-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||     

HOME   ଜିଲ୍ଲା

ରାଜ୍ୟରେ ମାଟ୍ରିକ ପରୀକ୍ଷା ଚାଲୁ ରହିଥିବା ବେଳେ ଡାବୁଗାଁ ରେ ମାଟ୍ରିକ ପରୀକ୍ଷା କେନ୍ଦ୍ରରେ ପରୀକ୍ଷାର୍ଥୀଙ୍କ ସବିଶେଷ ରିପୋର୍ଟ

22-Feb-2025



ନବରଙ୍ଗପୁର(ମିହିର ଶଙ୍କର ପାତ୍ର) ଡାବୁଗାଁ ବ୍ଲକ ର ୭ଟି ମାଟ୍ରିକ ପରୀକ୍ଷା କେନ୍ଦ୍ର ରେ ଆଜି ଶୁକ୍ରବାର ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଯାଇଛି | ଏହି ୭ ଟି କେନ୍ଦ୍ର ରେ ପ୍ରଥମ ଦିନରେ ମୋଟ ୧୪୨୪  ଜଣ ଛାତ୍ର ଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୭୧ ଜଣ ଛାତ୍ର ଛାତ୍ରୀ ଅନୁପସ୍ଥିତ ରହିଥିଲେ | ଡାବୁଗାଁ ସରକାରୀ (ନୂତନ) ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ କେନ୍ଦ୍ର ରେ ମୋଟ ୩୧୦ ଜଣ ଛାତ୍ରଛାତ୍ରୀ ପଞ୍ଜୀକୃତ କରିଥିବା ବେଳେ ଏଥିରୁ ୨୯୨ ଜଣ ପରୀକ୍ଷା ଦେଇଥିବା ବେଳେ ୧୮ ଜଣ ପିଲା ଅନୁପସ୍ଥିତ ରହିଛନ୍ତି | ଏଥିରେ ସୁପରିଟେଣ୍ଡେଣ୍ଟ ଭାବେ ପ୍ରଧାନ ଶିକ୍ଷକ ପ୍ରଭାସ ଚନ୍ଦ୍ର ରାୟ, ଡେପୁଟି ସୁପରିଟେଣ୍ଡେଣ୍ଟ ସପନ କୁମାର ନାୟକ ଓ ସନୋଜ କୁମାର ମହାପାତ୍ର ଏବଂ ୨୦ ଜଣ ଇନିଭିଜିଲେଟର ପରୀକ୍ଷା ଦାୟିତ୍ଵରେ ରହିଛନ୍ତି | ଡାବୁଗାଁ ସରକାରୀ (ଏସ୍ଏସ୍ ଡି) ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମୋଟ ୨୪୬ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୨୩୧ ଜଣ ପରୀକ୍ଷା ଦେଇଥିବା ବେଳେ ୧୫ ଜଣ ଅନୁପସ୍ଥିତ ଅଛନ୍ତି | ସୁପରିଟେଣ୍ଡେଣ୍ଟ ଭାବେ ସଞ୍ଜୁକ୍ତା ଦାଶ, ଡେପୁଟି  ସୁପରିଟେଣ୍ଡେଣ୍ଟ ଆରତୀ ବିଶୋୟୀ ଏବଂ ୧୨ ଜଣ ଇନିଭିଜିଲେଟର ରହିଛନ୍ତି | ବୋରିଗାଁ  ସରକାରୀ  ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୨୩୦ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୨୧୪ ଜଣ ପରୀକ୍ଷା ଦେଇଥିବା ବେଳେ ୧୬ ଜଣ ଅନୁପସ୍ଥିତ ଅଛନ୍ତି | ଏଠାରେ ସୁପରିଟେଣ୍ଡେଣ୍ଟ କେଶବ ଗୌଡ, ଡେପୁଟି ସୁପରିଟେଣ୍ଡେଣ୍ଟ ସଙ୍ଗୀତା ଦାଶ ଓ ୧୫ ଜଣ  ଇନିଭିଜିଲେଟର ରହିଛନ୍ତି | ବଡଓଲମା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ରେ ୧୬୭ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୧୬୪ ଜଣ ପରୀକ୍ଷା ଦେଇଥିବା ବେଳେ ୩ ଜଣ ଅନୁପସ୍ଥିତ ଥିଲେ |

ସୁପରିଟେଣ୍ଡେଣ୍ଟ ସଞ୍ଜୀବ କୁମାର ପଣ୍ଡା, ଡେପୁଟି ସୁପରିଟେଣ୍ଡେଣ୍ଟ ଅସିତ ପଣ୍ଡା ଓ ୧୨ ଜଣ ଇନିଭିଜିଲେଟର ପରୀକ୍ଷା ଦାୟିତ୍ଵରେ ରହିଛନ୍ତି lମେଦନା ସରକାରୀ ଉଚ୍ଚ ବିଦ୍ୟାଳୟରେ ୧୬୩ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୧୫୭ ଜଣପରୀକ୍ଷା ଦେଇଥିବା ବେଳେ ୬ ଜଣ ଅନୁପସ୍ଥିତ ଥିଲେ |
 ସୁପରିଟେଣ୍ଡେଣ୍ଟ ଡମ୍ବରୁଧର ଦାଶ, ଡେପୁଟି ସୁପରିଟେଣ୍ଡେଣ୍ଟ ବିପିନ ବିହାରୀ ବେହେରା ଓ ୧୨ ଜଣ ଇନିଭିଜିଲେଟର ପରୀକ୍ଷା ଦାୟିତ୍ଵରେ ରହିଛନ୍ତି | ଜବାଗୁଡା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ୧୪୮ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୧୪୮ ଜଣ ପରୀକ୍ଷା ଦେଇଛନ୍ତି | ସୁପରିଟେଣ୍ଡେଣ୍ଟ ପ୍ରଫୁଲ୍ଲ ଗିରି, ଡେପୁଟି ସୁପରିଟେଣ୍ଡେଣ୍ଟ ପ୍ରଦୀପ ବରାଳ ଓ ୧୨ ଜଣ ଇନିଭିଜିଲେଟର ପରୀକ୍ଷା ଦାୟିତ୍ଵରେ ରହିଛନ୍ତି |ଜୁନାପାଣି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ୨୩୧ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୨୧୮ ଜଣ ପରୀକ୍ଷା ଦେଇଥିବା ବେଳେ ୧୩ ଜଣ ଅନୁପସ୍ଥିତ ଥିଲେ | ସୁପରିଟେଣ୍ଡେଣ୍ଟ କୃଷ୍ଣ ଚନ୍ଦ୍ର ପାତ୍ର, ଡେପୁଟି ସୁପରିଟେଣ୍ଡେଣ୍ଟ ଗୌତ୍ତମ ବାରିକ ଓ ୧୪ ଜଣ ଇନିଭିଜିଲେଟର ପରୀକ୍ଷା ଦାୟିତ୍ଵରେ ରହିଛନ୍ତି | ତେବେ ସମ୍ପୁର୍ଣ ଶାନ୍ତି ଶୃଙ୍ଖଳାରେ ପରୀକ୍ଷା ଆଜି ସମାପନ ହୋଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026

You Might Also Like