-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

*ବିଭିନ୍ନ ପ୍ରସଙ୍ଗ ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ଓଡ଼ିଶା ସାମ୍ବାଦିକ ସଂଘ କର୍ମକର୍ତ୍ତା*

21-Feb-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ଓଡ଼ିଶା ସାମ୍ୱାଦିକ ସଂଘ ସୁବର୍ଣ୍ଣପୁର ଜିଲ୍ଲା ଶାଖା ପକ୍ଷରୁ ଦିବଂଗତ ତଥା ଦୁସ୍ଥ ସାମ୍ୱାଦିକଙ୍କ ପରିବାରକୁ ବାର୍ଦ୍ଧକ୍ୟ ଓ ବିଧବା  ପେନସନ  ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କରକମଳରେ ପ୍ରଦାନ କରାଯାଇଛି। ଏଥିପାଇଁ  ଜିଲ୍ଲାପାଳଙ୍କ ଅଫିସ ପ୍ରକୋଷ୍ଠରେ ଉକ୍ତ ହିତାଧିକାରୀଙ୍କ ସହିତ ଆଲୋଚନା କରି ଜିଲ୍ଲାପାଳ ଅନ୍ୟା ଦାସ ସେମାନଙ୍କ ଭଲମନ୍ଦ ପଚାରି ବୁଝିବା ସହ ସେମାନଙ୍କର ଆର୍ଥିକ ସ୍ଥିତିରେ ସୁଧାର ପାଇଁ ବିଭିନ୍ନ ପରାମର୍ଶ ଦେବା ସହ ବର୍ତ୍ତମାନ  ସ୍ଵର୍ଗତ ବିନୟ ରଞ୍ଜନ ପ୍ରଧାନ ଙ୍କ ଉଚ୍ଚ ଶିକ୍ଷିତା ନାତୁଣୀ ହରିପ୍ରିୟା ଓ ସ୍ଵର୍ଗତ ଗୋପାଳ ମିଶ୍ରଙ୍କ ପୁତ୍ର କୁନାଲ ଙ୍କୁ ବିଭିନ୍ନ କ୍ଷେତ୍ର ରେ ସଫଳତା ଅର୍ଜନ ପାଇଁ ପରାମର୍ଶ ଦେଇଥିଲେ। ପ୍ରକାଶ ଯୋଗ୍ୟ ଯେ ଗତବର୍ଷ ୨୦୨୪  ମାର୍ଚ୍ଚ ୨ ତାରିଖରେ ଦେହାନ୍ତ ଘଟିଥିବା ସୋନପୁରର ସ୍ୱର୍ଗୀୟ ବିନୟ ରଞ୍ଜନ ପ୍ରଧାନଙ୍କ ପରିବାରକୁ ସରକାରଙ୍କ ସାମ୍ୱାଦିକ କଲ୍ୟାଣ ପାଣ୍ଠି ରୁ ୪ ଲକ୍ଷ ଟଙ୍କା ସହାୟତା ପ୍ରଦାନ ପ୍ରୋସେସ କୁ ତ୍ୱରାନ୍ୱିତ କରିବାକୁ ଜିଲ୍ଲା ସୁଚନା ଲୋକ ସମ୍ପର୍କ ଅଧିକାରୀ ଅଶ୍ଵିନୀ କୁମାର ଭୋଇଙ୍କୁ ନିର୍ଦ୍ଦେଶ କରିଥିଲେ। ସେହିପରି ସ୍ୱର୍ଗୀୟ ବିନୟ ରଞ୍ଜନ ପ୍ରଧାନଙ୍କ ବିଧବା ଝିଅ ଚଞ୍ଚଳା କୁ ଜାଗା ମିଶନ ଓ ଆବାସ ଯୋଜନାରେ କିପରି ଘର ଖଣ୍ଡେ ମିଳିପାରିବ ସେ ନେଇ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିବା ପାଇଁ ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କୁ  କହିଥିଲେ। ସ୍ୱର୍ଗୀୟ ଗୋପାଳ ମିଶ୍ରଙ୍କ ପୁଅର ଉଚ୍ଚଶିକ୍ଷା ଓ  ନିଯୁକ୍ତି ପାଇଁ ସରକାରୀ ସ୍ତରରେ ସହାୟତା ପାଇଁ ଜିଲ୍ଲାପାଳ ପ୍ରତିଶୁତି ଦେଇଥିଲେ। ଓ ଜିଲ୍ଲା ନିଯୁକ୍ତି ଅଧିକାରୀ ଙ୍କ ସହ ଯୋଗାଯୋଗ ରଖିବାକୁ ପରାମର୍ଶ କରିଥିଲେ l ଏହି ଅବସରରେ ଉଭୟ ପରିବାରକୁ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କ ଦ୍ଵାରା ଗତବର୍ଷ ର ଆଜୀବନ ପେନସନ ସହାୟତା ପ୍ରଦାନ କରଯାଇଥିଲା। ସେହିପରି ଆଲୋଚନା ପ୍ରସଙ୍ଗରେ ସହରର ଅନେକ ଉନ୍ନୟନମୂଳକ କାମକୁ ତ୍ବରାନ୍ବିତ କରିବା ଓ ଏକ କ୍ରୀଡା ଛାତ୍ରାବାସ ସ୍ଥାପନ ପାଇଁ ସରକାରୀ ସ୍ତରରେ ପ୍ରଚେଷ୍ଟା କରିବାପାଇଁ ଜିଲ୍ଲାପାଳଙ୍କୁ ଅନୁରୋଧ କରିଥିଲେ।  ଆଜିର ଏହି ସାକ୍ଷାତ ସମୟରେ  ସୂଚନା ଓ ଲୋକସଂପର୍କ ଅଧିକାରୀ ଅଶ୍ଵିନୀ କୁମାର ଭୋଇ ଓଡ଼ିଶା ସାମ୍ବାଦିକ ସଂଘ ରାଜ୍ୟ  କାର୍ଯ୍ଯ କାରିଣୀ ସଦସ୍ୟ ତଥା ଉପଦେଷ୍ଟା ଦିଲ୍ଲୀପ  ପାତ୍ର, ରାଜ୍ୟ ସମ୍ପାଦକ ରାଜ କିଶୋର ତ୍ରୀପାଠୀ, ସୁବର୍ଣ୍ଣପୁର ଜିଲ୍ଲା ଶାଖା ସଭାପତି ମନୋରଞ୍ଜନ ତ୍ରିପାଠୀ, ସମ୍ପାଦକ ମହାଦେବ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ। ଦୀର୍ଘ ବର୍ଷ ଧରି ଦୁସ୍ଥ ସାମ୍ୱାଦିକ ଓ ଦିବଂଗତ ସାମ୍ୱାଦିକ ଙ୍କ ପରିବାର କୁ ଯୋଗାଇ ଆସୁଥିବା ପେନସନ, ଚିକିତ୍ସା ସହାୟତା ଓ ସଂଘ ର ପ୍ରତ୍ୟେକ ସାମାଜିକ ଓ ସକାରାତ୍ମକ କାର୍ଯ୍ଯ କୁ ଜିଲ୍ଲାପାଳ ଅନ୍ୟା ଦାସ ଖୁବ୍ ପ୍ରଶଂସା ସହ ପ୍ରେରଣା ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like