-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||     

HOME   ଜିଲ୍ଲା

ରାଉରକେଲା ରେଡ ଦଳ କୁ ଟ୍ରାଇ ବ୍ରେକର୍ ରେ ୪-୩ ଗୋଲ୍ ରେ ହରାଇ ସୋନପୁର ରାମଧୁନ କ୍ଲବ ଦ୍ଵିତୀୟ ସେମି ରେ ପ୍ରବେଶ

21-Feb-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ )  ତମ ରାମଧୁନ କପ ସର୍ବ ଭାରତୀୟ ଫୂଟବଲ ଚାମ୍ପିୟନ ସିପ -2025 ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ସୁବର୍ଣ୍ଣପୁର ଠାରେ ଆଜି ପୁଲ ବି ର ଦ୍ଵିତୀୟ ମ୍ୟାଚ ରାଉରକେଲା ଦଳ ଓ ଆୟୋଜକ ସୋନପୁର ରାମ ଧୂନ୍ କ୍ଳବ୍ ମଧ୍ୟରେ ଅନୁଷ୍ଟିତ ହୋଇ ଯାଇଛି  l  ଶେଷ ଯାଏ ଖେଳ ସଂଘର୍ଷ ପୂର୍ଣ୍ଣ ହୋଇଥିବା ବେଳେ ରାଉର କେଲା ରେଡ ଦଳ କୁ ଟ୍ରାଇ ବ୍ରେକର ରେ ୪-୩  ଗୋଲ୍ ହରାଇ  ସୋନପୁର ରାମ ଧୂନ୍ କ୍ଲବ୍ ଦଳ ଟୁର୍ଣ୍ଣl ମେଣ୍ଟ ର ଦ୍ଵିତୀୟ ସେମି ଫାଇନାଲ କୁ ପ୍ରଵେଶ କରିଛି l ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ ଓ ସମ୍ମାନିତ ଅତିଥି ଭାବରେ ଚିଫ୍ ସି ଏସ ଓ ଶ୍ରୀ ନିରଜ୍ ରଞ୍ଜନ ଦାଶ, ଜିଲ୍ଲା କ୍ରୀଡ଼ା ଅଧିକାରୀ ଶ୍ରୀ ଚିତ୍ତ ରଞ୍ଜନ ମିଶ୍ର, ବିଦ୍ୟା ବିକାଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁଟ ର ମାର୍କେଟିଂ ମ୍ୟାନେଜର ଶ୍ରୀ ସୁବଳ ସାହୁ, ଧମା କଲେଜ ପି ଇ ଟି ରାମ କୁମାର ସାହୂ ଯୋଗ ଦେଇ ଖେଳ କୁ ଉଦଘାଟନ କରି ଖେଳାଳୀ ଓ ଆୟୋଜକ ଙ୍କୁ ଉତ୍ସାହିତ କରିଥିଲେ l  ନିମନ୍ତ୍ରିତ ଅତିଥି  ଭାବରେ ଘରୋଇ ବସ ସଂଘ ଜିଲ୍ଲା ସଭାପତି ଦୀପକ ମହାପାତ୍ର, ସମ୍ପାଦକ ସୁଦର୍ଶନ ପଣ୍ଡା, ପୌର ପରିଷଦ କାଉନସିଲର ଗଙ୍ଗା ତରିଆ, ସୁକାନ୍ତ ସାହୂ, ପି .ରାଜ କିଶୋର ରାଓ, ଭାଗ ରଥି ମିଶ୍ର, ପୋଲିସ କନେଷ୍ଟ ବଲ୍ ସଂଘ ପ୍ରାକ୍ତନ ସଭାପତି କୁମୁଦ ରଞ୍ଜନ ସାହୁ, ରାମ ଧୂନ୍ କ୍ଲବ ଦଳ  ର ଫ୍ରାଞ୍ଚାଇଜ୍ +୨ ଅଦିତି କଲେଜ ଅଧ୍ୟକ୍ଷ ନିଶାନ୍ତ ମହାନ୍ତି ଓ ରାଉରକେଲା ରେଡ ଦଳ ର ଫ୍ରାଞ୍ଚାଇଜ୍ ସାରଦା ଟେକ୍ ଆଇ ଟି ଟ୍ରେନିଂ ସେଣ୍ଟର୍ ଡାଇରେକ୍ଟର ମାଧବ ମହଲା,  ଭେଟରାନ ଫୁଟବଲ୍ ଖେଳାଳୀ ଗୋବିନ୍ଦ ଦାସ ତରିଆ, ପଦ୍ମନାଭ ଧରୁଆ, ରିଆଜ ମହମ୍ବଦ, ଯୋଗ ଦେଇ କୃତୀ ଓ ମ୍ୟାନ ଅଫ ଦି ମ୍ୟାଚ୍ ଖେଳାଳୀ  ରାମ ଧୂନ୍ କ୍ଳବ୍ ର ସୁନିଲ ବାଘ ଙ୍କୁ ପୁରସ୍କୃତ କରିଥିଲେ  l ଆଜିର ଖେଳ କୁ ମୁଖ୍ୟ ରେଫରୀ ଭାବେ ଜିତେନ୍ଦ୍ର ଥନାପତି ଖେଳ ପରିଚାଳନା କରିଥିବା ବେଳେ ଫୋର୍ଥ ଅଫିସିଆଲ୍ ସଞ୍ଜୀବ ସାହୁ, , ପି ଇ ଟି ସୁଜିତ୍ ରାଜହଂସ, ସଂଜନ କୁଦେଇ ସହଯୋଗ କରିଥିଲେ l ଦିଗାମ୍ୱର ଶତପଥୀ ଓ ମନୋରଞ୍ଜନ ତ୍ରୀପାଠୀ ଖେଳ ର ପ୍ରତ୍ୟକ୍ଷ ଧାରା ବିବରଣୀ ପ୍ରଦାନ କରିଥିଲେ l  କ୍ଲବ୍ ସଂପାଦକ ପୀୟୂଷ ପଣ୍ଡା ଙ୍କ ତାତ୍ଵା ବଧlନ ରେ ଅନୁଷ୍ଟିତ ସଭା କୁ ବିକାଶ ପଣ୍ଡା ସଂଯୋଜନା କରିଥିବା ବେଳେ ଶ୍ରୀ ତ୍ରୀପାଠୀ ଅତିଥି ସ୍ଵାଗତ କରିଥିଲେ l ଦିଗା ମ୍ବର ଶତପଥୀ ଧନ୍ୟବାଦ୍ ଅର୍ପଣ କରିଥିଲେ l ହଜାର ଦର୍ଶକ  ଖେଳ କୁ ଉପଭୋଗ କରିଥିବା ବେଳେ ସୁବର୍ଣ୍ଣପୁର ର ସମସ୍ତ ଫୂଟବଲ ପ୍ରେମୀ , ମିଡିଆ ଓ ରାମଧୁନ କ୍ଲବ ମଝିପଡ଼ା ର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026

You Might Also Like