-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||     

HOME   ଜିଲ୍ଲା

ଜ୍ଞାନ ବିଜ୍ଞାନ,କଳା ସଂସ୍କୃତିର‌ ମହୋତ୍ସବ ବିଦ୍ୟାଳୟର ବାର୍ଷିକ ଉତ୍ସବ

19-Feb-2025



ନୂଆଁପଡ଼ା(ପରମେଶ୍ୱର ମେହେର): ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ ଅନ୍ତର୍ଗତ ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦ୍ଵାରା ପରିଚାଳିତ ମହୁଲପଡା ସେବାଶ୍ରମ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ କମଳ ସିଂ ମାଝୀ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ମଙ୍ଗଳ ସଂପ୍ରସାରଣ ଅଧିକାରୀ ବୋଡ଼େନ କ୍ଷଣପ୍ରଭା ପାଣିଗ୍ରାହୀ , ବିଶିଷ୍ଟ ଅତିଥି ପୂର୍ବତନ ଗୋଷ୍ଠୀ ଶିକ୍ଷା ଅଧିକାରୀ ଜଗଦୀଶ ପ୍ରସାଦ‌ ଖମାରୀ, ମୁଖ୍ୟ ବକ୍ତା ଭାବେ ଆକାଶବାଣୀ, ଦୂରଦର୍ଶନ ଉଦଘୋଷିକା ମିତା ପଟ୍ଟନାୟକ, ସମ୍ମାନୀତ ଅତିଥି ମହୁଲପଡା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଗୈରହରି ମେହେର, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଜିତେନ୍ଦ୍ର ହଂସ ମଞ୍ଚାସିନ ହୋଇଥିଲେ । ଦେବପୂଜନ ସହ ବିଦ୍ୟାଳୟ ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ପ୍ରାରମ୍ଭିକ ସଂଗୀତ ଗାନ କରାଯାଇଥିଲା । ବିଦ୍ୟାଳୟ ତଥା ଛାତ୍ରଛାତ୍ରୀ ମାନଙ୍କ ପ୍ରତିଭାର‌ ପରିସ୍ଫୁଟ ପାଇଁ ବାର୍ଷିକ ଉତ୍ସବର ଗୁରୁତ୍ବ ଓ‌ ଶିକ୍ଷାର ମହତ୍ତ୍ଵ ସଂପର୍କରେ ସମସ୍ତ ଅତିଥି ଓ‌ ବକ୍ତା ଛାତ୍ରଛାତ୍ରୀ ମାନଙ୍କୁ ଦିଗଦର୍ଶନ ଦେଇଥିଲେ । ବିଭିନ୍ନ ବିଭାଗର କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପ୍ରଶଂସା ପତ୍ର ସହ ପୁରସ୍କୃତ କରାଯାଇଥିଲା । ଶେଷରେ ଶିକ୍ଷାର୍ଥୀମାନଙ୍କ ଦ୍ବାରା କ୍ଷୁଦ୍ର ନାଟକ-ଦାଦନ ଓ ସହିଦ ମାଧୋ ସିଂ ନାଟକ ଅଭିନୟ କରି ଦର୍ଶକଙ୍କ ମନକୁ ଆକୃଷ୍ଟ କରିପାରିଥିଲେ । ଏହି କାର୍ଯ୍ୟକ୍ରମକୁ ଶିକ୍ଷକ ଡିସମ୍ବର ମେହେର ପରିଚାଳନା କରୁଥିବା ବେଳେ ସେବିକା ଜ୍ୟୋସ୍ନାମୟୀ ଜଗତ ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026

You Might Also Like