-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ତୁଳସୀ ଚଉଁରା ପ୍ରତିଷ୍ଠା ଉତ୍ସବ ସମ୍ପନ୍ନ

21-Feb-2025



ବିନିକା(ହିମାଂଶୁ ଶେଖର ପୁଟେଲ): ବିନିକା ପାଲିପଡ଼ା ଠାରେ ତୁଳସୀ ଚଉଁରା ପ୍ରତିଷ୍ଠା ଉତ୍ସବ ବିପୁଳ ଆନନ୍ଦ ଉଲ୍ଲାସ ମଧ୍ୟରେ ସମ୍ପନ୍ନ ହୋଇଛି।ପ୍ରାରମ୍ଭରେ ଘଣ୍ଟ,ଶଙ୍ଖ,ହୁଳହୁଳି ଧ୍ବନିରେ ମହିଳା ମାନେ ଏକ ବିରାଟ ଶୋଭାଯାତ୍ରାରେ ବାହାରି ନିକଟସ୍ଥ ଚିରସ୍ରୋତା ମହାନଦୀ ଶଗଡ଼ିଆ ଘାଟକୁ ଯାଇ ଜଳ ଆଣି ମଣ୍ଡପରେ କଳସ ସ୍ଥାପନ କରିଥିଲେ । ପରେ ସମସ୍ତ ଦେବଦେବୀ ଙ୍କୁ ଯଥାରୀତି ପୂଜାର୍ଚ୍ଚନା କରାଯାଇ ତୁଳସୀ ଚଉଁରା ପ୍ରତିଷ୍ଠା ଉତ୍ସବ ବିପୁଳ ଆନନ୍ଦ ଉଲ୍ଲାସ ମଧ୍ୟରେ ସମାପନ କରାଯାଇଥିଲା।ଏଥିରେ ପୂଜକ ଭାବେ ସୁଶାନ୍ତ ଦାଶ ଓ ହୃଷୀକେଶ ହୋତା ଦାୟିତ୍ଵ ନିର୍ବାହ କରିଥିବା ବେଳେ କର୍ତ୍ତା ଭାବେ ଆନନ୍ଦ ନାଗ ଓ ତାଙ୍କ ଧର୍ମପତ୍ନୀ ଅଞ୍ଜଳି ନାଗ ଦାୟିତ୍ଵ ତୁଲାଇଥିଲେ ।ଏହି ଅବସରରେ ଉପସ୍ଥିତ ଶ୍ରଦ୍ଧାଳୁ ଭକ୍ତଙ୍କ ପାଇଁ ମନୋରଞ୍ଜନ କାର୍ଯ୍ୟକ୍ରମ ମହିଳା ସଙ୍କୀର୍ତ୍ତନ ବୈଠକି ଅନୁଷ୍ଠିତ ହୋଇଥିଲା ।ପ୍ରତିଷ୍ଠା ଉତ୍ସବ ପରିଚାଳନାରେ ହାଡୁ,ଶିବ,ଦୈତାରି,ଆଲୋକ,ହିମାଂଶୁ,ବିଦ୍ୟାଧର,ପପୁନ,ଜିତୁ,ମହେନ୍ଦ୍ର,କେଶବ,ଅନୁଭବ,ପୁରୁନ୍ଦର,ଶଙ୍କର,ନରେନ୍ଦ୍ର,ଉପିନ୍ଦ୍ର,ଗରିବ,ଆର୍ତ୍ତ,ଭ୍ରମର,ରାମହରି,ଭୁବନ,ଶିବା,ଅମ୍ବରିଶ,ଦେବେନ୍ଦ୍ର,ହରେକୃଷ୍ଣ,ଚୈତନ, ସୁବାଷ,ଚନ୍ଦନ,ଶୈଳନ୍ଦ୍ର,ବିଦୁର,କଷ୍ଟ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like