-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳ ଏବଂ ଡିଇଓ ଙ୍କୁ ସୁବର୍ଣ୍ଣପୁର ଜିଲ୍ଲାର କଳା ଓ କ୍ରାଡା ଶିକ୍ଷକ ସଂଘର ଦାବୀ ପତ୍ର ପ୍ରଦାନ

20-Feb-2025



ସୋନପୁର  (ମନୋରଞ୍ଜନ ତ୍ରିପାଠୀ )
ଓଡିଶା ସରକାରଙ୍କର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମାନଙ୍କରେ ନିଯୁକ୍ତି ପାଇଥିବା ସମଗ୍ର ସାମୟିକ କଳା ଓ କ୍ରୀଡା ପ୍ରଶିକ୍ଷକମାନଙ୍କର ପାର୍ଟ ଟାଇମ (ଅସ୍ଥାୟୀ)  ଚାକିରି କୁ ଉଚ୍ଛେଦ କରି ସ୍ଥାୟୀ ନିଯୁକ୍ତି ପ୍ରଦାନ କରିବା ନିମନ୍ତେ ସୁବର୍ଣ୍ଣପୁର ଜିଲ୍ଲାର କଳା ଓ କ୍ରାଡା ଶିକ୍ଷକ ସଂଘ ଜିଲ୍ଲାପାଳ ଓ ଡିଇଓ ଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବୀ ପତ୍ର ପ୍ରଦାନ କରିଛନ୍ତି । ୨୦୧୩ ମସିହାରୁ କଳା (ଭିଜୁଆଲ୍ ଆର୍ଟ/ ପାରଫରମିଙ୍ଗ ଆର୍ଟ ) ଓ କ୍ରୀଡା ପ୍ରଶିକ୍ଷକ ମାନେ ନିଯୁକ୍ତି ପାଇଥିଲେ ସୁଦ୍ଧା ସେମାନଙ୍କୁ ସ୍ଥାୟୀ କରାଯାଇନାହିଁ । ଦୀର୍ଘ ୧୨ ବର୍ଷ ଧରି ନିଯୁକ୍ତି ପାଇଥିବା ଏହି ସାମୟିକ ପ୍ରଶିକ୍ଷକ ମାନେ ନିଃସ୍ୱାର୍ଥପର ଭାବରେ ବିଦ୍ୟାଳୟ ମାନଙ୍କରେ ନିଜର କାର୍ଯ୍ୟ ସୁଚାରୁରୂପେ ସମ୍ପାଦନ କରୁଥିବା ସତ୍ୱେ ପ୍ରତି ମୁହୁର୍ତରେ ଅବହେଳା ର ଶିକାର ହୋଇଆସୁଛନ୍ତି । 
କିନ୍ତୁ ରାଜ୍ୟ ସରକାରାଙ୍କର ସର୍ବଶିକ୍ଷା ଅଭିଯାନ ଅଧୀନରେ କାର୍ଯ୍ୟରତ ଶିକ୍ଷାସହାୟକ ୨୦୦୮ ମସିହାରେ, ଗଣଶିକ୍ଷକ ମାନଙ୍କୁ ୨୦୧୭ ମସିହାରେ ଏବଂ ବହୁଭାଷୀ ( ଏମ.ଏଲ.ଉ) ଶିକ୍ଷକ ମାନଙ୍କୁ ୨୦୨୨ ସମିହାରେ କ୍ୟାଡରଭୁକ୍ତ କରାଇ ଯେଉଁଭଳି ଭାବରେ ସ୍ଥାୟୀ ନିଯୁକ୍ତି ପ୍ରଦାନ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ, ସେହିଭଳି ଆମ୍ଭ କଳା ଓ କ୍ରୀଡା ପ୍ରଶିକ୍ଷକ ମାନଙ୍କ କ୍ୟାଡରଯୁକ୍ତ କରାଇ ସ୍ଥାୟୀ ନିଯୁକ୍ତି ପ୍ରଦାନ କଲେ ଆମ୍ଭେ ୪୭୮୧ କଳା ଓ କ୍ରୀଡା ଶିକ୍ଷକଙ୍କ ପରିବାର ଆପଣଙ୍କ ନିକଟରେ କୃତଜ୍ଞ ହେବୁ ବୋଲି ଦାବି ପତ୍ରରେ ଉଲ୍ଲେଖ କରାଯାଇଛି । ଏହି ଅବସରରେ ସଂଘର ସମ୍ପାଦକ ଚୌଧୁରୀ ବିଭାର,  ସହ ସମ୍ପାଦକ ସଞ୍ଜୟ କୁମାର ସାହୁ, ଶ୍ୟାମ ସୁନ୍ଦର ମେହେର , ଶ୍ରୀନିବାସ ସାହୁ, ଆଲୋକ ଗହନ,ସୁକାନ୍ତ କୁମାର ମାହାକୁର, ପ୍ରସନ୍ନ କୁମାର ତାଣ୍ଡି, ପ୍ରମୋଦ କୁମାର ନାୟକ, ସୁଜାତା ସାହୁ, ସୁରେନ୍ଦ୍ର ମେହେର, ମିନାକ୍ଷୀ ପଣ୍ଡା, ନିର୍ମଳ ପୋଡ଼, ସୁରେନ୍ଦ୍ର କୁମାର ମେହେର, ରାମ କୁମାର ପାତ୍ର ଶିକ୍ଷକ  ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026

You Might Also Like