-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||     

HOME   ଜିଲ୍ଲା

ପ୍ରଧାନଶିକ୍ଷକଙ୍କ ପ୍ରଗତି ତାଲିମ୍ ଉଦଯାପିତ

20-Feb-2025



ଟିକାବାଲି(ରମେଶ ପଣ୍ଡା): ସ୍ଥାନୀୟ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ   ଟିକାବାଲି ଠାରେ ଟିକାବାଲି ବ୍ଲକର  36 ଜଣ ପ୍ରଧାନ ଶିକ୍ଷକଙ୍କୁ ନେଇ ତ୍ରିଦିବସୀୟ  'ପ୍ରଗତି, ତାଲିମ୍   ଅନୁଷ୍ଠିତ  ହୋଇ ଯାଇଛି। ଗତ ୧୭ତାରିଖରେ ଏହାର ଉଦଘାଟନୀ ଉତ୍ସବରେ ଯୋଗ ଦେଇ ପ୍ରଶିକ୍ଷଣ ଅନୁଷ୍ଠାନର ଅଧ୍ୟକ୍ଷ  ଡ.ଶିବ ପ୍ରସାଦ ପଣ୍ଡା  ଯୋଗ ଦେଇ ଦୀପ ପ୍ରଜ୍ବଳନ କରିବା ସହିତ ପ୍ରଧାନ ଶିକ୍ଷକ/ଶିକ୍ଷୟିତ୍ରୀ ମାନଙ୍କୁ ମାର୍ଗଦର୍ଶନ କରିଥିଲେ। ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ଅନୁଷ୍ଠାନର ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ପରିଚାଳିତ ଏହି ତାଲିମ୍ କାର୍ଯ୍ୟକ୍ରମରେ ସମ୍ବଳ ଶିକ୍ଷକ ଭାବେ ଶ୍ରୀ ପ୍ରଦୀପ କୁମାର ମହାପାତ୍ର ଶ୍ରୀ ରମେଶ ଚନ୍ଦ୍ର ବରାଳ,ଶ୍ରୀ ପବିତ୍ର କୁମାର ସାହୁ ଏବଂ ଟିକାବାଲି ସହ ଗୋଷ୍ଠୀ ଶିକ୍ଷାଧିକାରୀ  ଗଣେଶ କହଁର  ଶିକ୍ଷଣ କାର୍ଯ୍ୟକୁ ଅତି ସୁନ୍ଦର ଭାବେ ପରିଚାଳନା କରିଥିଲେ। ପ୍ରଶିକ୍ଷାର୍ଥୀ ମାନଙ୍କର ଉତ୍ସାହ, ଆଗ୍ରହ ଓ ସକ୍ରିୟ ଅଂଶଗ୍ରହଣ ତାଲିମକୁ ବେଶ୍ ଆନନ୍ଦମୟ କରିଥିଲା । ଏଥିରେ ନୂତନ ଶିକ୍ଷାନୀତି, ବିଦ୍ୟାଳୟ ଶର ସମସ୍ୟା, ସମ୍ବଳ ପରିଚାଳନା ନେତୃତ୍ବର ବିକାଶ ଆଦି ବିଭିନ୍ନ ବିଷୟରେ ପ୍ରଶିକ୍ଷଣ ଦିଆଯାଇଥିଲା । ଆଜି ଏହାର ଉଦଯାପନୀ ଉତ୍ସବରେ ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ଶିକ୍ଷକ ପ୍ରଶିକ୍ଷିକା ସୁଶ୍ରୀ ରଶ୍ମିତା ଗିରି  ପ୍ରଶିକ୍ଷାର୍ଥୀଙ୍କୁ ସେମାନଙ୍କ ଭୂମିକା ସମ୍ପର୍କରେ ମାର୍ଗଦର୍ଶନ  କରିଥିଲେ। ଏଥିରେ ଅଂଶ ଗ୍ରହଣ କରିଥିବା ପ୍ରଶିକ୍ଷାର୍ଥୀ ମାନଙ୍କ ଉପରେ ନୂତନ ଶିକ୍ଷାନୀତି କାର୍ଯ୍ୟକାରିତାର ଗୁରୁ ଦାୟିତ୍ବ ରହିଥିବାରୁ ଅଧିକ ଉତ୍ସର୍ଗୀକୃତ ହୋଇ କାର୍ଯ୍ୟ କରିବା ପାଇଁ ସମ୍ବଳ ଶିକ୍ଷକ ମାନେ ପ୍ରଧାନ ଶିକ୍ଷକ/ ଶିକ୍ଷୟିତ୍ରୀଙ୍କୁ ଅଭିପ୍ରେରିତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026

You Might Also Like