-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ବେକାର ଯୁବକ, ଯୁବତୀ ମାନଙ୍କୁ ନେଇ ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ

22-Feb-2025



କଳାହାଣ୍ଡି ( ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା ଭବାନୀ ପାଟଣା ଡାଏଟ ଅଫିସ ପାଖରେ କଳାହାଣ୍ଡି ଜିଲ୍ଲାର ପ୍ରତ୍ୟେକ ବ୍ଲକରୁ ଆସିଥିବା ଦୁଇ ହଜାରରୁ ଅଧିକ ଯୁବକ ଯୁବତୀ ମାନଙ୍କୁ ନେଇ ଆଜି ବେକାରୀ ସମସ୍ୟା ଦୂର କରିବା ପାଇଁ ଏକ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଯାଇଛି l
 ଏଠାରେ  ମୁଖ୍ୟ ଅଥିତି ଭାବରେ କଳାହାଣ୍ଡି ଜିଲ୍ଲାପାଳ ଶ୍ରୀଯୁକ୍ତ ସଚିନ ପlୱାର  ପ୍ରକାଶ ଯୋଗ ଦାନ କରି ଥିଲେ ଏବଂ ଯୁବକ ଯୁବତୀ ମାନଙ୍କୁ ଉତ୍ସାହିତ କରିଥିଲେ। ଆତ୍ମଶକ୍ତି ଟ୍ରଷ୍ଟ ପକ୍ଷରୁ ମହିଳା ଶ୍ରମଜିବି ମଞ୍ଚ ଓଡିଶା ତତ୍ତ୍ବାବଧାନରେ ନାଗରିକ ବିକାଶ ସଂଗଠନର କର୍ମକର୍ତ୍ତା ମାନେ 11 ଗୋଟି ବ୍ଲକର ପ୍ରତ୍ୟେକ ଗ୍ରାମାଞ୍ଚଳରେ ବୁଲି ବୁଲି ବେକାର ଯୁବକ ଯୁବତୀ ମାନଙ୍କୁ ଚିହ୍ନଟ କରିଥିଲେ ଏବଂ ପରବର୍ତ୍ତୀ ସମୟରେ ଜିଲ୍ଲାସ୍ତରୀୟ ନିଯୁକ୍ତି କାର୍ଯ୍ୟାଳୟ ଅଧିକାରୀଙ୍କ ସହ ଯୋଗାଯୋଗ କରି ବେକାର ଯୁବକ ଯୁବତୀ ମାନଙ୍କୁ ଏଥିରେ ଯୋଗଦାନ କରିବାକୁ ଆମନ୍ତ୍ରଣ କରାଯାଇଥିଲା ଯେପରି କଳାହାଣ୍ଡି ଜିଲ୍ଲାର ଯୁବକ ଯୁବତୀମାନେ ସେମାନଙ୍କ ରୋଜଗାର ନିମନ୍ତେ ସୁଯୋଗ ପାଇ ଆତ୍ମ ନିର୍ଭରଶୀଳ ହୋଇପାରିବେ। ଏହି ନିଯୁକ୍ତି ମେଳାରେ ବିଭିନ୍ନ କମ୍ପାନୀରୁ ଅଫିସର ମାନେ ଆସିଥିଲେ ଏବଂ ପ୍ରତ୍ୟେକ କମ୍ପାନୀର ମୁଖ୍ୟ ଅଧିକାରୀ ମାନେ ସଫଳତା ପାଇଥିବା ଲୋକମାନଙ୍କ ବିଷୟରେ କହିଥିଲେ ଏବଂ କମ୍ପାନୀରେ କି କି ପ୍ରକାର ସୁବିଧା ସୁଯୋଗ ଅଛି, ମାସିକ ବେତନ କେତେ ମିଳିବ ଇତ୍ୟାଦିର ସବିଶେଷ ବିବରଣୀ ପ୍ରଦାନ କରିଥିଲେ। ନାଗରିକ ବିକାଶ ସଂଗଠନର କର୍ମକର୍ତ୍ତା ମାନେ ଗାଁ ଗାଁ ବୁଲି ଯୁବକ ଯୁବତୀ ମାନଙ୍କ ପାଇଁ ପ୍ରେରଣାଦାତା ଭାବରେ କାର୍ଯ୍ୟ କରିଥିବାରୁ ଜିଲ୍ଲା ସ୍ତରୀୟ ନିଯୁକ୍ତି କାର୍ଯ୍ୟାଳୟ ତରଫରୁ ଜିଲ୍ଲାପାଳଙ୍କ ଦ୍ଵାରା ଏକ ପ୍ରସଂଶା ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ନାଗରିକ ବିକାଶ ସଂଗଠନ ତରଫରୁ ଜିଲ୍ଲା ପ୍ରଯୋଜକ ଅନିଲ ଦାସ ବ୍ଲକ୍ କଡିନେଟର ଉପେନ୍ଦ୍ର ସୁନାନୀ, ଜଗନ୍ନାଥ ଶଗଡ଼ିଆ, ବାବୁଲାଲ ତାଣ୍ଡି, ଜନସାଥୀ ତ୍ରିନାଥ ବେଶ୍ରା, ମୁକ୍ତା ଠାକୁର,ଅକ୍ଷୟ କୁମାର, ଟଙ୍କେସ୍ଵର କୁମାର, ପବିତ୍ର ନାଏକ, ଧନଞ୍ଜୟ ହରପାଲ, ଅହଲ୍ୟା ସାହୁ, ସୀମନ୍ତିନୀ ବାରିକ, ଅନିଲ ନାଗ, ସନ୍ତୋଷ ବାରିକ, ନୌକେଶି ସାହୁ ଯୋଗେଶ୍ଵର ନାଏକ ସମସ୍ତେ ଯୋଗ ଦେଇ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like