-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||     

HOME   ଜିଲ୍ଲା

କେଦାର ନାଥ ଆଦିବାସୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳନ

22-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ଅମ୍ବାଭୋନା ସ୍ଥାନୀୟ କେଦାରନାଥ ଆଦିବାସୀ ସରକାରୀ ଉଚ୍ଚ ବିଦ୍ୟାଳୟ ଅମ୍ବାଭୋନl ରେ ପ୍ରଧାନ ଶିକ୍ଷକ ସୁବାଷ ଚନ୍ଦ୍ର ରଥ ଙ୍କ ଅଧ୍ୟକ୍ଷତାରେ ଅନ୍ତର୍ଜାତୀୟ  ମାତୃ ଭାଷା ଦିବସ ପାଳିତ ହୋଇଯାଇଛି। ବିଜ୍ଞାନ ଶିକ୍ଷକ ମନୋହର ସାହୁ ଅତିଥି ପରିଚୟ ଓ ସଭା ପରିଚାଳନା କରିଥିଲେ। ଶିକ୍ଷକ ବିଶ୍ଵନାଥ ସାହୁ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ଏହି ଅବସରରେ କବିତା ପଠନ, ଆବୃତ୍ତି, ଗଳ୍ପ ପଠନ ଓ ଶପଥ ପାଠ କରାଯାଇଥିଲା। ପ୍ରଧାନ ଶିକ୍ଷକ ମାତୃଭାଷା ଶିକ୍ଷା ର ସଂରକ୍ଷଣ ଓ ବିଚିତ୍ରତା, ପ୍ରଚାର ପ୍ରସାର ବିଷୟରେ ଆଲୋକପାତ କରିଥିଲେ। ଶପଥ ପାଠ କରାଇଥିଲେ ନବମ ଶ୍ରେଣୀ ର ଛାତ୍ରୀ ଖୁସି ବଗର୍ତ୍ତୀ। କବିତା ପଠନ କରିଥିଲେ ଖୁସି ରାଣୀ ପାତ୍ର, ସୁପ୍ରିୟା ବାରିକ, ଲୀନା ନାୟକ, ରିନୁ ପ୍ରଧାନ, ସ୍ନେହା ମାଝୀ, ଛୋଟ ମୋର ଗାଁ ଟି ଗୀତ ଗାନ କରିଥିଲେ ଆଦିତ୍ୟ ସେଠ୍, ଆକାଶ ନାୟକ, ଦିନେଶ ପ୍ରଧାନ, ତୁଷାର ନାୟକ। ପ୍ରବନ୍ଧ ଲିଖନ ରେ ନବମ ଶ୍ରେଣୀ ର ଓମ୍ ପ୍ରକାଶ ମେହେର ପ୍ରଥମ ସୌମ୍ୟା ପ୍ରିୟଦର୍ଶିନୀ କୁମୁରା ଦ୍ଵିତୀୟ, ନବମ ଶ୍ରେଣୀର ଆଦିତ୍ୟ ସେଠ୍ ତୃତୀୟ ହୋଇଥିଲେ।ଏହି ଅବସରରେ ପଦ୍ମଶ୍ରୀ ହଳଧର ନାଗ ଙ୍କ ସିରି ସମଲେଇ ଓ ଢ଼ୋଡୋ ବରଗଛ କବିତା ସମସ୍ତଙ୍କୁ ଆନନ୍ଦିତ କରିଥିଲା। ଏଥିରେ ବିଦ୍ୟାଳୟର ଉପମା ପ୍ରଧାନ, ସ୍ବପ୍ନl ସାହୁ, ଶୁଭାଶିଷ ଜଗତ, ଝରଣା ଦାସ, ଦୀନବନ୍ଧୁ ପଣ୍ଡା, ଶିଳା ଭୋଇ, କୌଶଲ୍ୟା ସାହୁ, ଚିନ୍ମୟ ସାହୁ, ଜୟସ୍ମୀତା ମହାନ୍ତି ଶିବ କୁମାର ଦାସ, ସରସ୍ଵତୀ ଭୋଇ, ଅଚ୍ୟୁତ ନାୟକ, ଜିତେନ୍ଦ୍ର ନାୟକ, ତେଜ୍ ରାମ ସାହୁ, ପୀଙ୍କି ଭୋଇ, ଗୌରୀ ସେଠ୍, ମଧୁସୂଦନ ବାରିକ, ନେପାଲ ସେଠ୍, ଟୀକା ରାମ ଡିଲା ଓ ଆରତୀ ନାୟକ ପ୍ରମୁଖ ସହଯୋଗ କରିଥିଲେ। ଏଥିରେ ଧନ୍ୟବାଦ ଅର୍ପଣ କରିଥିଲେ ଶିକ୍ଷୟତ୍ରୀ ସୈରେନ୍ଦ୍ରୀ ରଥ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026

You Might Also Like