-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ସାଲେବିହିଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ,

21-Feb-2025



ସିନାପାଲି (ଚିନ୍ତାମଣି ନେତାମ )
ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ସାଲେବିହିଡି ଉଚ୍ଚ ପ୍ରାଥମିକ ବିଦ୍ଯାଳୟର ବାର୍ଷିକ ଉତ୍ସବ ଶୁକ୍ରବାର ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି l ଏ ଅବସରରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଭାଗ୍ୟବନ୍ତ ସାହୁଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ସଭାକାର୍ଯ୍ଯରେ ମୁଖ୍ଯ ଅତିଥି ଭାବରେ ଖରସେଲ ଗ୍ରାମ ପଂଚାୟତ ସରପଞ୍ଚ ଶ୍ରୀଯୁକ୍ତ  ବୀରେନ୍ଦ୍ର କୁମାର ଖମାରୀ, ମୁଖ୍ଯବକ୍ତା ଭାବରେ ବିଶିଷ୍ଟ କବି,  ମୁଖ୍ୟମନ୍ତ୍ରୀ  ଶିକ୍ଷା ପୁରସ୍କାର ପ୍ରାପ୍ତ ତଥା  ରାଜା ଆର୍ତତ୍ରାଣ  ଉଚ୍ଚ ବିଦ୍ୟାଳୟର  ସହ ଶିକ୍ଷକ  ଶ୍ରୀଯୁକ୍ତ  ଗୌରାଙ୍ଗ କୁମାର ସାହୁ ଓ ସମ୍ମାନିତ ଅତିଥି ଭାବରେ ସମାଜସେବୀ ଶ୍ରୀଯୁକ୍ତ ଫରସ ରାମ ସା, ସମାଜ ସେବୀ  ଶ୍ରୀଯୁକ୍ତ ନିରଞ୍ଜନ ସା, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଶ୍ରୀଯୁକ୍ତ ରାକେଶ କୁମାର ମିଶ୍ର, ବିଦ୍ୟାଳୟ ପରିଚାଳନା କମିଟିର  ସଭାପତି ଶ୍ରୀଯୁକ୍ତ  ମହେଶ୍ୱର ସା ଯୋଗଦାନ କରିଥିଲେ l ଶିକ୍ଷା ହିଁ ଏକ ସୁସ୍ଥ ସମାଜ ଗଠନର ମୂଳ ଆଧାର ା ତେଣୁ  ଶିକ୍ଷା ମାଧ୍ଯମରେ ସମାଜକୁ  ଆଗେଇ ନିଆଯାଇ ପାରିବ ବୋଲି ଏ ଅବସରରେ ଅତିଥି ମାନେ ସାମୁହିକ ମତବ୍ଯକ୍ତ କରିଥିଲେ l ପ୍ରାରମ୍ଭରେ ଶିକ୍ଷକ ଶ୍ରୀଯୁକ୍ତ  ଦୀପକ କୁମାର ସା ସମସ୍ତଙ୍କୁ ସ୍ବାଗତ କରିବା ସହ ପରିଚୟ ପ୍ରଦାନ  କରିଥିଲେ  । ଛାତ୍ର ଛାତ୍ରୀ ଓ  ସହକାରୀ ଶିକ୍ଷକ ଗଣ ଅତିଥି ମାନଙ୍କୁ  ଫୁଲ ଚନ୍ଦନ ଓ  ଓପ ଢୌକନ  ଦେଇ  ସମ୍ମର୍ଦ୍ଧିତ କରିଥିଲେ । ପରେ ଅତିଥିଗଣ ଦ୍ୱାରା ଦେବ ପୂଜନ  ହେଲାପରେ  ସଭାକାର୍ଯ୍ୟ  ଆରମ୍ଭ କରାଯାଇଥିଲା । ଶିକ୍ଷକ ଶ୍ରୀଯୁକ୍ତ  ଦୀପକ କୁମାର ସାଙ୍କ ନିର୍ଦେଶନାରେ ଛାତ୍ରୀଗଣ  ସୁ ଲଳିତ କଣ୍ଠରେ ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ। ବିଦ୍ୟାଳୟ ର  ବରିଷ୍ଠ ଶିକ୍ଷକ ଶ୍ରୀଯୁକ୍ତ   ସନ୍ତୋଷ କୁମାର ସାହୁ ବାର୍ଷିକ ବିବରଣୀ ପାଠ କରିଥିଲେ l ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିବା ବେଳେ ଏହାକୁ ଶିକ୍ଷକ  ଶ୍ରୀଯୁକ୍ତ  ଦୀପକ କୁମାର ସା ପରିଚାଳନା କରିଥିଲେ ା ସଭା ପରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ରଙ୍ଗାରଙ୍ଗ ସାସ୍କୃତିକ କାର୍ଯ୍ଯକ୍ରମ ପରିବେଷଣ କରାଯାଇଥିବା ବେଳେ  ଶେଷରେ ବରିଷ୍ଠ ଶିକ୍ଷକ ଶ୍ରୀଯୁକ୍ତ  ସନ୍ତୋଷ କୁମାର ସାହୁ ଧନ୍ଯବାଦ ଅର୍ପଣ କରିଥିଲେ।କାର୍ଯ୍ଯକ୍ରମ ଆୟୋଜନରେ ବିଦ୍ଯାଳୟର ସମସ୍ତ ଶିକ୍ଷକ କର୍ମଚାରୀ ଓ ଛାତ୍ରଛାତ୍ରୀ ସହଯୋଗ କରିଥିଲେ ା ଉକ୍ତ କାର୍ଯ୍ୟକ୍ରମରେ ଅଭିଭାବକ, ଅଭିଭାବିକା  ତଥା  ଗ୍ରାମର ପ୍ରାୟ ପାଞ୍ଚଶହ ଭଦ୍ରବ୍ୟକ୍ତି   ଉପସ୍ଥିତ ଥିଲେ । ବିଦ୍ୟାଳୟର ଶ୍ରେଣୀ କୋଠରୀରେ ଆମ ସଂସ୍କୃତି ଆମ ଖେଳଣା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like