଉଟୀ ଯୋଗଦେଇ ଛାତ୍ର ଛାତ୍ରୀଙ୍କୁ ମାର୍ଗଦର୍ଶନ କରି ପୁରସ୍କୃତ କରିଥିଲେ । ଏହି ଅବସରରେ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକ ରାହାସ ବିହାରୀ ସାହୁ, ରସିକ ସାହୁ, ତୁଳାରାମ ମେହେର, ଜିତେନ୍ଦ୍ରୀୟ ସାହୁ, ନାରାୟଣ ସାହୁ, ତରଣୀସେନ ବାରିକ, ଗଣନାଥ ବାରିକଙ୍କୁ ଫୁଳ ଚନ୍ଦନ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ସଭାକାର୍ଯ୍ଯ କୁ ସି ଆର ସି ସି କେଦାରନାଥ ସାହୁ ସଂଯୋଜନା କରିଥିବା ବେଲେ  ସାଂସ୍କୃତିକ କାର୍ଯ୍ୟକ୍ରମକୁ ଶିକ୍ଷକ ପ୍ରଫୁଲ୍ଲ କୁମାର ପଣ୍ଡା , ପିଣ୍ଟୁ ବାରିକ ସଂଯୋଜନା କରିଥିଲେ । ପ୍ରଧାନଶିକ୍ଷକ ଶିଶିର ନାୟକ ଅତିଥି ପରିଚୟ  ସ୍ବାଗତ ଭାଷଣ ଦେଇଥିବା ବେଲେ ଶିକ୍ଷୟିତ୍ରୀ ମମତା ପଧାନ ଧନ୍ୟବାଦ ଅର୍ପଣ କରିଥିଲେ । ଛାତ୍ର ଛାତ୍ରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ପରିଚାଳନା କମିଟୀର ସଦସ୍ଯ ସଦସ୍ଯା ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026

You Might Also Like