-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||     

HOME   ରାଜ୍ୟ

ପଞ୍ଚଭୁତରେ ଲୀନ ହେଲେ ପୂର୍ବତନ ସାଂସଦ ମୃତ୍ୟୁଞ୍ଜୟ ନାୟକ

20-Feb-2025



ଫୁଲବାଣୀ(କ୍ଷୀରୋଦ କୁମାର ସାହାଣୀଙ୍କ ରିପୋର୍ଟ ) କନ୍ଧମାଳ ଜିଲ୍ଲା କଂଗ୍ରେସ ଦଳର ଭେଟେରାନ ଲିଡର ତଥା ପୂର୍ବତନ ସାଂସଦ ମୃତ୍ୟୁଞ୍ଜୟ ନାୟକଙ୍କ ୭୬ ବର୍ଷ ବୟସରେ  ଚିକିତ୍ସା ଧୀନ ଅବସ୍ଥାରେ ଭୁବନେଶ୍ୱର ସ୍ଥିତ ଏମସ ହସ୍ପିଟାଲ ରେ ମୃତ୍ୟୁକୁ ଜୟ କରିପାରିଲେନି ମୃତ୍ୟୁଞ୍ଜୟ ଆଉ ତାଙ୍କର ସତରେ ମୃତ୍ୟୁ ହୋଇଯାଇଛି। ମଙ୍ଗଳବାର ସନ୍ଧ୍ଯା ୬.୩୦ ମିନିଟ ସମୟରେ ଭୁବନେଶ୍ବର ସ୍ଥିତ ଏମସ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ  ଖବର ସାରା କନ୍ଧମାଳ ଜିଲ୍ଲାରେ ପ୍ରଚାରିତ ହେବା ସଂଗେ ସଂଗେ ସମଗ୍ର ଜିଲ୍ଲାରେ ଶୋକର ଛାୟା ଖେଳି ଯାଇଥିଲା ।  ସେ ଫୁଲବାଣୀରେ ନିଜ ବାସ ଗୃହରେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ପ୍ରଥମେ ବ୍ରହ୍ମପୁର

ଓ ପରେ ଭୁବେନଶ୍ବରସ୍ଥିତ ଏମସ ମେଡ଼ିକାଲ କୁ ସ୍ଥାନାନ୍ତର କରାଯାଇଥିଲା ଏବଂ ସେଠାରେ ତାଙ୍କର ଚିକିତ୍ସିତ ଅବସ୍ଥାରେ ମୃତ୍ୟୁ ହୋଇଥିଲା।  ସ୍ଵର୍ଗତ ମୃତ୍ୟୁଞ୍ଜୟ ନାୟକ ଛାତ୍ର ଜୀବନରୁ ରାଜନୀତି ଆରମ୍ଭ କରି ତତ୍କାଳୀନ  ଫୁଲବାଣୀ ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ର ଛାତ୍ର ସଂସଦ ସଭାପତି ରୁ ଆରମ୍ଭ କରି କଂଗ୍ରେସ ଦଳରୁ ପ୍ରଥମେ ୧୯୮୦,୧୯୯୧,୧୯୯୬ ମିସିହା ରେ ତିନିଥର ସାଂସଦ ହୋଇଥିଲେ । ଏତଦ ସହିତ ସେ ଏସ.ସି କମିଶନ ସଦସ୍ୟ ମଧ୍ୟ୍ୟ ରହି ବେଶ୍ ଦକ୍ଷତାର ସହ କାର୍ଯ୍ୟ କରି ପ୍ରଶଂସା ସୁନାମ ଅର୍ଜନ କରିଥିଲେ  ।  କନ୍ଧମାଳ ଜିଲ୍ଲାର ଜଣେ ଟାଣୁଆ ଛାମୁଆ ନେତା ଭାବେ ବେଶ୍ ପରିଚିତ ଥିଲେ । ମୃତ୍ୟୁଞ୍ଜୟ ନାୟକ ସାଂସଦ ଥିବା ବେଳେ ପାର୍ଲିଆମେଣ୍ଟ ଟାଇଗର ଆଖ୍ୟା ପାଇଥିଲେ । ସାଂସଦ ନାୟକଙ୍କ ସମୟରେ  ଫୁଲବାଣୀ ରେ ମହିଳା ମାନଙ୍କ ଉଚ୍ଚ ଶିକ୍ଷାଦାନ ର ସୁବିଧା ପାଇଁ ଏକ ସଞ୍ଜୟ ସ୍ମୃତି ମହିଳା ମହାବିଦ୍ୟାଳୟ ( ଏସଏମ ) କଲେଜ ପ୍ରତିଷ୍ଠା କରିବା ସହିତ କନ୍ଧମାଳ ଜିଲ୍ଲାର ବହୁ ଉନ୍ନୟନ କାର୍ଯ୍ୟ ହୋଇପାରିଥିଲା। ମୃତ୍ୟୁଞ୍ଜୟ ନାୟକଙ୍କ ମୃତ୍ୟୁରେ କନ୍ଧମାଳ ଜିଲ୍ଲା  କଂଗ୍ରେସ ଦଳ ପାଇଁ ଏହା ଏକ ଅପୂରଣୀୟ କ୍ଷତି ଯାହାକି ତାଙ୍କ ସ୍ଥାନ ଆଉ କେହି ପୂରଣ କାଟିପାରିବେନି । ବୁଧବାର ଅପରାହ୍ନରେ କନ୍ଧମାଳ ଜିଲ୍ଲାର ଦଳମତ ନିର୍ବିଶେଷରେ ଓ ଶତାଧିକ କଂଗ୍ରେସ ପ୍ରେମୀ ସ୍ବର୍ଗତ ନାୟକ ମୃତ ଶରୀରକୁ ଧରି ତାଙ୍କ ବାସଭବନରୁ ଏକ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରି ରାମ୍ ନାମ୍ ସତ୍ୟ ହେ ନାରା ଦେଇ ମାଁ ନାରାୟଣୀ ସ୍ମଶାନ କୁ ନେ଼ଇ ଶେଷକୃତ୍ୟ ସଂପନ୍ନ କରାଯାଇ ଥିଲା । ପୂର୍ବତନ ସାଂସଦ ସ୍ବର୍ଗତ ନାୟକଙ୍କ ବିୟୋଗରେ କନ୍ଧମାଳ ଜିଲ୍ଲା ବିଜେଡିର ଭେଟେରାନ ଲିଡର ତଥା ପୂର୍ବତନ ସାଂସଦ ମନ୍ତ୍ରୀ ଶ୍ରୀ ପଦ୍ମନାଭ ବେହେରା ଗଭୀର ଶୋକ ପ୍ରକାଶ କରି ତାଙ୍କର ଶୋକ ସନ୍ତପ୍ତ ପରିବାର ପାଇଁ ସମବେଦନା ଜଣାଇଥିଲେ,, ଏହାପରେ ଫୁଲବାଣୀ  ମାନ୍ୟବର ବିଧାୟକ ଶ୍ରୀ ଉମାଚରଣ ମଳିକ ମଧ୍ୟ୍ୟ ଗଭୀର ଶୋକ ପ୍ରକାଶ କରି ଥିଲେ , ଏହା ସହିତ ଜିଲ୍ଲାର ବରିଷ୍ଠ ସାମ୍ବାଦିକ ନାଜିର ଅଖତାର, ଡ଼ଃ ଅରୂପ ଜେନା, ବରିଷ୍ଠ ଆଇନଜୀବୀ ବିଜୟ ମହାନ୍ତି,ପ୍ରେସ କ୍ଲବ ସଭାପତି ସୁନୀଲ ପଟ୍ଟନାୟକ,ସାମ୍ବାଦିକ ସୁବାସ ପ୍ରଧାନ,ଜୟ ସେନ ପରିଡ଼ା,ସନ୍ତୋଷ ଦିଗାଲ, ବୈଦ୍ୟନାଥ ନାୟକ,ବଳଦେବ ବେହେରା, ଗୌରଚରଣ ବେହେରା,ସୁଜିତ ବେହେରା,ବୈଦ୍ୟନାଥ ବେହେରା,ରାଧା ମୋହନ ମହାପାତ୍ର, ନାରାୟଣ ସାହୁ,ଦିଲୀପ ନାୟକ,ଗଙ୍ଗା କହଁର, ପ୍ରସନ୍ନ ସ୍ବାଇଁ,ପୂର୍ବତନ ସାଂସଦ ରାଧାକାନ୍ତ ଦିଗଲ,ପୂର୍ବତନ ବିଧାୟକ ଅଭମନ୍ୟୁ ବେହେରା, ଜିଲ୍ଲା କଂଗ୍ରେସ ସଭାପତି ଚନ୍ଦ୍ର ଶେଖର ପରିଡ଼ା, ଶିବଶଙ୍କର ବେହେରା,ବରିଷ୍ଠ କଂଗ୍ରେସ ନେତା ହେମନ୍ତ କର, ଜି.ଉଦୟଗିରି ବିଧାୟକ ପ୍ରଫୁଲ୍ଲ ପ୍ରଧାନ, ସନ୍ତୋଷ କୁମାର ପାତ୍ର,ବଂଶୀଧର ସ୍ବାଇଁ,ପୂର୍ବତନ ଜିଲ୍ଲା କଂଗ୍ରେସ୍ ସଭାପତି ଅନାମ ନାୟକ ପ୍ରମୁଖ ଗଭୀର ଶୋକ ପ୍ରକାଶ କରିବା ସହ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026

You Might Also Like