-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||     

HOME   ଜିଲ୍ଲା

ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ ର ବାର୍ଷିକ ଉତ୍ସବ

22-Feb-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ବିନିକା ବ୍ଲକ ଅନ୍ତର୍ଗତ  ସେଲେଡି ସ୍ଥିତ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର  ଝାରପଡା ମାତୃବିହାର ର ୧୫ ତମ ବାର୍ଷିକ ଉତ୍ସବ ଶ୍ରୀମା ଙ୍କ ୧୪୭ ତମ ଜନ୍ମ ଦିନରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ.  ମୁଖ୍ୟ ଅତିଥି ଭାବରେ ବିନିକା ତହସିଲଦାର ସିତାରାମ ଭୋଇ  ଯୋଗଦେଇ ଛାତ୍ର ଛାତ୍ରୀମାନଙ୍କୁ ସୁସ୍ଥ ପରିବେଶ ଓ ସୁସ୍ଥ ସମାଜ ଗଠନ ପାଇଁ ନୀତିବାନ ହେବାକୁ  ପରାମର୍ଶ ଦେଇଥିଲେ I  ଏଥିରେ ଓଡିଶା ର ଜଣାଶୁଣା କଣ୍ଠଶିଳ୍ପୀ ଡ଼ ଅର୍ଚନା ପାଢ଼ୀ ସ୍ୱତନ୍ତ୍ର ଅତିଥି ଭାବରେ ଯୋଗ ଦେଇଥିଲେ ।  ମହାଦେବ ପଣ୍ଡା ମୁଖ୍ୟ ଵକ୍ତା ଭାବରେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଥିବା ଲୁକ୍କାୟିତ ପ୍ରତିଭାର ବିକାଶ ନିମନ୍ତେ ବାର୍ଷିକ ଉତ୍ସବର ଆବଶ୍ୟକତା ଓ ଶ୍ରୀମା କିଏ ସେ ବିଷୟରେ ମତପୋଷଣ କରିଥିଲେ। ବିଦ୍ୟାଳୟ ପରିଚାଳନା କମିଟୀର ସମ୍ପାଦକ ତଥା ମ୍ୟାନେଜିଙ୍ଗ ଟ୍ରଷ୍ଟି ଶାଶ୍ୱତ କୁମାର ତ୍ରିପାଠୀ ଙ୍କ  ସଭାପତିତ୍ଵରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଶିକ୍ଷାକେନ୍ଦ୍ର ଅଧ୍ୟକ୍ଷ୍ୟ ବାର୍ଷିକ ବିବରଣୀ ପାଠ କରିଥିଲେ। ଅନୁଷ୍ଠାନ ର ସଭାପତି ମଧୁମିତା ପରମଗୁରୁ ସମସ୍ତଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା କରିଥିଲେ । ବିଦ୍ୟାଳୟର ଉପାଧକ୍ଷ୍ୟ ଦ୍ନତରଙ୍ଗିନୀ ସଙ୍ଖୁଆ ଧନ୍ୟବାଦ ଜ୍ଞାପନ କରିଥିଲେ। ହିମାଂଶୁ ପଣ୍ଡା, କିଣୁ ଜଗଦଲା, ସିମାଞ୍ଜଳି ପ୍ରଧାନ କାର୍ଯ୍ୟକ୍ରମର ସଂଯୋଜନା  କରିଥିଲେ । ବିଦ୍ୟାଳୟରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ । ବିଦ୍ୟାଳୟର ଛାତ୍ର ଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ କିଣୁ ଜଗଦଲା ଙ୍କ ଦ୍ବାରା ଲିଖିତ ତଥା ଅରୁଣା ଓ ଅଙ୍କିତା ଅପା ଙ୍କ ଦ୍ବାରା ନିର୍ଦ୍ଦେଶିତ ନାଟକ କାହାକେ କହେମି ପହେଲା ଗୁରୁ ଅନୁଷ୍ଠିତ ହୋଇଥିଲା । ପରେ ଲିଟିଲ ଝଙ୍କର ଙ୍କୁ ବେଷ୍ଟ ସ୍ଟଡେଣ୍ଟ ଅଫଦ ୟର ପ୍ରଦାନ କରାଗଲା। ଅର୍ଚନା ଙ୍କ ଗୀତ ର ତାଳେ ତାଳେ ଝୁମି ଉଠିଥିଲେ ଛାତ୍ର ଛାତ୍ରୀ ।  ଆଜିଷା,ଅରୁଣା, ସୃତି, ଇତି ଅପା ପୁରସ୍କାର ବିତରଣରେ ସାହାଯ୍ୟ କରିଥିବା ବେଳେ,ସ୍ୱପ୍ନା, ଗେଲ, ସରିତା, ମହଲା, ସନ୍ତୋଷିନୀ, ମମତା, ଅନିତା ଅପା, ଚିତ୍ତ, କମଳ ଓ ବିଶ୍ୱ ଭାଇ ଙ୍କ  ସହ ସେଲେଡି ଝାରପଡା ଗ୍ରାମର ଅନେକ ଗ୍ରାମବାସୀ ବିଭିନ୍ନ କାର୍ଯ୍ୟରେ ସହଯୋଗ କରିଥିଲେ । ବିଦ୍ୟାଳୟ ପରିଚାଳନା କଳା ଶିକ୍ଷକ ବେଦବର ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026

You Might Also Like