-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||     

HOME   ଜିଲ୍ଲା

ପର୍ଲା ସେକ୍ଟର ବେହେରାଗୁଡା ଠାରେ କିଶୋରୀ ମେଳା ।

21-Feb-2025



ଧର୍ମଗଡ଼ (ଜ୍ୟୋତିରଞ୍ଜନ ବେମାଲ )
କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ପର୍ଲା ସେକ୍ଟର ଅଧିନ ବେହେରାଗୁଡା ଠାରେ ଶୁକ୍ରବାର ଦିନ କିଶୋରୀ ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।କାର୍ଯ୍ୟକ୍ରମରେ ପର୍ଲା ପରିଦର୍ଶିକା ପୂର୍ଣ୍ଣମୀ ସେନାପତି ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ବେହେରା ଗୁଡ଼ା ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଅକ୍ଷୟ କୁମାର୍ ଜେନା, ସମ୍ମାନୀତ ଅତିଥି ନିଳାମ୍ବର ପୋଡ଼,ସ୍ୱାସ୍ଥ୍ୟ କର୍ମୀ ଗୀତା ବେହେରା, ତାରିଣୀ ପ୍ରସାଦ ଦାସ, ନାଏବ୍ ସରପଞ୍ଚ ଚନ୍ଦ୍ରା ନାଏକ ଉପସ୍ଥିତ ରହିଥିଲେ।କାର୍ଯ୍ୟକ୍ରମ ରେ କିଶୋରୀ ମାନଙ୍କ ସଚେତନା ଉଦେଶ୍ୟ ନିଜ ଅଭିଭାଷଣ ଅତିଥି ମାନେ ରକ୍ତ ଜନିତ ସମସ୍ୟା ଦୂରୀକରଣ,ସ୍ୱାସ୍ଥ୍ୟ ପ୍ରତି ଯତ୍ନ ବାନ ସର୍ବପରି ବାଲ୍ୟ ବିବାହ ଉପରେ  ଜାଗ୍ରତ କରିଥିଲେ।ସରକାର କିଶୋରୀ ମାନଙ୍କ ମାନସିକ ସ୍ତରରେ ସୁଦୃଢ଼ କରିବା ,ନିଜ ପ୍ରତିଭା କୁ ପରିବେଷ୍ଟିତ କରିବା ଓ ବିଭିନ୍ନ ପ୍ରତିଯୋଗିତା ମାଧ୍ୟମରେ ପାରିଦର୍ଶିକ ପ୍ରଦର୍ଶନ କରିବା ଉଦେଶ୍ୟ ରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା କାର୍ଯ୍ୟକ୍ରମ ପରିଚାଲିକା ଅଙ୍ଗନ ବାଡ଼ି କର୍ମୀ  ଭବାନୀ ନାଏକ କହିଥିଲେ।ଶେଷରେ କିଶୋରୀ ମାନଙ୍କ ଦ୍ୱାରା ତିଆରି ଝୋଟି କୁ ଅତିଥି ମାନେ ପରିଦର୍ଶନ କରି ଚୟନ କରିଥିଲେ।ଏହାପରେ କିଶୋରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଭାଗ ନେଇ ନାଚ, ଗୀତ ସହ ବକୃତା , ଚୋକି ବସା ପ୍ରତିଯୋଗିତା ରେ ଭାଗ ନେଇ ଥିଲେ।ଉତ୍ତୀର୍ଣ୍ଣ କିଶୋରୀ ଙ୍କୁ ଅତିଥି ଙ୍କ ଦ୍ଵାରା ପୁରସ୍କାର ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ୬୦ରୁ ଉର୍ଦ୍ଧ୍ବ କିଶୋରୀ  ଭାଗ ନେଇଥିବା ବେଳେ ଅଙ୍ଗନବାଡି କର୍ମୀ ନଳିନୀ ଜାଲ, ଖିରମଣି ଦୁର୍ଗା, ଜଳେନ୍ଦ୍ରି ପାଣିଗ୍ରାହି, ମମତା ଧଙ୍ଗଡାମାଝି,ଶ୍ୱେତବାଲି ନାଏକ,ଜୟନ୍ତୀ ଦେଇ,କୁନ୍ତୀ ନାଗ,ଅଷ୍ଟମୀ ନାଗ,ଲୋଚନୀ ନାଏକ, ସପ୍ତମୀ ନାଏକ,ବନିତା ସୁନାନୀସାହାଯ୍ୟକାରିଣୀ-ଜନକେ ବିଶି, ଶାନ୍ତି ଗୋପାଲ, ଭବାନୀ ହେର୍ନା,ଅଞ୍ଜନା ବେୱା,ଜଳେନ୍ଦ୍ରୀ ଜୁଏଡ଼,ଲୋଚନୀ ଭଇସାଲ ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026

You Might Also Like