-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ବାଳିକା ଉଚ୍ଚ ବିଦ୍ୟାଳୟ ରେ "ଫଟିଚିଉଦ ୦୨"

20-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଦଶମ ଶ୍ରେଣୀ ପରୀକ୍ଷା ଆରମ୍ଭ ହେବାକୁ ଯାଉଛି। ତତ ସହିତ ଦଶମ ଶ୍ରେଣୀ ପରୀକ୍ଷାର୍ଥୀ ଙ୍କ ମନ ର ସଂଶୟ ବଢ଼ି ବଢ଼ି ଚାଲିଛି । ଏହାକୁ କୁ ଲାଘବ କରିବା ପାଇଁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁର ରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ  ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ ଙ୍କ ନିର୍ଦ୍ଦେଶ କ୍ରମେ ଆରମ୍ଭ ହୋଇଯାଇଛି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ' ଫର୍ଟିଚିଉଡ଼' ର ଦ୍ଵିତୀୟ ପର୍ଯ୍ୟାୟ । ଏହି କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ର ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନେ ଦଶମ ଶ୍ରେଣୀ ର ଛାତ୍ରୀ ମାନଙ୍କ ଘରକୁ ଘର ଯାଇ ପିଲା ଓ ତାଙ୍କ ପିତା ମାତା ଙ୍କର ଶଙ୍କା ନିବାରଣ କରୁଛନ୍ତି।  ପ୍ରତି ପରୀକ୍ଷା ର ପୂର୍ବ ଦିନ ବିଷୟ ଶିକ୍ଷକ ତଥା ଶିକ୍ଷୟିତ୍ରୀ ପିଲା ମାନଙ୍କ ଘରକୁ ଯାଇ ପିଲା ଙ୍କ ର ସନ୍ଦେହ ମୋଚନ କରିବେ। କାଲି ଓଡ଼ିଆ ଥିବାରୁ ଓଡ଼ିଆ ଶିକ୍ଷୟତ୍ରୀ ରବିନା ପଧାନ ଓ ଖୁସବୁ ବରିହା ପିଲା ଙ୍କ ଘର କୁ ଯାଇ ସେମାନଙ୍କର ଭୟ ଦୂର କରିବା ସହିତ ବିଷୟାଗତ ସନ୍ଦେହ ମୋଚନ କରିଥିଲେ ।  ଛାତ୍ରୀ ମାନଙ୍କ ପିତା ମାତା ତଥା ଅଭିଭାବକ ମାନଙ୍କ ତରଫରୁ ବିଦ୍ୟାଳୟ ର ଏହି ଅଭିନଵ ପ୍ରୟାସ କୁ ସ୍ୱାଗତ କରାଯାଇଅଛି ଓ ଏହା ସମାଜ ରେ ସରକାରୀ ବିଦ୍ୟାଳୟ ପ୍ରତି ସକାରାତ୍ମକ ଭାବନା ବଢ଼ାଉଛି ବୋଲି ମତ ପ୍ରକାଶ ପାଉଛି । ଏହି କାର୍ଯ୍ୟକ୍ରମ ପରୀକ୍ଷା ର ଶେଷ ଦିନ ପର୍ଯ୍ୟନ୍ତ ଚାଲୁ ରହିବ ବୋଲି ବିଦ୍ୟାଳୟ ର  ପ୍ରଧାନ ଶିକ୍ଷକ ଶ୍ରୀ ପାଣିଗ୍ରାହୀ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like