-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||     

HOME   ଜିଲ୍ଲା

ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତ କର୍ମଶାଳା

22-Feb-2025



ଆଗଲପୁର, (ବିନୋଦ ଦୀପ) ଆଗଲପୁର ବ୍ଲକ ଅଧିନସ୍ତ ଝରଣିପାଲି ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତ କର୍ମଶାଳା ଅନୁଷ୍ଠିତ ହୋଇ ଯାଇଛି। ଏହି କର୍ମଶାଳା କୁ ଝରଣିପାଲି ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଶ୍ରୀ ଅନିରୁଦ୍ଧ ଭୋଇ ଆୟୋଜନ ଓ ପରିଚାଳନା କରିଥିଲେ l ୧୮ତାରିଖ ଦିନ ଏହି ଶିକ୍ଷଣ ସାମଗ୍ରୀ କର୍ମଶାଳା କୁ ଆଗଲପୁର ବ୍ଲକ ସହଶିକ୍ଷା ଅଧିକାରୀ ତଥା ବି ଆର ସି ସି ଶ୍ରୀଯୁକ୍ତ ରଜନୀକାନ୍ତ ସାହୁ ଉଦଘାଟନ କରି ଥିଲେ। ଝରଣିପାଲି କ୍ଲଷ୍ଟର ଅନ୍ତର୍ଗତ ୯ଗୋଟି ପ୍ରାଥମିକ ଓ ଉଚ୍ଚପ୍ରାଥମିକ ବିଦ୍ୟାଳୟ ରୁ ୧୩ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀ ଏହି କର୍ମଶାଳା ରେ ଅଂଶଗ୍ରହଣ କରି ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ସମ୍ପର୍କିତ ଓ ବିଭିନ୍ନ ଶିକ୍ଷଣ ଫଳାଫଳ ଆଧାରିତ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତ କରିଥିଲେ। ଏହି ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି ପ୍ରକ୍ରିୟା ଓ କାର୍ଯ୍ୟକ୍ରମ କୁ ଶିକ୍ଷକ ଶ୍ରୀ ଦୟାନିଧି ସାହୁ, ପ୍ରକାଶ ଚନ୍ଦ୍ର ତ୍ରିପାଠୀ ସଂଯୋଜନା କରିଥିବା ବେଳେ ଶିକ୍ଷକ ଶ୍ରୀ ପ୍ରମୋଦ କୁମାର ସାହୁ ତତ୍ୱାବଧାରକ କାର୍ଯ୍ୟ କରିଥିଲେ!ଏହି ତିନି ଦିନିଆଁ କର୍ମଶାଳା ରେ ଶିକ୍ଷକ ଶ୍ରୀ ପ୍ରଶାନ୍ତ କୁମାର ପଧାନ ,  ଧୀରେନ୍ଦ୍ର କୁମାର ପାତ୍ର,  କୋଦଣ୍ଡ ବିଶ୍ୱାଳ,  ନାରାୟଣ ପାତ୍ର, ଶିକ୍ଷୟିତ୍ରୀ ଶ୍ରୀମତୀ ଝରଣା ଗର୍ତିଆ, ଭାଗ୍ୟବନ୍ତୀ ସାହୁ, ରଂଜିତା ସାହୁ,ସାଗରିକା ମିଂଜ଼,ସୁଷମା ସାହୁ,ଓ ତନୁଜା କୁମୁରା ବିଭିନ୍ନ ଶିକ୍ଷଣ ଉପାଦେୟ ସାମଗ୍ରୀ ପ୍ରସ୍ତୁତ କରିଥିଲେ। କର୍ମଶାଳା ର ଉଦଯାପନୀ ସଭା ରେ ପଣ୍ଡକିଟାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ କେଶବ ଚନ୍ଦ୍ର ଭୋଇ ଯୋଗ ଦେଇ ଏହି ପ୍ରସ୍ତୁତ ସାମଗ୍ରୀ ଗୁଡିକ ଶ୍ରେଣୀ ଶିକ୍ଷା ଦାନ ସମୟ ରେ ଛାତ୍ର ଛାତ୍ରୀ ମାନଙ୍କ ଶିକ୍ଷଣ ରେ ବେଶ ସହାୟକ ହେବ ବୋଲି ମତପ୍ରକାଶ କରିଥିଲେ। ପରେ ଏହି କର୍ମଶାଳା ରେ ପ୍ରସ୍ତୁତ ହୋଇଥିବା ଶିକ୍ଷଣ ସାମଗ୍ରୀ ଗୁଡିକୁ ସମସ୍ତ ଅଂଶଗ୍ରହଣକାରି ବିଦ୍ୟାଳୟ ମଧ୍ୟରେ ଆବଣ୍ଟନ କରାଯାଇଥିଲା। ଏହି କର୍ମଶାଳା ର ସମସ୍ତ ଦିନ ଝରଣିପାଲି ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ବିକ୍ରମ ପୁଟା ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026

You Might Also Like