-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

*ସୋନପୁର ରାମ ଧୂନ୍ କ୍ଳବ୍ ଦଳ କୁ ୩-୦ ଗୋଲ୍ ରେ ହରାଇ କଟକ ସ୍ପୋର୍ଟସ ହଷ୍ଟେଲ ଦଳ ଗ୍ରାଣ୍ଡ ଫାଇନାଲ ରେ ପ୍ରବେଶ*-

22-Feb-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ ) ତମ ରାମଧୁନ କପ ସର୍ବ ଭାରତୀୟ ଫୂଟବଲ ଚାମ୍ପିୟନ ସିପ -2025 ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ସୁବର୍ଣ୍ଣପୁର ଠାରେ ଆଜି  ଦ୍ଵିତୀୟ ସେମି ଫାଇନାଲ ମ୍ୟାଚ  ଆୟୋଜକ ସୋନପୁର ରାମ ଧୂନ୍ କ୍ଳବ୍ ଓ କଟକ ସ୍ପୋର୍ଟସ ହଷ୍ଟେଲ ମଧ୍ୟରେ ଅନୁଷ୍ଟିତ ହୋଇ ଯାଇଛି  l  ଆୟୋଜକ ସୋନପୁର ରାମଧୁନ୍ କ୍ଳବ୍ ଦଳ କୁ ୩-୦ ଗୋଲ୍ ରେ  ହରାଇ କଟକ ସ୍ପୋର୍ଟସ ହଷ୍ଟେଲ ଦଳ ଟୁର୍ଣ୍ଣl ମେଣ୍ଟ ର ଗ୍ରାଣ୍ଡ ଫାଇନାଲ କୁ ପ୍ରଵେଶ କରିଛି l ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଏସପି ଶ୍ରୀ ରାମ ପ୍ରସାଦ ସାହୁ ଯୋଗ ଦେଇ ଖେଳ କୁ ଉଦଘାଟନ କରି ଆୟୋଜକ ଓ ଖେଳାଳୀ ଙ୍କୁ ଉତ୍ସାହିତ କରି ଥିବା ବେଳେ  ସମ୍ମାନିତ ଅତିଥି  ଭାବରେ ସମସ୍ତ ମିଡିଆ ଯୋଗ ଦେଇ ଖେଳାଳୀ ଙ୍କ ସହ ପରିଚୟ ପ୍ରଦାନ କରି ଶୁଭେଛା ରଖି ଥିଲେ l

ନିମନ୍ତ୍ରିତ ଅତିଥି ଭାବରେ ପି ସି ସି ସଦସ୍ୟ ଜିତେନ୍ଦ୍ର ପଟ୍ଟନାଏକ,  ସମାଜ ସେବୀ ଶ୍ରୀବତ୍ସ ମଲ୍ଲିକ, ସାମ୍ୱାଦିକ ଦିଲ୍ଲିପ ପାତ୍ର, ସ୍ବାଧିନ ମେହେର, ମୃତ୍ୟୁଞ୍ଜୟ ଶତପଥି, ବିବେକା ନନ୍ଦ ମିଶ୍ର, ରତନ ପଟ୍ଟନାୟକ , ଧରଣୀ ଧର ମିଶ୍ର, ରାଜ କିଶୋର ତ୍ରୀପାଠୀ, ସଞ୍ଜୟ ସାହୁ, ସନ୍ତୋଷ ମିଶ୍ର, ଗଣ ପତି ବାଗ, ସୁଶାନ୍ତ ସାହୁ, ସୁଶାନ୍ତ ପଣ୍ଡା, ରଂଜନ ବାରିକ୍, ଶୋଭା କେୟାର କୋ ଓନର ସୁଭାଷ ଚନ୍ଦ୍ର ପଣ୍ଡା, ସଞ୍ଜୟ ବଡ଼ ପଣ୍ଡା, ରାମ ଧୂନ୍ କ୍ଲବ ଦଳ  ର ଫ୍ରାଞ୍ଚାଇଜ୍ +୨ ଅଦିତି କଲେଜ ଅଧ୍ୟକ୍ଷ ନିଶାନ୍ତ ମହାନ୍ତି ଓ କଟକ ସ୍ପୋର୍ଟସ ହଷ୍ଟେଲ ଦଳ ର ଫ୍ରାଞ୍ଚାଇଜ୍ ସଂସ୍କାର ଆଗ୍ରୋ ଏମଡି ଲୋକ ନାଥ ରଥ ,  ଭେଟରାନ ଫୁଟବଲ୍ ଖେଳାଳୀ  ସୁଶିଲ କୁମାର ନାଏକ, ଅଖୁଜ ବକ୍ସି  ଯୋଗ ଦେଇ କୃତୀ ଖେଳାଳି ଓ ମ୍ୟାନ ଅଫ ଦି ମ୍ୟାଚ୍ ଖେଳାଳୀ  ଙ୍କୁ ପୁରସ୍କୃତ କରିଥିଲେ  l ଆଜିର ଖେଳ କୁ ମୁଖ୍ୟ ରେଫରୀ ସଞ୍ଜୀବ ସାହୁ, ଜିତେନ୍ଦ୍ର ଥନାପତି , ଜଗନ୍ନାଥ କହଁର, ଦିଲ୍ଲୀପ ପୁରୋହିତ ଖେଳ ପରିଚାଳନା କରିଥିଲେ  l  ପ୍ରବୁଦତ୍ତ କୁମ୍ଭାର ଓ ଦିଗାମ୍ବର ଶତପଥି ଖେଳ ର ପ୍ରତ୍ୟକ୍ଷ ଧାରା ବିବରଣୀ ପ୍ରଦାନ କରିଥିଲେ l ମ୍ୟାନ ଅଫ ଦି ମ୍ୟାଚ୍ ଭାବେ କଟକ ସ୍ପୋର୍ଟସ ହଷ୍ଟେଲ ଦଳ ର ୧୫ ନମ୍ୱର୍  ଖେଳାଳୀ ଧନେଶ୍ଵର ବେହେରା ଙ୍କୁ ପୁରସ୍କୃତ କରା ଯାଇଛି  ଏହାର ପ୍ରାୟୋଜକ ଥିଲେ ସୁନିଲ ହୋଟେଲ୍ ଓ ଫାଷ୍ଟ୍ ଫୁଡ୍ ଓ ଖମ୍ବେଶ୍ୱରୀ କୋଚିଙ୍ଗ ସୋନପୁର l କ୍ଲବ୍ ସଂପାଦକ ପୀୟୂଷ ପଣ୍ଡା ଙ୍କ ତାତ୍ଵାବଧାନ ରେ ଅନୁଷ୍ଟିତ ସଭା କୁ ବିକାଶ ପଣ୍ଡା ସଂଯୋଜନା କରିଥିବା ବେଳେ ମନୋରଞ୍ଜନ ତ୍ରୀପାଠୀ ଅତିଥି ସ୍ଵାଗତ କରିଥିଲେ l ହଜାର ଦର୍ଶକ  ଖେଳ କୁ ଉପଭୋଗ କରିଥିବା ବେଳେ ସୁବର୍ଣ୍ଣପୁର ର ସମସ୍ତ ଫୂଟବଲ ପ୍ରେମୀ , ରାମଧୁନ କ୍ଲବ ମଝିପଡ଼ା ର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like