-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ଖେଳ ଶିକ୍ଷକ ଚିନ୍ମୟ ଦାସ ମାୟାବର୍ହା ହାଇସ୍କୁଲ ରେ ଯୋଗଦେଲେ

21-Feb-2025



ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହ୍। ଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ, ରବିଚନ୍ଦ୍ର ପାଶୟତଙ୍କ ସଭାପତିତ୍ବରେ ନୂତନ ଭାବରେ ଯୋଗଦେଇଥିବା ଖେଳ ଶିକ୍ଷକ ଚିନ୍ମୟ କୁମାର ଦାସଙ୍କୁ ଛାତ୍ର ଛାତ୍ରୀ ଓ ଶିକ୍ଷକ ତଥା ଅଭିଭାବକ ମାନଙ୍କ ଦ୍ଵାରା ସ୍ବାଗତ ସମ୍ବର୍ଦ୍ଧନା କରାଯାଇଛି। ସଭାରେ ସମ୍ମାନିତ ଅତିଥି ଭାବରେ ବିଦ୍ୟାଳୟର ପରିଚାଳନା କମିଟି ସଦସ୍ୟ ଭକ୍ତ ଭୋଇ ମଞ୍ଚାସିନ ହୋଇ ବିଦ୍ୟାଳୟର ବହୁ ଦିନରୁ ଖାଲି ପଡ଼ିଥିବା ଖେଳ ଶିକ୍ଷକ ପଦବୀ ପୂରଣ ହୋଇଥିବାରୁ ଓଡ଼ିଶା ସରକାରଙ୍କୁ ଧନ୍ୟବାଦ୍ ଅର୍ପଣ କରିବା ସହ ଖୁସି ବ୍ୟକ୍ତ କରିଥିଲେ ।  ବିଦ୍ୟାଳୟ ପରିଚାଳନା  କମିଟି ବରିଷ୍ଠ ସଦସ୍ୟ ବେଣୁଧର ଚୌଧୁରୀ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ବିଦ୍ୟାଳୟର ଉନ୍ନତି ପାଇଁ କାମ କରିବାକୁ ଆହ୍ବାନ ଦେଇଥିଲେ । କନ୍ଦ। ଗଡ ଉଚ୍ଚ ବିଦ୍ୟାଳୟ ର ପୂର୍ବତନ ଶିକ୍ଷକ ସମ୍ପଦ ଖମାରୀ ବିଦ୍ୟାଳୟର କ୍ରୀଡା ର ବିକାଶ ଦିଗରେ କାମ କରିବାକୁ ଖେଳ ଶିକ୍ଷକ୍ ଙ୍କୁ ଆହ୍ବାନ ଦେଇଥିଲେ। ଖେଳ ଶିକ୍ଷକ ଚିନ୍ମୟ କୁମାର ଦାସ ତାଙ୍କ ଭାଷଣରେ ବିଦ୍ୟାଳୟର ଛାତ୍ର ଛାତ୍ରୀଙ୍କ ସର୍ବାଙ୍ଗୀନ ବିକାଶ ଦିଗରେ ସତତ ଚେଷ୍ଠା କରିବାକୁ ପ୍ରକାଶ କରିଥିଲେ।ସଭାର ପ୍ରାରମ୍ଭରେ ଅନ୍ତରା ଜାଲ ଓ ସାଥୀ ସ୍ବାଗତ ସଙ୍ଗୀତ ପରିବେଷଣ କରିଥିବେଳେ ବିଜ୍ଞାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ସଭାକୁ ସଂଯୋଜନା କରିଥିଲେ ।ଛାତ୍ରୀ ଝରଣା ସାହୁ, ବିକାଶ ସାହୁ,ଅମିତ୍ ଯୁଆଡି ଓ ପୂଜାରାଣୀ ଦୀପ ନିଜ ନିଜ ବକ୍ତବ୍ୟ ରଖିଥିଲେ ।ଶେଷରେ ଶିକ୍ଷକ ରାଜୁ ମେହେର ଧନ୍ୟବାଦ୍ ଅର୍ପଣ କରିଥିଲେ।

କାର୍ଯ୍ୟକ୍ରମ କୁ ନନ୍ଦିଘୋଷ ବାରିକ,ସଞ୍ଜୀବ ପୂଜାରୀ, ଗଜାନନ ପ୍ରଧାନ, ଲିପି ପ୍ରଧାନ, ମୀନକେତନ ଦାସ, ବିଭୀଷଣ ଖମାରୀ, ସୁରଜ୍ ଖମାରୀ ଓ ସମୀର କଠାର ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like