-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||     

HOME   ଜିଲ୍ଲା

ଖଗେଶ୍ବର ସାହିତ୍ୟ କଳା ପରିଷଦର ବଛରକିଆ ଉଛବ ସଂସ୍କୃତି,ମନର ଐକ୍ୟ ହିଁ ଭାଷା ପ୍ରଗତିର ପଥ

20-Feb-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ଖଗେଶ୍ବର ସାହିତ୍ୟ କଳା ପରିଷଦର ବଛରକିଆ ଉଛବ ଅନୁଷ୍ଠିତ ହୋଇଯାଇଛି।ଧୁମାପାଲି ଗ୍ରାମରେ ଆୟୋଜିତ ଉକ୍ତ ଉତ୍ସବରେ କଳାକାର ତୁଳସୀ ପ୍ରସାଦ ଗଡତୀୟାଙ୍କ ଜୟନ୍ତୀ ଓ ସାହିତ୍ୟ ପ୍ରାଣ କବି ଖଗେଶ୍ବର ଶେଠଙ୍କ ପୁଣ୍ୟ ତିଥି ପାଳନ କରାଯାଇଥିଲା।ସଭାପତି ମୋହନ ସିଂ କହ୍ନେଇ ପୌରୋହିତ୍ୟରେ ଅନୁଷ୍ଠିତ ସଭାରେ ଗବେଷକ ଡ ସୁଵାଷ ମେହେର, ସ୍ତମ୍ଭକାର ସୁଶାନ୍ତ କୁମାର ମଶ୍ର ,ଗ୍ରାମର ଗୌନ୍ତିଆ ରଘୁପତି ସାହୁ, ସାମାଜିକକର୍ମୀ ଛଵିଳ ମଲ୍ଲିକ,ସମ୍ଵଲପୁର ମୁକ୍ତ ବିଶ୍ୱବିଦ୍ୟାଳୟର ସହକାରୀ ପ୍ରଫେସର ରାଧାକାନ୍ତ ସୁନା ପ୍ରମୁଖ ଅତିଥି ଭାବେ ଯୋଗଦେଇ ଦୁଇ ସାଧକଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। ଆଲୋଚକ ଭାବେ ପ୍ରଫେସର ଡ଼.ପ୍ରଦୀପ କୁମାର ପ୍ରଧାନ କଳାକାର ତୁଳସୀ ପ୍ରସାଦ ଗଡତୀୟାଙ୍କ ଜୀବନୀ ଵିଷୟରେ, ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟର ପ୍ରଫେସର ପ୍ରମୋଦ କୁମାର ପାଢୀ କବି ଖଗେଶ୍ବର ଶେଠ ସାହିତ୍ୟର ଗରିମା ସଂପର୍କରେ ଆଲୋଚନା କରିଥିଲେ। ସାଂସ୍କୃତିକ ତଥା ମନର ଐକ୍ୟ ରହିଲେ ଭାଷା ପ୍ରଗତିର ପଥ ସୁଗମ ହୋଇପାରିବ ବୋଲି ସଭାରେ ମତପ୍ରକାଶ ପାଇଥିଲା ‌ସୁଷମା ଭୋଇ ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ। ବାରଙ୍ଗବାହାଲ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ସ୍ଵାଗତ ନୃତ୍ୟ ପରିବେଷଣ କରିଥିଲେ। ଅଧ୍ୟାପକ ସରୋଜ କୁମାର ପାଣିଗ୍ରାହୀ ଅତିଥି ପରିଚୟ, ଉପସଭାପତି ହୃଦମଣି ସାହୁ ଉଦ୍ଦେଶ୍ୟ ଜ୍ଞାପନ, ସଂପାଦକ ରାଜେଶ୍ଵର ବେହେରା ବିବରଣୀ ପଠନ କରିଥିଲେ। ଚିତ୍ରଶିଳ୍ପୀ ଅଭିମନ୍ୟୁ ମେହେରଙ୍କୁ ଚଳିତବର୍ଷ ପ୍ରଥମ ଭାଵେ କଳାକାର ତୁଳସୀ ପ୍ରସାଦ ଗଡତୀୟା କଳା ସମ୍ମାନରେ ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ସେହିପରି ସାହିତ୍ୟିକ ଅମୃତ ଲାଲ ସାହୁଙ୍କୁ ଖଗେଶ୍ବର ସାହିତ୍ୟ ସମ୍ମାନରେ ସମ୍ମାନିତ କରାଯାଇଥିଲା। ଗଣେଶ ସାହୁ ଓ ମକରଧ୍ବଜ ମେହେର ମାନପତ୍ର ପଠନ କରିଥିଲେ। ସହ ସଂପାଦକ ମକରଧ୍ବଜ ସାହୁ ସଭାକୁ ସଂଯୋଜନା କରିଥିଲେ। ବିଶ୍ଵାମିତ୍ର ରାୟ ଧନ୍ୟବାଦ ଅର୍ପଣ କରିଥିଲେ। ଦ୍ଵିତୀୟ ଅଧିବେଶନରେ ଆୟୋଜିତ ସମ୍ବଲପୁରୀ କବିତା ଆସରରେ ଅଧ୍ୟାପକ ସରୋଜ କୁମାର ପାଣିଗ୍ରାହୀ ଅତିଥି ଭାବେ ଯୋଗଦେଇ କବି ମାନଙ୍କୁ ଉତ୍ସାହିତ କରିଥିଲେ।କବି ଜଗନ୍ନାଥ କୁମ୍ଭାରଙ୍କ ପରିଚାଳନାରେ କବୟିତ୍ରୀ ସାବିତ୍ରୀ ମେହେର, କବିଶ୍ରୀ-ଯୁବରାଜ ଦୀପ, ମକରଧ୍ବଜ ସାହୁ , ଜଗତଜ୍ଜୀବନ ରାମ ଡନସନା, ମକରଧ୍ବଜ ମେହେରଙ୍କ ସମେତ ବହୁ କବି କଵିତା ପାଠ କରିଥିଲେ। ତୃତୀୟ ଅଧିବେଶନରେ ଆୟୋଜିତ ସଂଗୀତ ସମାରୋହରେ କଣ୍ଠଶିଳ୍ପୀ ସୁଷମା ଭୋଇ, ବରୁଣ ବାଗ, ଜଗନ୍ନାଥ କୁମ୍ଭାର ପ୍ରମୁଖ ସମ୍ବଲପୁରୀ ଗୀତ ପରିବେଷଣ କରିଥିଲେ। ଚତୁର୍ଥ ଅଧିବେଶନରେ ସମ୍ବଲପୁରୀ ଲୋକନୃତ୍ୟ ପରିବେଷିତ ହୋଇଥିଲା।ଟି-ଗଣ୍ଡପାଲି ସରଗିଡାଙ୍ଗ ନୃତ୍ୟ କଳା ପରିଷଦର କଳାକାରଗଣ ନୃତ୍ୟଶିଳ୍ପୀ ପ୍ରତିମା ସେଠଙ୍କ ନିର୍ଦ୍ଦେଶନାରେ ସିରି ସମଲେଇ ଲୋକନୃତ୍ୟ ପରିବେଷଣ କରିଥିଲେ। ସେହିପରି କୁମ୍ଭାରୀର ବ୍ରଜେଶ୍ଵରୀ ନୃତ୍ୟ କଳା ପରିଷଦର କଳାକାର ଶବ୍ଦ ନୃତ୍ୟ, ବିଜେପୁର ସଂଗୀତ କଳା ପରିଷଦର କଳାକାରଗଣ ଲୋକନୃତ୍ୟ ଓ ଲୋକଗୀତ ପରିବେଷଣ କରି ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରି ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026

You Might Also Like